Biblia Todo Logo
Bib sou entènèt

- Piblisite -




ଯିରିମୀୟ 33:25 - ପବିତ୍ର ବାଇବଲ

25 ସଦାପ୍ରଭୁ କହନ୍ତି, “ଯଦି ଦିବାରାତ୍ରି ସମ୍ବନ୍ଧୀୟ ଆମ୍ଭର ନିୟମ ସ୍ଥିର ନ ରହେ ଓ ଆମ୍ଭେ ଯେବେ ଆକାଶର ଓ ପୃଥିବୀର ବିଧି ସକଳ ନିରୂପଣ କରି ନ ଥାଉ, ତାହାହେଲେ ଆମ୍ଭେ ତୁମ୍ଭକୁ ଅଗ୍ରାହ୍ୟ କରିବା।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

25 ସଦାପ୍ରଭୁ ଏହି କଥା କହନ୍ତି, ଯେବେ ଦିବସ ଓ ରାତ୍ରି ସମ୍ଵନ୍ଧୀୟ ଆମ୍ଭର ନିୟମ ସ୍ଥିର ନ ରହେ, ଆମ୍ଭେ ଯେବେ ଆକାଶର ଓ ପୃଥିବୀର ବିଧିସକଳ ନିରୂପଣ କରି ନ ଥାଉ,

Gade chapit la Kopi

ଓଡିଆ ବାଇବେଲ

25 ସଦାପ୍ରଭୁ ଏହି କଥା କହନ୍ତି, “ଯେବେ ଦିବସ ଓ ରାତ୍ରି ସମ୍ବନ୍ଧୀୟ ଆମ୍ଭର ନିୟମ ସ୍ଥିର ନ ରହେ, ଆମ୍ଭେ ଯଦି ଆକାଶର ଓ ପୃଥିବୀର ବିଧିସକଳ ନିରୂପଣ କରି ନ ଥାଉ,

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

25 ସଦାପ୍ରଭୁ ଏହି କଥା କହନ୍ତି, ଯେବେ ଦିବସ ଓ ରାତ୍ରି ସମ୍ବନ୍ଧୀୟ ଆମ୍ଭର ନିୟମ ସ୍ଥିର ନ ରହେ, ଆମ୍ଭେ ଯଦି ଆକାଶର ଓ ପୃଥିବୀର ବିଧିସକଳ ନିରୂପଣ କରି ନ ଥାଉ,

Gade chapit la Kopi




ଯିରିମୀୟ 33:25
9 Referans Kwoze  

ସଦାପ୍ରଭୁ କହନ୍ତି, “ଯଦି କେହି ଦିନରାତି ସହିତ ନିୟମ ଭଙ୍ଗ କରେ, ସେ ନିୟମିତ ଭାବରେ ଦେଖା ଦିଏ ନାହିଁ। ମାତ୍ର ଯଥା ସମୟରେ ଦିବାରାତ୍ରି ହୁଏ।


ପରମେଶ୍ୱର ଋତୁ ନିରୂପଣ ନିମନ୍ତେ ଚନ୍ଦ୍ର ସୃଷ୍ଟି କରିଛନ୍ତି। ସୂର୍ଯ୍ୟ ଆପଣା ଅସ୍ତଗମନ ଜାଣେ।


ଯେପର୍ଯ୍ୟନ୍ତ ପୃଥିବୀ ରହିଛି, ସେପର୍ଯ୍ୟନ୍ତ ବୁଣିବାର ସମୟ ଓ ଅମଳ କରିବାର ସମୟ, ଥଣ୍ଡା ଓ ଗରମ, ପୁଣି ଗ୍ରୀଷ୍ମ ଓ ଶୀତକାଳ, ଦିବସ ଓ ରାତ୍ରି ଏସବୁ ପୃଥିବୀରେ ଗ୍ଭଲିଥିବ।”


ପରମେଶ୍ୱର ପୃଥିବୀକୁ ଆଲୋକିତ କରିବା ପାଇଁ ଆକାଶର ତୋରଣରେ ତାରାଗଣକୁ ମଧ୍ୟ ସୃଷ୍ଟି କଲେ।


ତୁମ୍ଭର ବ୍ୟବସ୍ଥା ଯୋଗୁଁ ସ୍ୱର୍ଗ ଓ ପୃଥିବୀ ଆଜି ପର୍ଯ୍ୟନ୍ତ ଗ୍ଭଲୁ ରହିଛି। କାରଣ ସବୁକିଛି ତୁମ୍ଭର ଦାସମାନେ।


ସେ ଏହିସବୁ ଜିନିଷକୁ ଚିରଦିନ ପାଇଁ ସ୍ଥାପନ କଲେ, ଏହିପରି ଗୋଟିଏ ବ୍ୟବସ୍ଥା ଦେଲେ ଯାହା କେବେହେଲେ ପରିବର୍ତ୍ତନ ହେବ ନାହିଁ।


Swiv nou:

Piblisite


Piblisite