Biblia Todo Logo
Bib sou entènèt

- Piblisite -




ଯିରିମୀୟ 35:5 - ପବିତ୍ର ବାଇବଲ

5 ପୁଣି ମୁଁ ରେଖବ ବଂଶୀୟ ଲୋକମାନଙ୍କ ସମ୍ମୁଖରେ ଦ୍ରାକ୍ଷାରସ ପୂର୍ଣ୍ଣ କେତେକ ଭାଣ୍ଡ ଓ ପାନପାତ୍ର ରଖି ସେମାନଙ୍କୁ କହିଲି, “ତୁମ୍ଭେମାନେ ଦ୍ରାକ୍ଷାରସ ପାନ କର।”

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

5 ପୁଣି, ମୁଁ ରେଖବ ବଂଶୀୟ ଲୋକମାନଙ୍କ ସମ୍ମୁଖରେ ଦ୍ରାକ୍ଷାରସପୂର୍ଣ୍ଣ କେତେକ ପାତ୍ର ଓ ପାନପାତ୍ର ରଖି ସେମାନଙ୍କୁ କହିଲି, ତୁମ୍ଭେମାନେ ଦ୍ରାକ୍ଷାରସ ପାନ କର।

Gade chapit la Kopi

ଓଡିଆ ବାଇବେଲ

5 ପୁଣି, ମୁଁ ରେଖବ ବଂଶୀୟ ଲୋକମାନଙ୍କ ସମ୍ମୁଖରେ ଦ୍ରାକ୍ଷାରସପୂର୍ଣ୍ଣ କେତେକ ପାତ୍ର ଓ ପାନପାତ୍ର ରଖି ସେମାନଙ୍କୁ କହିଲି, ‘ତୁମ୍ଭେମାନେ ଦ୍ରାକ୍ଷାରସ ପାନ କର।’

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

5 ପୁଣି, ମୁଁ ରେଖବ ବଂଶୀୟ ଲୋକମାନଙ୍କ ସମ୍ମୁଖରେ ଦ୍ରାକ୍ଷାରସପୂର୍ଣ୍ଣ କେତେକ ପାତ୍ର ଓ ପାନପାତ୍ର ରଖି ସେମାନଙ୍କୁ କହିଲି, “ତୁମ୍ଭେମାନେ ଦ୍ରାକ୍ଷାରସ ପାନ କର।”

Gade chapit la Kopi




ଯିରିମୀୟ 35:5
5 Referans Kwoze  

“କିନ୍ତୁ ତୁମ୍ଭେମାନେ ନାସରୀୟ ଲୋକମାନଙ୍କୁ ଦ୍ରାକ୍ଷାରସ ସେବନ କରାଇଲ। ତୁମ୍ଭ ସେହି ଭବିଷ୍ୟ‌ଦ୍‌ବକ୍ତାମାନଙ୍କୁ ଭବିଷ୍ୟ‌ଦ୍‌ବାକ୍ୟ ପ୍ରଗ୍ଭର ନ କରିବାକୁ କହିଲ।


ତୁମ୍ଭେ ଆପଣା ମାର୍ଗରେ ଯାଅ। ଆନନ୍ଦରେ ଆପଣା ଆହାର ଭୋଜନ କର ଓ ହୃଷ୍ଟ ଚିତ୍ତରେ ଆପଣା ଦ୍ରାକ୍ଷାରସ ପାନ କର। କାରଣ ପରମେଶ୍ୱର ତୁମ୍ଭର କାର୍ଯ୍ୟ ଗ୍ରହଣ କରି ସାରିଲେଣି।


ତୁମ୍ଭେମାନେ ମୋର ସମସ୍ତ କଥାର ଆଜ୍ଞାକାରୀ ହେଉଛି ନା ନାହିଁ, ଏହା ପରୀକ୍ଷା କରିବାକୁ ମୁଁ ତୁମ୍ଭମାନଙ୍କୁ ଲେଖିଲି।


“ହେ ଯିରିମିୟ, ତୁମ୍ଭେ ରେଖବୀୟ ବଂଶ ନିକଟକୁ ଯାଇ ସେମାନଙ୍କୁ ନିମନ୍ତ୍ରଣ କରି ସଦାପ୍ରଭୁଙ୍କ ଗୃହର ଏକ କୋଠରୀକୁ ଆଣ ଓ ସେମାନଙ୍କୁ ଦ୍ରାକ୍ଷାରସ ପାନ କରିବାକୁ ଦିଅ।”


ଏପରିକି ବଜାରରୁ ଅଣାଯାଉଥିବା ଖାଦ୍ୟ ପଦାର୍ଥକୁ ସେମାନେ ନିର୍ଦ୍ଧାରିତ ପଦ୍ଧତିରେ ନ ଧୋଇ ଖାଆନ୍ତି ନାହିଁ। ଗିନା, କଳସ, ତମ୍ବାପାତ୍ର ଆଦି ମାଜିବା ଧୋଇବା ଭଳି ଅନେକ ପରମ୍ପରା ସେମାନେ ପାଳନ କରନ୍ତି।


Swiv nou:

Piblisite


Piblisite