ଯିରିମୀୟ 34:20 - ପବିତ୍ର ବାଇବଲ20 ଆମ୍ଭେ ସେମାନଙ୍କୁ ସେମାନଙ୍କର ଶତ୍ରୁଗଣ ହସ୍ତରେ ଓ ସେମାନଙ୍କର ପ୍ରାଣନାଶକାରୀଙ୍କ ହସ୍ତରେ ସମର୍ପଣ କରିବା। ତହିଁରେ ସେମାନଙ୍କର ଶବ ଆକାଶର ପକ୍ଷୀମାନଙ୍କର ଓ ପୃଥିବୀର ବନ୍ୟ ପଶୁମାନଙ୍କର ଖାଦ୍ୟ ହେବ। Gade chapit laପବିତ୍ର ବାଇବଲ (Re-edited) - (BSI)20 ଆମ୍ଭେ ସେମାନଙ୍କୁ ହିଁ ସେମାନଙ୍କ ଶତ୍ରୁଗଣର ହସ୍ତରେ ଓ ସେମାନଙ୍କର ପ୍ରାଣ ନାଶର ଚେଷ୍ଟାକାରୀମାନଙ୍କ ହସ୍ତରେ ସମର୍ପଣ କରିବା; ତହିଁରେ ସେମାନଙ୍କର ଶବ ଖେଚର ପକ୍ଷୀଗଣର ଓ ଭୂଚର ପଶୁଗଣର ଖାଦ୍ୟ ହେବ। Gade chapit laଓଡିଆ ବାଇବେଲ20 ଆମ୍ଭେ ସେମାନଙ୍କୁ ହିଁ ସେମାନଙ୍କ ଶତ୍ରୁଗଣର ହସ୍ତରେ ଓ ସେମାନଙ୍କର ପ୍ରାଣନାଶର ଚେଷ୍ଟାକାରୀମାନଙ୍କ ହସ୍ତରେ ସମର୍ପଣ କରିବା; ତହିଁରେ ସେମାନଙ୍କର ଶବ ଖେଚର ପକ୍ଷୀଗଣର ଓ ଭୂଚର ପଶୁଗଣର ଖାଦ୍ୟ ହେବ। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT20 ଆମ୍ଭେ ସେମାନଙ୍କୁ ହିଁ ସେମାନଙ୍କ ଶତ୍ରୁଗଣର ହସ୍ତରେ ଓ ସେମାନଙ୍କର ପ୍ରାଣନାଶର ଚେଷ୍ଟାକାରୀମାନଙ୍କ ହସ୍ତରେ ସମର୍ପଣ କରିବା; ତହିଁରେ ସେମାନଙ୍କର ଶବ ଖେଚର ପକ୍ଷୀଗଣର ଓ ଭୂଚର ପଶୁଗଣର ଖାଦ୍ୟ ହେବ। Gade chapit la |
ଏସବୁ ଘଟିଲା ପରେ’” ସଦାପ୍ରଭୁ କହନ୍ତି, “‘ଆମ୍ଭେ ଯିହୁଦା ରାଜା ସିଦିକିୟଙ୍କୁ, ତାହାର ଦାସଗଣଙ୍କୁ ଓ ତାହାର ଲୋକମାନଙ୍କୁ ଯେଉଁମାନେ ମହାମାରୀ, ଖଡ଼୍ଗ ଓ ଦୁର୍ଭିକ୍ଷରୁ ଅବଶିଷ୍ଟ ରହିବେ, ସେମାନଙ୍କୁ ବାବିଲର ରାଜା ନବୂଖଦ୍ନିତ୍ସରଙ୍କ ହସ୍ତରେ, ସେମାନଙ୍କ ଶତ୍ରୁଗଣ ହସ୍ତରେ ଓ ସେମାନଙ୍କ ପ୍ରାଣନାଶକାରୀଙ୍କ ହସ୍ତରେ ସମର୍ପଣ କରିବା। ଆଉ ସେମାନେ ସେମାନଙ୍କୁ ଦୟା, କରୁଣା ଓ କ୍ଷମା ନ କରି ଖଡ଼୍ଗରେ ବଧ କରିବେ।’