ଯିରିମୀୟ 35:8 - ପବିତ୍ର ବାଇବଲ8 ତେଣୁ ଆମ୍ଭେମାନେ ରେଖବୀୟ ବଂଶ ଆମ୍ଭ ପୂର୍ବପୁରୁଷ ଯିହୋନାଦବ୍ ଆମ୍ଭମାନଙ୍କୁ ଦ୍ରାକ୍ଷାରସ ପାନ ନ କରିବାକୁ ଓ ଗୃହ ନିର୍ମାଣ ନ କରିବାକୁ ଯେଉଁ ଆଜ୍ଞା ଦେଇଛନ୍ତି ତାହା ପାଳନ କରି ଆସିଅଛୁ। ଆଉ ଆମ୍ଭେମାନେ, ଆମ୍ଭମାନଙ୍କର ସ୍ତ୍ରୀମାନେ ଓ ଆମ୍ଭମାନଙ୍କର ପୁତ୍ରକନ୍ୟାମାନେ କେବେ ଦ୍ରାକ୍ଷାରସ ପାନ କରୁ ନାହୁଁ। Gade chapit laପବିତ୍ର ବାଇବଲ (Re-edited) - (BSI)8 ଏଣୁ ଆମ୍ଭମାନଙ୍କର ଯାବଜ୍ଜୀବନ ଦ୍ରାକ୍ଷାରସ ପାନ ନ କରିବାକୁ ଓ ବାସ କରିବା ନିମନ୍ତେ ଗୃହ ନିର୍ମାଣ ନ କରିବାକୁ, ଆମ୍ଭମାନଙ୍କର ପିତୃପୁରୁଷ ରେଖବର ପୁତ୍ର ଯିହୋନାଦବ୍ ଆମ୍ଭମାନଙ୍କୁ ଯେସବୁ ଆଜ୍ଞା ଦେଇଅଛନ୍ତି, ଆମ୍ଭେମାନେ, ଆମ୍ଭମାନଙ୍କର ଭାର୍ଯ୍ୟାମାନେ ଓ ପୁତ୍ର-କନ୍ୟାମାନେ ତାହାଙ୍କର ସେହି ବାକ୍ୟ ପାଳନ କରି ଆସୁଅଛୁ; Gade chapit laଓଡିଆ ବାଇବେଲ8 ଏଣୁ ଆମ୍ଭମାନଙ୍କର ଯାବଜ୍ଜୀବନ ଦ୍ରାକ୍ଷାରସ ପାନ ନ କରିବାକୁ ଓ ବାସ କରିବା ନିମନ୍ତେ ଗୃହ ନିର୍ମାଣ ନ କରିବାକୁ, ଆମ୍ଭମାନଙ୍କର ପିତୃପୁରୁଷ ରେଖବର ପୁତ୍ର ଯିହୋନାଦବ୍ ଆମ୍ଭମାନଙ୍କୁ ଯେସବୁ ଆଜ୍ଞା ଦେଇଅଛନ୍ତି, ଆମ୍ଭେମାନେ, ଆମ୍ଭମାନଙ୍କର ଭାର୍ଯ୍ୟାମାନେ ଓ ପୁତ୍ରକନ୍ୟାମାନେ ତାହାଙ୍କର ସେହି ବାକ୍ୟ ପାଳନ କରି ଆସୁଅଛୁ; Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT8 ଏଣୁ ଆମ୍ଭମାନଙ୍କର ଯାବଜ୍ଜୀବନ ଦ୍ରାକ୍ଷାରସ ପାନ ନ କରିବାକୁ ଓ ବାସ କରିବା ନିମନ୍ତେ ଗୃହ ନିର୍ମାଣ ନ କରିବାକୁ, ଆମ୍ଭମାନଙ୍କର ପୂର୍ବପୁରୁଷ ରେଖବର ପୁତ୍ର ଯିହୋନାଦବ୍ ଆମ୍ଭମାନଙ୍କୁ ଯେସବୁ ଆଜ୍ଞା ଦେଇଅଛନ୍ତି, ଆମ୍ଭେମାନେ, ଆମ୍ଭମାନଙ୍କର ଭାର୍ଯ୍ୟାମାନେ ଓ ପୁତ୍ରକନ୍ୟାମାନେ ତାହାଙ୍କର ସେହି ବାକ୍ୟ ପାଳନ କରି ଆସୁଅଛୁ; Gade chapit la |