ଯିରିମୀୟ 33:7 - ପବିତ୍ର ବାଇବଲ7 ଆମ୍ଭେ ଇସ୍ରାଏଲ ଓ ଯିହୁଦାର ଲୋକମାନଙ୍କର ବନ୍ଦୀତ୍ୱ ଅବସ୍ଥାର ପରିବର୍ତ୍ତନ କରି ସେମାନଙ୍କ ପ୍ରତି ମଙ୍ଗଳ ବିଧାନ କରିବା। ସେମାନଙ୍କୁ ଅତୀତ ପରି ଶକ୍ତିଶାଳୀ କରିବା। Gade chapit laପବିତ୍ର ବାଇବଲ (Re-edited) - (BSI)7 ଆଉ, ଆମ୍ଭେ ଯିହୁଦାର ବନ୍ଦୀତ୍ଵାବସ୍ଥା ଓ ଇସ୍ରାଏଲର ବନ୍ଦୀତ୍ଵାବସ୍ଥା ପରିବର୍ତ୍ତନ କରିବା, ପୁଣି ଆଦ୍ୟ କାଳର ନ୍ୟାୟ ସେମାନଙ୍କୁ ଗଠନ କରିବା। Gade chapit laଓଡିଆ ବାଇବେଲ7 ଆଉ, ଆମ୍ଭେ ଯିହୁଦାର ବନ୍ଦୀତ୍ୱାବସ୍ଥା ଓ ଇସ୍ରାଏଲର ବନ୍ଦୀତ୍ୱାବସ୍ଥା ପରିବର୍ତ୍ତନ କରିବା, ପୁଣି ଆଦ୍ୟ କାଳର ନ୍ୟାୟ ସେମାନଙ୍କୁ ଗଠନ କରିବା। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT7 ଆଉ, ଆମ୍ଭେ ଯିହୁଦାର ବନ୍ଦୀତ୍ୱାବସ୍ଥା ଓ ଇସ୍ରାଏଲର ବନ୍ଦୀତ୍ୱାବସ୍ଥା ପରିବର୍ତ୍ତନ କରିବା, ପୁଣି ଆଦ୍ୟ କାଳର ନ୍ୟାୟ ସେମାନଙ୍କୁ ଗଠନ କରିବା। Gade chapit la |
ଲୋକମାନେ ବିନ୍ୟାମୀନ ପ୍ରଦେଶରେ, ଯିରୁଶାଲମର ଚତୁର୍ଦ୍ଦିଗସ୍ଥ ନାନା ସ୍ଥାନରେ, ଯିହୁଦାର ନଗର ସମୂହରେ, ପାର୍ବତୀୟ, ପ୍ରଦେଶସ୍ଥ ନାନା ନଗରରେ, ନିମ୍ନ ଭୂମିସ୍ଥ ନଗରମାନଙ୍କରେ ଓ ଦକ୍ଷିଣ ଦିଗସ୍ଥ ନଗରଗୁଡ଼ିକରେ ମୂଲ୍ୟଦେଇ କ୍ଷେତ୍ର କ୍ରୟ କରିବେ ଓ ଦଲିଲ୍ ସ୍ୱାକ୍ଷର କରି ମୁଦ୍ରାଙ୍କିତ କରିବେ। ଆଉ ସାକ୍ଷୀ ରଖିବେ। କାରଣ ସଦାପ୍ରଭୁ କହନ୍ତି ଆମ୍ଭେ ସେମାନଙ୍କୁ ବନ୍ଦୀତ୍ୱ ଅବସ୍ଥାରୁ ମୁକ୍ତ କରିବା।”
ସଦାପ୍ରଭୁ କହନ୍ତି, ଏଠାରେ ତୁମ୍ଭେମାନେ ଆନନ୍ଦ ଧ୍ୱନି ଓ ହର୍ଷନାଦ, ବର କନ୍ୟାଙ୍କର ହର୍ଷଧ୍ୱନି, ସଦାପ୍ରଭୁଙ୍କର ପ୍ରଶଂସା ଗାନର କୋଳାହଳ ପାଇବ। ସେମାନେ କହିବେ, ‘ସଦାପ୍ରଭୁ ମଙ୍ଗଳମୟ ଓ ତାଙ୍କର କରୁଣା ସଦାକାଳ ସ୍ଥାୟୀ।’ ତେଣୁ ତାଙ୍କର ଧନ୍ୟବାଦ କର। ପୁଣି ସଦାପ୍ରଭୁଙ୍କ ଗୃହକୁ ଧନ୍ୟବାଦସ୍ୱରୂପ ବଳି ଆଣିବାର ଶବ୍ଦ ଶୁଣାଯିବ। ଏହା ହେବ କାରଣ ଆମ୍ଭେ ଆପଣା ଲୋକମାନଙ୍କର ଭାଗ୍ୟ ପରିବର୍ତ୍ତନ କରିବା। ସେଥିପାଇଁ ସବୁକିଛି ପୂର୍ବରୁ ଯେପରି ଥିଲା, ସେପରି ହୋଇଯିବ।”