ଯିରିମୀୟ 34:22 - ପବିତ୍ର ବାଇବଲ22 ମାତ୍ର ସଦାପ୍ରଭୁ କହନ୍ତି, ଦେଖ, ଆମ୍ଭେ ପୁଣି ସେମାନଙ୍କୁ ଆମ୍ଭର ଆଜ୍ଞାରେ ଏହି ନଗରକୁ ଅଣାଇବା। ତହିଁରେ ସେମାନେ ନଗର ବିରୁଦ୍ଧରେ ଯୁଦ୍ଧ କରି ତାହାକୁ ଅଧିକାର କରିବେ ଓ ତାହାକୁ ଅଗ୍ନିରେ ଦଗ୍ଧ କରିବେ। ପୁଣି ଆମ୍ଭେ ଯିହୁଦାର ସମସ୍ତ ନଗରକୁ ଜନଶୂନ୍ୟ କରି ଧ୍ୱଂସ ସ୍ତୁପରେ ପରିଣତ କରିବା।” Gade chapit laପବିତ୍ର ବାଇବଲ (Re-edited) - (BSI)22 ସଦାପ୍ରଭୁ କହନ୍ତି, ଦେଖ, ଆମ୍ଭେ ଆଜ୍ଞା ଦ୍ଵାରା ସେମାନଙ୍କୁ ଏହି ନଗରକୁ ପୁନର୍ବାର ଅଣାଇବା; ତହିଁରେ ସେମାନେ ନଗର ବିରୁଦ୍ଧରେ ଯୁଦ୍ଧ କରି ତାହା ହସ୍ତଗତ କରି ଅଗ୍ନିରେ ଦଗ୍ଧ କରିବେ; ପୁଣି, ଆମ୍ଭେ ଯିହୁଦାର ନଗରସମୂହକୁ ନିବାସୀବିହୀନ ଧ୍ଵଂସସ୍ଥାନ କରିବା। Gade chapit laଓଡିଆ ବାଇବେଲ22 ସଦାପ୍ରଭୁ କହନ୍ତି, “ଦେଖ, ଆମ୍ଭେ ଆଜ୍ଞା ଦ୍ୱାରା ସେମାନଙ୍କୁ ଏହି ନଗରକୁ ପୁନର୍ବାର ଅଣାଇବା; ତହିଁରେ ସେମାନେ ନଗର ବିରୁଦ୍ଧରେ ଯୁଦ୍ଧ କରି ତାହା ହସ୍ତଗତ କରି ଅଗ୍ନିରେ ଦଗ୍ଧ କରିବେ; ପୁଣି, ଆମ୍ଭେ ଯିହୁଦାର ନଗରସମୂହକୁ ନିବାସୀବିହୀନ ଧ୍ୱଂସସ୍ଥାନ କରିବା।” Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT22 ସଦାପ୍ରଭୁ କହନ୍ତି, ଦେଖ, ଆମ୍ଭେ ଆଜ୍ଞା ଦ୍ୱାରା ସେମାନଙ୍କୁ ଏହି ନଗରକୁ ପୁନର୍ବାର ଅଣାଇବା; ତହିଁରେ ସେମାନେ ନଗର ବିରୁଦ୍ଧରେ ଯୁଦ୍ଧ କରି ତାହା ହସ୍ତଗତ କରି ଅଗ୍ନିରେ ଦଗ୍ଧ କରିବେ; ପୁଣି, ଆମ୍ଭେ ଯିହୁଦାର ନଗରସମୂହକୁ ନିବାସୀବିହୀନ ଧ୍ୱଂସସ୍ଥାନ କରିବା।” Gade chapit la |
ତେଣୁ ପରମେଶ୍ୱର ଯିହୁଦା ଓ ଯିରୁଶାଲମର ଲୋକମାନଙ୍କୁ ଆକ୍ରମଣ କରିବା ନିମନ୍ତେ ବାବିଲର ରାଜାକୁ ଆଣିଲେ। ଯୁବା ଲୋକମାନେ ମନ୍ଦିର ମଧ୍ୟରେ ଥିଲେ ସୁଦ୍ଧା, ବାବିଲର ରାଜା ସେମାନଙ୍କୁ ହତ୍ୟା କଲେ। ସେ ଯିହୁଦା ଓ ଯିରୁଶାଲମର ଲୋକମାନଙ୍କୁ କିଛି ଦୟା କଲେ ନାହିଁ। ବାବିଲର ରାଜା ଉଭୟ ଯୁବା ଓ ବୃଦ୍ଧ ଲୋକମାନଙ୍କୁ ହତ୍ୟା କଲେ। ସେ ପୁରୁଷ ଓ ସ୍ତ୍ରୀଙ୍କୁ ହତ୍ୟା କଲେ। ସେ ରୋଗୀ ଓ ସୁସ୍ଥ ଲୋକଙ୍କୁ ହତ୍ୟା କଲେ, ପରମେଶ୍ୱର ଯିହୁଦା ଓ ଯିରୁଶାଲମର ଲୋକମାନଙ୍କ ଉପରେ ନବୂଖଦ୍ନିତ୍ସରଙ୍କୁ ବିଜୟୀ କଲେ।