ଯିରିମୀୟ 33:18 - ପବିତ୍ର ବାଇବଲ18 ପୁଣି ଆମ୍ଭ ସମ୍ମୁଖରେ ହୋମବଳି ଶସ୍ୟ ନୈବେଦ୍ୟ ଦାହ ଓ ନିତ୍ୟ ବଳିଦାନ କରିବା ପାଇଁ ଲେବୀୟ ବଂଶରୁ ଜଣେ ଯାଜକ ସର୍ବଦା ରହିବ।” Gade chapit laପବିତ୍ର ବାଇବଲ (Re-edited) - (BSI)18 କିଅବା ଆମ୍ଭ ସମ୍ମୁଖରେ ହୋମ ଉତ୍ସର୍ଗ ଓ ଭକ୍ଷ୍ୟ-ନୈବେଦ୍ୟ ଦାହ ଓ ନିତ୍ୟ ବଳିଦାନ କରିବା ପାଇଁ ଲେବୀୟ ଯାଜକମାନଙ୍କ ସମ୍ପର୍କୀୟ ଲୋକର ଅଭାବ ହେବ ନାହିଁ। Gade chapit laଓଡିଆ ବାଇବେଲ18 କିଅବା ଆମ୍ଭ ସମ୍ମୁଖରେ ହୋମ ଉତ୍ସର୍ଗ, ଭକ୍ଷ୍ୟ ନୈବେଦ୍ୟ ଦାହ ଓ ନିତ୍ୟ ବଳିଦାନ କରିବା ପାଇଁ ଲେବୀୟ ଯାଜକମାନଙ୍କ ସମ୍ପର୍କୀୟ ଲୋକର ଅଭାବ ହେବ ନାହିଁ।” Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT18 କିଅବା ଆମ୍ଭ ସମ୍ମୁଖରେ ହୋମ ଉତ୍ସର୍ଗ, ଭକ୍ଷ୍ୟ ନୈବେଦ୍ୟ ଦାହ ଓ ନିତ୍ୟ ବଳିଦାନ କରିବା ପାଇଁ ଲେବୀୟ ଯାଜକମାନଙ୍କ ସମ୍ପର୍କୀୟ ଲୋକର ଅଭାବ ହେବ ନାହିଁ।” Gade chapit la |
ପରମେଶ୍ୱର ମୋତେ ଖ୍ରୀଷ୍ଟ ଯୀଶୁଙ୍କର ଜଣେ ସେବକ ହୋଇ ଅଣଯିହୂଦୀମାନଙ୍କୁ ସାହାଯ୍ୟ କରିବା ପାଇଁ ନିଯୁକ୍ତି କଲେ। ସେ ମୋତେ ସୁସମାଗ୍ଭର ଶିକ୍ଷା ଦେବାର କାର୍ଯ୍ୟ କରିବା ନିମନ୍ତେ ନିଯୁକ୍ତି କଲେ। ଏପରି କରିବା ଉଦ୍ଦେଶ୍ୟ ହେଲା ଯେ, ଅଣଯିହୂଦୀମାନେ ଉତ୍ସର୍ଗଦାନ ସ୍ୱରୂପ ହେବେ ଯାହାକି ପରମେଶ୍ୱର ଗ୍ରହଣ କରିବେ। ଏହି ଦାନ ଲୋକମାନେ ପରମେଶ୍ୱରଙ୍କ ପାଇଁ ପବିତ୍ରଆତ୍ମା ଦ୍ୱାରା ପବିତ୍ର କରାଗଲା।
“କିନ୍ତୁ ସମସ୍ତ ଲେବୀୟ ଯାଜକଗଣ, ସାଦୋକର ଭବିଷ୍ୟଦ୍ ବଂଶଧରଗଣ ଯେଉଁମାନେ ମୋର ପବିତ୍ର ସ୍ଥାନ ନିୟମ ଅନୁସରଣ କଲେ, ଯେତେବେଳେ ଇସ୍ରାଏଲୀୟମାନେ ମୋ'ଠାରୁ ବିପଥଗାମୀ ହେଲେ, ସେମାନେ ମୋ’ ପାଖକୁ ସେବା କରିବା ପାଇଁ ଆସିବାକୁ ସମର୍ଥ ହେବ। ସେମାନେ ମୋ’ ଉଦ୍ଦେଶ୍ୟରେ ମେଦ ଓ ରକ୍ତ ବଳିଦାନ ହୋଇଥିବା ପଶୁମାନଙ୍କର ଉତ୍ସର୍ଗ କରିବା ନିମନ୍ତେ ମୋ’ ସମ୍ମୁଖରେ ଠିଆ ହେବ।” ଏହା ସଦାପ୍ରଭୁ, ମୋର ପ୍ରଭୁ କହନ୍ତି।