ଯିରିମୀୟ 35:19 - ପବିତ୍ର ବାଇବଲ19 ତେଣୁ ସୈନ୍ୟାଧିପତି ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର ହକନ୍ତି, ‘ଆମ୍ଭର ସେବା ନିମନ୍ତେ ରେଖବର ପୁତ୍ର ଯିହୋନାଦବ୍ ବଂଶୀୟ ଲୋକ ଆମ୍ଭ ସମ୍ମୁଖରେ ସର୍ବଦା ଠିଆ ହେବ।’” Gade chapit laପବିତ୍ର ବାଇବଲ (Re-edited) - (BSI)19 ଏହେତୁ ସୈନ୍ୟାଧିପତି ସଦାପ୍ରଭୁ ଇସ୍ରାଏଲର ପରମେଶ୍ଵର ଏହି କଥା କହନ୍ତି; ଆମ୍ଭ ସମ୍ମୁଖରେ ଠିଆ ହେବା ପାଇଁ ରେଖବର ପୁତ୍ର ଯିହୋନାଦବ୍ ବଂଶୀୟ ଲୋକର ଅଭାବ କେତେବେଳେ ନୋହିବ। Gade chapit laଓଡିଆ ବାଇବେଲ19 ଏହେତୁ ସୈନ୍ୟାଧିପତି ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର ଏହି କଥା କହନ୍ତି; “ଆମ୍ଭ ସମ୍ମୁଖରେ ଠିଆ ହେବା ପାଇଁ ରେଖବର ପୁତ୍ର ଯିହୋନାଦବ୍ ବଂଶୀୟ ଲୋକର ଅଭାବ କଦାପି ହେବ ନାହିଁ।’” Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT19 ଏହେତୁ ସୈନ୍ୟାଧିପତି ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର ଏହି କଥା କହନ୍ତି; ଆମ୍ଭ ସମ୍ମୁଖରେ ଠିଆ ହେବା ପାଇଁ ରେଖବର ପୁତ୍ର ଯିହୋନାଦବ୍ ବଂଶୀୟ ଲୋକର ଅଭାବ କଦାପି ହେବ ନାହିଁ।” Gade chapit la |