ଯିରିମୀୟ 35:14 - ପବିତ୍ର ବାଇବଲ14 “ରେଖବର ପୁତ୍ର ଯିହୋନାଦବ୍ ଆପଣା ବଂଶଧରଗଣଙ୍କୁ ଦ୍ରାକ୍ଷାରସ ପାନ ନ କରିବାକୁ ଯେଉଁ ଆଜ୍ଞା ଦେଇଥିଲା, ତାହାର ସେହି ବାକ୍ୟ ପ୍ରତିପାଳିତ ହୋଇ ଆସୁଅଛି ଓ ସେମାନେ ଆଜି ପର୍ଯ୍ୟନ୍ତ ଦ୍ରାକ୍ଷାରସ ପାନ କରୁ ନାହାନ୍ତି। କାରଣ ସେମାନେ ଆପଣା ପିତୃପୁରୁଷଙ୍କ ଆଜ୍ଞା ପାଳନ କରୁଛନ୍ତି। ମାତ୍ର ଆମ୍ଭେ ତୁମ୍ଭମାନଙ୍କୁ ବାରମ୍ବାର ଆଜ୍ଞା ଦେଲେ ହେଁ, ତୁମ୍ଭେମାନେ ଆମ୍ଭ ବାକ୍ୟ ପ୍ରତି ଅବଧାନ କରୁ ନାହଁ। Gade chapit laପବିତ୍ର ବାଇବଲ (Re-edited) - (BSI)14 ରେଖବର ପୁତ୍ର ଯିହୋନାଦବ୍ ଆପଣା ସନ୍ତାନଗଣକୁ ଦ୍ରାକ୍ଷାରସ ପାନ ନ କରିବା ପାଇଁ ଯେଉଁ ଆଜ୍ଞା ଦେଇଥିଲା, ତାହାର ସେହି ବାକ୍ୟ ପ୍ରତିପାଳିତ ହେଉଅଛି ଓ ସେମାନେ ଆଜି ପର୍ଯ୍ୟନ୍ତ ଦ୍ରାକ୍ଷାରସ ପାନ କରନ୍ତି ନାହିଁ; କାରଣ ସେମାନେ ଆପଣା ପିତୃପୁରୁଷର ଆଜ୍ଞା ପାଳନ କରନ୍ତି, ମାତ୍ର ଆମ୍ଭେ ତୁମ୍ଭମାନଙ୍କୁ କହିଅଛୁ, ପ୍ରଭାତରେ ଉଠି କହିଅଛୁ; ଆଉ, ତୁମ୍ଭେମାନେ ଆମ୍ଭ କଥାରେ ମନୋଯୋଗ କରି ନାହଁ। Gade chapit laଓଡିଆ ବାଇବେଲ14 ରେଖବର ପୁତ୍ର ଯିହୋନାଦବ୍ ଆପଣା ସନ୍ତାନଗଣକୁ ଦ୍ରାକ୍ଷାରସ ପାନ ନ କରିବା ପାଇଁ ଯେଉଁ ଆଜ୍ଞା ଦେଇଥିଲା, ତାହାର ସେହି ବାକ୍ୟ ପ୍ରତିପାଳିତ ହେଉଅଛି ଓ ସେମାନେ ଆଜି ପର୍ଯ୍ୟନ୍ତ ଦ୍ରାକ୍ଷାରସ ପାନ କରନ୍ତି ନାହିଁ; କାରଣ ସେମାନେ ଆପଣା ପିତୃପୁରୁଷର ଆଜ୍ଞା ପାଳନ କରନ୍ତି, ମାତ୍ର ଆମ୍ଭେ ତୁମ୍ଭମାନଙ୍କୁ କହିଅଛୁ, ପ୍ରଭାତରେ ଉଠି କହିଅଛୁ; ଆଉ, ତୁମ୍ଭେମାନେ ଆମ୍ଭ କଥାରେ ମନୋଯୋଗ କରି ନାହଁ। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT14 ରେଖବର ପୁତ୍ର ଯିହୋନାଦବ୍ ଆପଣା ସନ୍ତାନଗଣକୁ ଦ୍ରାକ୍ଷାରସ ପାନ ନ କରିବା ପାଇଁ ଯେଉଁ ଆଜ୍ଞା ଦେଇଥିଲା, ତାହାର ସେହି ବାକ୍ୟ ପ୍ରତିପାଳିତ ହେଉଅଛି ଓ ସେମାନେ ଆଜି ପର୍ଯ୍ୟନ୍ତ ଦ୍ରାକ୍ଷାରସ ପାନ କରନ୍ତି ନାହିଁ; କାରଣ ସେମାନେ ଆପଣା ପିତୃପୁରୁଷର ଆଜ୍ଞା ପାଳନ କରନ୍ତି, ମାତ୍ର ଆମ୍ଭେ ତୁମ୍ଭମାନଙ୍କୁ କହିଅଛୁ, ପ୍ରଭାତରେ ଉଠି କହିଅଛୁ; ଆଉ, ତୁମ୍ଭେମାନେ ଆମ୍ଭ କଥାରେ ମନୋଯୋଗ କରି ନାହଁ। Gade chapit la |
ଆମ୍ଭେ ଆସିଲା ବେଳେ କାହିଁକି କେହି ଉପସ୍ଥିତ ନ ଥିଲ? ଆମ୍ଭେ ଡାକିଲା ବେଳେ କେହି ଉତ୍ତର ଦେବାକୁ କାହିଁକି ନ ଥିଲ? ଆମ୍ଭର ହସ୍ତ କ’ଣ ଛୋଟ ଯେ ତାହା ମୁକ୍ତ କରି ପାରିବ ନାହିଁ? କିମ୍ବା ଉଦ୍ଧାର କରିବା ପାଇଁ ଆମ୍ଭର କ’ଣ ପରାକ୍ରମ ନାହିଁ? ଦେଖ, ଆମ୍ଭର ଆଦେଶରେ ସମୁଦ୍ର ଶୁଖିଯାଇପାରେ ଓ ନଦନଦୀକୁ ପ୍ରାନ୍ତର କରିଦେଇ ପାରୁ। ସେଥିରେ ଥିବା ମତ୍ସ୍ୟ ଜଳ ଅଭାବରୁ ତୃଷାର୍ତ୍ତ ହୋଇ ମରିଯିବେ ଓ ଦୁର୍ଗନ୍ଧ ହେବ।