Biblia Todo Logo
Bib sou entènèt

- Piblisite -




ଯିରିମୀୟ 35:16 - ପବିତ୍ର ବାଇବଲ

16 ରେଖବର ପୁତ୍ର ଯିହୋନାଦ‌‌‌ବ୍‌‌‌ର ବଂଶଧରଗଣ ସେମାନଙ୍କ ପ୍ରତି ଆବିଷ୍ଟ ହୋଇଥିବା ଆଜ୍ଞା ପ୍ରତିପାଳନ କରି ଆସୁଅଛନ୍ତି। ମାତ୍ର ଯିହୁଦାର ଲୋକମାନେ ଆମ୍ଭ କଥାରେ ଅବଧାନ କରି ନାହାନ୍ତି।’

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

16 ରେଖବର ପୁତ୍ର ଯିହୋନାଦବ୍ର ସନ୍ତାନଗଣ ସେମାନଙ୍କ ପ୍ରତି ଆଜ୍ଞାପିତ ପିତୃପୁରୁଷର ଆଜ୍ଞା ପ୍ରତିପାଳନ କରିଅଛନ୍ତି, ମାତ୍ର ଏହି ଲୋକମାନେ ଆମ୍ଭ କଥାରେ ମନୋଯୋଗ କରି ନାହାନ୍ତି;

Gade chapit la Kopi

ଓଡିଆ ବାଇବେଲ

16 ରେଖବର ପୁତ୍ର ଯିହୋନାଦବ୍‍ର ସନ୍ତାନଗଣ ସେମାନଙ୍କ ପ୍ରତି ଆଜ୍ଞାପିତ ପିତୃପୁରୁଷର ଆଜ୍ଞା ପ୍ରତିପାଳନ କରିଅଛନ୍ତି, ମାତ୍ର ଏହି ଲୋକମାନେ ଆମ୍ଭ କଥାରେ ମନୋଯୋଗ କରି ନାହାନ୍ତି।”

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

16 ରେଖବର ପୁତ୍ର ଯିହୋନାଦବ୍‍ର ସନ୍ତାନଗଣ ସେମାନଙ୍କ ପ୍ରତି ଆଜ୍ଞାପିତ ପିତୃପୁରୁଷର ଆଜ୍ଞା ପ୍ରତିପାଳନ କରିଅଛନ୍ତି, ମାତ୍ର ଏହି ଲୋକମାନେ ଆମ୍ଭ କଥାରେ ମନୋଯୋଗ କରି ନାହାନ୍ତି।

Gade chapit la Kopi




ଯିରିମୀୟ 35:16
8 Referans Kwoze  

ସର୍ବଶକ୍ତିମାନ୍ ସଦାପ୍ରଭୁ କହିଲେ, “ପିଲାମାନେ ସେମାନଙ୍କର ପିତାଙ୍କୁ ସମ୍ମାନ କରନ୍ତି, ଗ୍ଭକରମାନେ ସେମାନଙ୍କର ମୁନିବଙ୍କୁ ସମ୍ମାନ କରନ୍ତି, ତେଣୁ ଆମ୍ଭେ ତୁମ୍ଭମାନଙ୍କର ପିତା, ତୁମ୍ଭେମାନେ ଆମ୍ଭକୁ କାହିଁକି ଭୟ ଓ ସମ୍ମାନ କରୁ ନାହଁ? ଆମ୍ଭେ ତୁମ୍ଭମାନଙ୍କର ମୁନିବ, ତୁମ୍ଭେମାନେ ଆମ୍ଭକୁ କାହିଁକି ଭୟ ଏବଂ ସମ୍ମାନ କରୁ ନାହଁ? ତୁମ୍ଭେ ଯାଜକଗଣ ଆମ୍ଭର ନାମ ପ୍ରତି ତାଚ୍ଛଲ୍ୟ ମନୋଭାବ ଦେଖାଉଛ। “କିନ୍ତୁ ତୁମ୍ଭେମାନେ ପଗ୍ଭର, ‘ଆମ୍ଭେମାନେ କିପରି ତୁମ୍ଭର ନାମକୁ ତାଚ୍ଛଲ୍ୟ ମନୋଭାବ ଦେଖାଇଛୁ?’


“ରେଖବର ପୁତ୍ର ଯିହୋନାଦବ୍ ଆପଣା ବଂଶଧରଗଣଙ୍କୁ ଦ୍ରାକ୍ଷାରସ ପାନ ନ କରିବାକୁ ଯେଉଁ ଆଜ୍ଞା ଦେଇଥିଲା, ତାହାର ସେହି ବାକ୍ୟ ପ୍ରତିପାଳିତ ହୋଇ ଆସୁଅଛି ଓ ସେମାନେ ଆଜି ପର୍ଯ୍ୟନ୍ତ ଦ୍ରାକ୍ଷାରସ ପାନ କରୁ ନାହାନ୍ତି। କାରଣ ସେମାନେ ଆପଣା ପିତୃପୁରୁଷଙ୍କ ଆଜ୍ଞା ପାଳନ କରୁଛନ୍ତି। ମାତ୍ର ଆମ୍ଭେ ତୁମ୍ଭମାନଙ୍କୁ ବାରମ୍ବାର ଆଜ୍ଞା ଦେଲେ ହେଁ, ତୁମ୍ଭେମାନେ ଆମ୍ଭ ବାକ୍ୟ ପ୍ରତି ଅବଧାନ କରୁ ନାହଁ।


ଗାଈ ତା'ର ମୁନିବକୁ ଜାଣେ, ଗଧ ନିଜର ମୁନିବର ସଂଗ୍ଭଳକଙ୍କୁ ଜାଣେ, ମାତ୍ର ଇସ୍ରାଏଲ ଲୋକମାନେ ମୋତେ ଚିହ୍ନି ପାରିଲେ ନାହିଁ। ମୋର ଲୋକମାନେ ମୋତେ ବୁଝୁ ନାହାନ୍ତି।”


ଦୁଇଜଣ ପୁରୁଷ ଶାଉଲଙ୍କର ପୁତ୍ର ଈ‌ଶ୍‌ବୋଶ‌‌ତ୍‌‌କୁ ଦେଖିବାକୁ ଗଲେ। ଏହି ଦୁଇଜଣ ପୁରୁଷ ସୈନ୍ୟମାନଙ୍କର ଅଧିନାୟକ ଥିଲେ। ସେମାନେ ରେଖବ୍ ଓ ବାନା, ବେରୋତୀୟ ରିମ୍ମୋଣର ପୁତ୍ର ଥିଲେ। ସେମାନେ ବେରୋତୀୟ ନଗରର ବିନ୍ୟାମୀନ ପରିବାରବର୍ଗରେ ଗଣିତ ଥିଲେ।


ଇସ୍ରାଏଲର ପରମେଶ୍ୱର ସୈନ୍ୟାଧିପତି ସଦାପ୍ରଭୁ ଏହିକଥା କହନ୍ତି, ‘ତୁମ୍ଭେମାନେ ନିଜ ନିଜ ଆଚରଣ ବଦଳାଇ ଉତ୍ତମ କାର୍ଯ୍ୟ କର। ତାହାହେଲେ ଆମ୍ଭେ ତୁମ୍ଭମାନଙ୍କୁ ଏହି ସ୍ଥାନରେ ବାସ କରାଇବା।


Swiv nou:

Piblisite


Piblisite