ଯିରିମୀୟ 33:14 - ପବିତ୍ର ବାଇବଲ14 ପୁଣି ସଦାପ୍ରଭୁ କହନ୍ତି, “ଆମ୍ଭେ ଇସ୍ରାଏଲ ବଂଶ ଓ ଯିହୁଦା ବଂଶ ସମ୍ବନ୍ଧରେ ଯେଉଁ ମଙ୍ଗଳ ବାକ୍ୟ କହିଅଛୁ। ତାହାକୁ ସଫଳ କରିବାର ସମୟ ଆସୁଅଛି। Gade chapit laପବିତ୍ର ବାଇବଲ (Re-edited) - (BSI)14 ସଦାପ୍ରଭୁ କହନ୍ତି, ଦେଖ, ଆମ୍ଭେ ଇସ୍ରାଏଲ-ବଂଶ ଓ ଯିହୁଦା-ବଂଶ ସମ୍ଵନ୍ଧରେ ଯେଉଁ ମଙ୍ଗଳ ବାକ୍ୟ କହିଅଛୁ, ଆମ୍ଭର ତାହା ସଫଳ କରିବାର ସମୟ ଆସୁଅଛି। Gade chapit laଓଡିଆ ବାଇବେଲ14 ସଦାପ୍ରଭୁ କହନ୍ତି, “ଦେଖ, ଆମ୍ଭେ ଇସ୍ରାଏଲ ବଂଶ ଓ ଯିହୁଦା ବଂଶ ସମ୍ବନ୍ଧରେ ଯେଉଁ ମଙ୍ଗଳ ବାକ୍ୟ କହିଅଛୁ, ଆମ୍ଭର ତାହା ସଫଳ କରିବାର ସମୟ ଆସୁଅଛି। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT14 ସଦାପ୍ରଭୁ କହନ୍ତି, ଦେଖ, ଆମ୍ଭେ ଇସ୍ରାଏଲ ବଂଶ ଓ ଯିହୁଦା ବଂଶ ସମ୍ବନ୍ଧରେ ଯେଉଁ ମଙ୍ଗଳ ବାକ୍ୟ କହିଅଛୁ, ଆମ୍ଭର ତାହା ସଫଳ କରିବାର ସମୟ ଆସୁଅଛି। Gade chapit la |
ତା'ପରେ ମୁଁ ଦୂତଙ୍କୁ ପ୍ରଣାମ କରିବା ପାଇଁ ତାହାଙ୍କ ପାଦତଳେ ପଡ଼ିଗଲି। କିନ୍ତୁ ସେ ମୋତେ କହିଲେ, “ମୋତେ ପ୍ରଣାମ କର ନାହିଁ। ମୁଁ ତୁମ୍ଭର ଓ ତୁମ୍ଭ ଖ୍ରୀଷ୍ଟ ବିଶ୍ୱାସୀ ଓ ଯୀଶୁଙ୍କର ସାକ୍ଷୀ ଭାଇମାନଙ୍କ ପରି ପରମେଶ୍ୱରଙ୍କର ଜଣେ ସେବକ ମାତ୍ର। ତେଣୁ ପରମେଶ୍ୱରଙ୍କୁ ଉପାସନା କର! କାରଣ ଯୀଶୁଙ୍କ ପାଇଁ ସାକ୍ଷ୍ୟ ହେଉଛି ଭବିଷ୍ୟଦ୍ବାଣୀର ମୂଳ ଆତ୍ମା ସ୍ୱରୂପ।’’