ଯିରିମୀୟ 35:6 - ପବିତ୍ର ବାଇବଲ6 ମାତ୍ର ସେମାନେ ଉତ୍ତର ଦେଲେ, “ଆମ୍ଭେମାନେ ଦ୍ରାକ୍ଷାରସ ପାନ କରିବୁ ନାହିଁ। କାରଣ ଆମ୍ଭମାନଙ୍କର ପୂର୍ବପୁରୁଷ ରେଖବର ପୁତ୍ର ଯିହୋନାଦବ୍ ଆମ୍ଭମାନଙ୍କୁ ଏହି ଆଜ୍ଞା ଦେଇଅଛନ୍ତି, ‘ତୁମ୍ଭେମାନେ ଓ ତୁମ୍ଭମାନଙ୍କର ସନ୍ତାନଗଣ କେହି କେବେ ଦ୍ରାକ୍ଷାରସ ପାନ କରିବ ନାହିଁ। Gade chapit laପବିତ୍ର ବାଇବଲ (Re-edited) - (BSI)6 ମାତ୍ର ସେମାନେ କହିଲେ, ଆମ୍ଭେମାନେ ଦ୍ରାକ୍ଷାରସ ପାନ କରିବୁ ନାହିଁ; କାରଣ ଆମ୍ଭମାନଙ୍କର ପିତୃପୁରୁଷ ରେଖବର ପୁତ୍ର ଯିହୋନାଦବ୍ ଆମ୍ଭମାନଙ୍କୁ ଏହି ଆଜ୍ଞା ଦେଇଅଛନ୍ତି, ତୁମ୍ଭେମାନେ ଓ ତୁମ୍ଭମାନଙ୍କର ସନ୍ତାନଗଣ କେହି କେବେ ଦ୍ରାକ୍ଷାରସ ପାନ କରିବ ନାହିଁ; Gade chapit laଓଡିଆ ବାଇବେଲ6 ମାତ୍ର ସେମାନେ କହିଲେ, ‘ଆମ୍ଭେମାନେ ଦ୍ରାକ୍ଷାରସ ପାନ କରିବୁ ନାହିଁ; କାରଣ ଆମ୍ଭମାନଙ୍କର ପିତୃପୁରୁଷ ରେଖବର ପୁତ୍ର ଯିହୋନାଦବ୍ ଆମ୍ଭମାନଙ୍କୁ ଏହି ଆଜ୍ଞା ଦେଇଅଛନ୍ତି, “ତୁମ୍ଭେମାନେ ଓ ତୁମ୍ଭମାନଙ୍କର ସନ୍ତାନଗଣ କେହି କେବେ ଦ୍ରାକ୍ଷାରସ ପାନ କରିବ ନାହିଁ; Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT6 ମାତ୍ର ସେମାନେ କହିଲେ, “ଆମ୍ଭେମାନେ ଦ୍ରାକ୍ଷାରସ ପାନ କରିବୁ ନାହିଁ; କାରଣ ଆମ୍ଭମାନଙ୍କର ପୂର୍ବପୁରୁଷ ରେଖବର ପୁତ୍ର ଯିହୋନାଦବ୍ ଆମ୍ଭମାନଙ୍କୁ ଏହି ଆଜ୍ଞା ଦେଇଅଛନ୍ତି, ‘ତୁମ୍ଭେମାନେ ଓ ତୁମ୍ଭମାନଙ୍କର ସନ୍ତାନଗଣ କେହି କେବେ ଦ୍ରାକ୍ଷାରସ ପାନ କରିବ ନାହିଁ; Gade chapit la |
ଏହା ପରେ ଯେହୂ ସେଠାରୁ ପ୍ରସ୍ଥାନ କଲାବେଳେ ତାଙ୍କୁ ସାକ୍ଷାତ କରିବାକୁ ଆସୁଥିବା ରେଖବର ପୁତ୍ର ଯିହୋନାଦବଙ୍କୁ ଭେଟିଲେ। ସେ ଯିହୋନାଦବଙ୍କୁ ସ୍ୱାଗତ କରି ପଗ୍ଭରିଲେ, “ତୁମ୍ଭେ ମୋର ବିଶ୍ୱସ୍ତ ବନ୍ଧୁ କି, ମୁଁ ଯେପରି ତୁମ୍ଭ ପ୍ରତି ସରଳ ଓ ବିଶ୍ୱସ୍ତ?” ଯିହୋନାଦବ ଉତ୍ତର ଦେଲେ, “ହଁ, ମୁଁ ତୁମ୍ଭର ଜଣେ ବିଶ୍ୱସ୍ତ ବନ୍ଧୁ।” ତେଣୁ ଯେହୂ କହିଲେ, “ତେବେ ମୋତେ ତୁମ୍ଭ ହସ୍ତ ଦିଅ।” ଯେତେବେଳେ ସେ ହସ୍ତ ବଢ଼ାଇଲେ ଯେହୂ ତାଙ୍କୁ ଆପଣା ରଥ ଉପରକୁ ଟାଣି ଆଣିଲେ।
“ରେଖବର ପୁତ୍ର ଯିହୋନାଦବ୍ ଆପଣା ବଂଶଧରଗଣଙ୍କୁ ଦ୍ରାକ୍ଷାରସ ପାନ ନ କରିବାକୁ ଯେଉଁ ଆଜ୍ଞା ଦେଇଥିଲା, ତାହାର ସେହି ବାକ୍ୟ ପ୍ରତିପାଳିତ ହୋଇ ଆସୁଅଛି ଓ ସେମାନେ ଆଜି ପର୍ଯ୍ୟନ୍ତ ଦ୍ରାକ୍ଷାରସ ପାନ କରୁ ନାହାନ୍ତି। କାରଣ ସେମାନେ ଆପଣା ପିତୃପୁରୁଷଙ୍କ ଆଜ୍ଞା ପାଳନ କରୁଛନ୍ତି। ମାତ୍ର ଆମ୍ଭେ ତୁମ୍ଭମାନଙ୍କୁ ବାରମ୍ବାର ଆଜ୍ଞା ଦେଲେ ହେଁ, ତୁମ୍ଭେମାନେ ଆମ୍ଭ ବାକ୍ୟ ପ୍ରତି ଅବଧାନ କରୁ ନାହଁ।