ଯିରିମୀୟ 36:15 - ପବିତ୍ର ବାଇବଲ15 ତା'ପରେ ସେହି ଅଧିପତିଗଣ ବାରୂକକୁ କହିଲେ, “ଏଠାରେ ବସ, ଆମ୍ଭମାନଙ୍କ କର୍ଣ୍ଣଗୋଚରରେ ତାହା ପାଠ କର।” ତେଣୁ ବାରୂକ ସେମାନଙ୍କ ସମ୍ବନ୍ଧରେ ତାହା ପାଠ କଲେ। Gade chapit laପବିତ୍ର ବାଇବଲ (Re-edited) - (BSI)15 ତହିଁରେ ସେମାନେ ତାହାକୁକହିଲେ, ଏବେ ବସି ଆମ୍ଭମାନଙ୍କ କର୍ଣ୍ଣଗୋଚରରେ ତାହା ପାଠ କର। ତହୁଁ ବାରୂକ ସେମାନଙ୍କ କର୍ଣ୍ଣଗୋଚରରେ ତାହା ପାଠ କଲା। Gade chapit laଓଡିଆ ବାଇବେଲ15 ତହିଁରେ ସେମାନେ ତାହାକୁ କହିଲେ, “ଏବେ ବସି ଆମ୍ଭମାନଙ୍କ କର୍ଣ୍ଣଗୋଚରରେ ତାହା ପାଠ କର।” ତହୁଁ ବାରୂକ ସେମାନଙ୍କ କର୍ଣ୍ଣଗୋଚରରେ ତାହା ପାଠ କଲା। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT15 ତହିଁରେ ସେମାନେ ତାହାକୁ କହିଲେ, “ଏବେ ବସି ଆମ୍ଭମାନଙ୍କ କର୍ଣ୍ଣଗୋଚରରେ ତାହା ପାଠ କର।” ତହୁଁ ବାରୂକ ସେମାନଙ୍କ କର୍ଣ୍ଣଗୋଚରରେ ତାହା ପାଠ କଲା। Gade chapit la |