ଯିରିମୀୟ 34:17 - ପବିତ୍ର ବାଇବଲ17 “ଏଣୁ ସଦାପ୍ରଭୁ ଏହି କଥା କହନ୍ତି, ‘ତୁମ୍ଭେମାନେ ଆପଣା ପ୍ରତିବାସୀଙ୍କୁ “ମୁକ୍ତ ଦେବା ପାଇଁ “‘ଆମ୍ଭ ନିୟମର ପାଳନ କରି ନାହଁ। ଏଣୁ ଆମ୍ଭେ ତୁମ୍ଭମାନଙ୍କ ବିରୁଦ୍ଧରେ ଖଡ଼୍ଗ, ଦୁର୍ଭିକ୍ଷ ଓ ମହାମାରୀ ପଠାଇ ବିନାଶ କରିବା ଓ ପୃଥିବୀର ସମସ୍ତ ରାଜ୍ୟ ଆତଙ୍କିତ ହେବ, ଯାହା ଆମ୍ଭେ ତୁମ୍ଭମାନଙ୍କ ପାଇଁ କରିବା। Gade chapit laପବିତ୍ର ବାଇବଲ (Re-edited) - (BSI)17 ଏହେତୁ ସଦାପ୍ରଭୁ ଏହି କଥା କହନ୍ତି, ତୁମ୍ଭେମାନେ ପ୍ରତ୍ୟେକେ ଆପଣା ଆପଣା ପ୍ରତିବାସୀ ପ୍ରତି ମୁକ୍ତି ଘୋଷଣା କରିବା ପାଇଁ ଆମ୍ଭ ବାକ୍ୟରେ ମନୋଯୋଗ କରି ନାହଁ; ଏଣୁ ସଦାପ୍ରଭୁ କହନ୍ତି, ଦେଖ, ଆମ୍ଭେ ତୁମ୍ଭମାନଙ୍କ ବିରୁଦ୍ଧରେ ଖଡ଼୍ଗ ପ୍ରତି, ମହାମାରୀ ପ୍ରତି ଓ ଦୁର୍ଭିକ୍ଷ ପ୍ରତି ମୁକ୍ତି ଘୋଷଣା କରୁଅଛୁ; ଆଉ, ଆମ୍ଭେ ପୃଥିବୀର ସମସ୍ତ ରାଜ୍ୟରେ ଏଣେତେଣେ ବିକ୍ଷିପ୍ତ ହେବା ପାଇଁ ତୁମ୍ଭମାନଙ୍କୁ ସମର୍ପଣ କରିବା। Gade chapit laଓଡିଆ ବାଇବେଲ17 ଏହେତୁ ସଦାପ୍ରଭୁ ଏହି କଥା କହନ୍ତି, “ତୁମ୍ଭେମାନେ ପ୍ରତ୍ୟେକେ ଆପଣା ଆପଣା ପ୍ରତିବାସୀ ପ୍ରତି ମୁକ୍ତି ଘୋଷଣା କରିବା ପାଇଁ ଆମ୍ଭ ବାକ୍ୟରେ ମନୋଯୋଗ କରି ନାହଁ; ଏଣୁ ସଦାପ୍ରଭୁ କହନ୍ତି, ‘ଦେଖ, ଆମ୍ଭେ ତୁମ୍ଭମାନଙ୍କ ବିରୁଦ୍ଧରେ ଖଡ୍ଗ ପ୍ରତି, ମହାମାରୀ ପ୍ରତି ଓ ଦୁର୍ଭିକ୍ଷ ପ୍ରତି ମୁକ୍ତି ଘୋଷଣା କରୁଅଛୁ; ଆଉ, ଆମ୍ଭେ ପୃଥିବୀର ସମସ୍ତ ରାଜ୍ୟରେ ଏଣେତେଣେ ବିକ୍ଷିପ୍ତ ହେବା ପାଇଁ ତୁମ୍ଭମାନଙ୍କୁ ସମର୍ପଣ କରିବା। