ଯିରିମୀୟ 35:13 - ପବିତ୍ର ବାଇବଲ13 ସୈନ୍ୟାଧିପତି ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର କହିଲେ, “ହେ ଯିରିମିୟ, ତୁମ୍ଭେ ଯିହୁଦା ଓ ଯିରୁଶାଲମର ଲୋକମାନଙ୍କୁ କୁହ, ସଦାପ୍ରଭୁ କହନ୍ତି, ‘ତୁମ୍ଭେମାନେ ଆମ୍ଭର ବାକ୍ୟ ପ୍ରତି ଅବଧାନ କରି ଆମ୍ଭର ଶିକ୍ଷା ଗ୍ରହଣ କର।” Gade chapit laପବିତ୍ର ବାଇବଲ (Re-edited) - (BSI)13 ସୈନ୍ୟାଧିପତି ସଦାପ୍ରଭୁ ଇସ୍ରାଏଲର ପରମେଶ୍ଵର ଏହି କଥା କହନ୍ତି, ତୁମ୍ଭେ ଯାଇ ଯିହୁଦାର ଲୋକମାନଙ୍କୁ ଓ ଯିରୂଶାଲମର ନିବାସୀମାନଙ୍କୁ କୁହ, ସଦାପ୍ରଭୁ କହନ୍ତି, ତୁମ୍ଭେମାନେ ଆମ୍ଭ ବାକ୍ୟରେ ମନୋଯୋଗ କରିବା ପାଇଁ କି ଶିକ୍ଷା ଗ୍ରହଣ କରିବ ନାହିଁ? Gade chapit laଓଡିଆ ବାଇବେଲ13 ସୈନ୍ୟାଧିପତି ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର ଏହି କଥା କହନ୍ତି, “ତୁମ୍ଭେ ଯାଇ ଯିହୁଦାର ଲୋକମାନଙ୍କୁ ଓ ଯିରୂଶାଲମର ନିବାସୀମାନଙ୍କୁ କୁହ, ସଦାପ୍ରଭୁ କହନ୍ତି, ‘ତୁମ୍ଭେମାନେ ଆମ୍ଭ ବାକ୍ୟରେ ମନୋଯୋଗ କରିବା ପାଇଁ କି ଶିକ୍ଷା ଗ୍ରହଣ କରିବ ନାହିଁ ?’ Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT13 ସୈନ୍ୟାଧିପତି ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର ଏହି କଥା କହନ୍ତି, “ତୁମ୍ଭେ ଯାଇ ଯିହୁଦାର ଲୋକମାନଙ୍କୁ ଓ ଯିରୂଶାଲମର ନିବାସୀମାନଙ୍କୁ କୁହ, ସଦାପ୍ରଭୁ କହନ୍ତି, ତୁମ୍ଭେମାନେ ଆମ୍ଭ ବାକ୍ୟରେ ମନୋଯୋଗ କରିବା ପାଇଁ କି ଶିକ୍ଷା ଗ୍ରହଣ କରିବ ନାହିଁ? Gade chapit la |
ହେ ସଦାପ୍ରଭୁ, ମୁଁ ଜାଣୁଛି, ତୁମ୍ଭେ ସେମାନଙ୍କୁ ସତ୍ୟ ଓ ବିଶ୍ୱସ୍ତ ହେବାକୁ ଗ୍ଭହଁ। ସେମାନଙ୍କୁ ପ୍ରହାର କରିଅଛ। ମାତ୍ର ସେମାନେ ଅନୁତପ୍ତ ନୁହନ୍ତି। ତୁମ୍ଭେ ସେମାନଙ୍କୁ ଜୀର୍ଣ୍ଣ କରିଅଛ। ମାତ୍ର ସେମାନେ ଶାସ୍ତି ଗ୍ରହଣ କରିବାକୁ ଅସ୍ୱୀକାର କରିଅଛନ୍ତି। ସେମାନେ ନିଜ ନିଜ ମୁଖ ପାଷାଣଠାରୁ ଅଧିକ କଠିନ କରିଅଛନ୍ତି। ସେମାନେ କୁପଥରୁ ଫେରିବାକୁ ଇଚ୍ଛା କରି ନାହାନ୍ତି।
ସାବଧାନ ରୁହ, ଓ ପରମେଶ୍ୱର କଥା କହିଲା ବେଳେ ଶୁଣିବାକୁ ମନା କର ନାହିଁ। ଯେତେବେଳେ ସେ ପୃଥିବୀର ସେହି ଲୋକମାନଙ୍କୁ ସତର୍କ କଲେ, ସେତେବେଳେ ସେମାନେ ତାହାଙ୍କ କଥା ଅଗ୍ରାହ୍ୟ କଲେ। କିନ୍ତୁ ସେମାନେ ରକ୍ଷା ପାଇଲେ ନାହିଁ। ଏବେ ପରମେଶ୍ୱର ସ୍ୱର୍ଗରୁ କହୁଛନ୍ତି। ଅତଏବ, ଏବେ ଯେଉଁମାନେ ତାହାଙ୍କ ବାକ୍ୟ ଶୁଣିବା ପାଇଁ ମନା କରୁଛନ୍ତି, ତାହା ସେମାନଙ୍କ ଲାଗି ଅତି ଖରାପ ହେବ।