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT17 ଏହେତୁ ସଦାପ୍ରଭୁ ଏହି କଥା କହନ୍ତି, ତୁମ୍ଭେମାନେ ପ୍ରତ୍ୟେକେ ଆପଣା ଆପଣା ପ୍ରତିବାସୀ ପ୍ରତି ମୁକ୍ତି ଘୋଷଣା କରିବା ପାଇଁ ଆମ୍ଭ ବାକ୍ୟରେ ମନୋଯୋଗ କରି ନାହଁ; ଏଣୁ ସଦାପ୍ରଭୁ କହନ୍ତି, ଦେଖ, ଆମ୍ଭେ ତୁମ୍ଭମାନଙ୍କ ବିରୁଦ୍ଧରେ ଖଡ୍ଗ ପ୍ରତି, ମହାମାରୀ ପ୍ରତି ଓ ଦୁର୍ଭିକ୍ଷ ପ୍ରତି ମୁକ୍ତି ଘୋଷଣା କରୁଅଛୁ; ଆଉ, ଆମ୍ଭେ ପୃଥିବୀର ସମସ୍ତ ରାଜ୍ୟରେ ଏଣେତେଣେ ବିକ୍ଷିପ୍ତ ହେବା ପାଇଁ ତୁମ୍ଭମାନଙ୍କୁ ସମର୍ପଣ କରିବା। Gade chapit la |
ଏସବୁ ଘଟିଲା ପରେ’” ସଦାପ୍ରଭୁ କହନ୍ତି, “‘ଆମ୍ଭେ ଯିହୁଦା ରାଜା ସିଦିକିୟଙ୍କୁ, ତାହାର ଦାସଗଣଙ୍କୁ ଓ ତାହାର ଲୋକମାନଙ୍କୁ ଯେଉଁମାନେ ମହାମାରୀ, ଖଡ଼୍ଗ ଓ ଦୁର୍ଭିକ୍ଷରୁ ଅବଶିଷ୍ଟ ରହିବେ, ସେମାନଙ୍କୁ ବାବିଲର ରାଜା ନବୂଖଦ୍ନିତ୍ସରଙ୍କ ହସ୍ତରେ, ସେମାନଙ୍କ ଶତ୍ରୁଗଣ ହସ୍ତରେ ଓ ସେମାନଙ୍କ ପ୍ରାଣନାଶକାରୀଙ୍କ ହସ୍ତରେ ସମର୍ପଣ କରିବା। ଆଉ ସେମାନେ ସେମାନଙ୍କୁ ଦୟା, କରୁଣା ଓ କ୍ଷମା ନ କରି ଖଡ଼୍ଗରେ ବଧ କରିବେ।’
ପୁଣି ଯେବେ ସେମାନେ ତୁମ୍ଭକୁ ପଗ୍ଭରନ୍ତି, ‘ଆମ୍ଭେମାନେ କେଉଁଠାକୁ ଯିବା?’ ତେବେ ତୁମ୍ଭେ ସେମାନଙ୍କୁ ଏହା କହିବ, ସଦାପ୍ରଭୁ ଏହି କଥା କହିଲେ: “‘ମୃତ ଲୋକମାନେ କବରକୁ ଯିବେ। ଯେଉଁ ଲୋକମାନେ ଖଣ୍ଡା ଦ୍ୱାରା ହତ ହେବାକୁ ଥିବେ, ସେମାନଙ୍କୁ ଖଣ୍ଡାରେ ହତ୍ୟା କରାଯିବ। ଯେଉଁ ଲୋକମାନଙ୍କ ଭାଗ୍ୟରେ ଦୁର୍ଭିକ୍ଷରେ ପୀଡ଼ିତ ହେବାର ଥିବ, ସେମାନେ ମରୁଡ଼ିରେ ପୀଡ଼ିତ ହେବେ ଏବଂ ଯେଉଁ ଲୋକମାନଙ୍କ ଭାଗ୍ୟରେ ବନ୍ଦୀ ହେବାର ଥିବ ସେମାନେ ବନ୍ଦୀଗୃହକୁ ଯିବେ।’