Biblia Todo Logo
Bib sou entènèt

- Piblisite -




ଯିରିମୀୟ 36:17 - ପବିତ୍ର ବାଇବଲ

17 ପୁଣି ସେମାନେ ବାରୂକକୁ ପଗ୍ଭରିଲେ, “ତୁମ୍ଭେ ଏହି ପୁସ୍ତକରେ ଯାହା ଲେଖିଛ କେଉଁଠାରୁ ତାହା ଶୁଣିଲ? ତୁମ୍ଭେ କ’ଣ ଯିରିମିୟଙ୍କଠାରୁ ଏହା ଶୁଣି ଲେଖିଅଛ?”

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

17 ପୁଣି, ସେମାନେ ବାରୂକକୁ ପଚାରିଲେ, କହିଲ, ତୁମ୍ଭେ କିପରି କରି ତାହା ମୁଖରୁ ଏସବୁ କଥା ଶୁଣି ଲେଖିଲ?

Gade chapit la Kopi

ଓଡିଆ ବାଇବେଲ

17 ପୁଣି, ସେମାନେ ବାରୂକକୁ ପଚାରିଲେ, “କହିଲ, ତୁମ୍ଭେ କିପରି ତାହା ମୁଖରୁ ଏସବୁ କଥା ଶୁଣି ଲେଖିଲ ?”

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

17 ପୁଣି, ସେମାନେ ବାରୂକକୁ ପଚାରିଲେ, “କହିଲ, ତୁମ୍ଭେ କିପରି ତାହା ମୁଖରୁ ଏସବୁ କଥା ଶୁଣି ଲେଖିଲ?”

Gade chapit la Kopi




ଯିରିମୀୟ 36:17
3 Referans Kwoze  

ତେଣୁ ଫାରୂଶୀମାନେ ମଧ୍ୟ ସେ ଲୋକକୁ ପଗ୍ଭରିଲେ। “ତୁମ୍ଭେ କିପରି ଦୃଷ୍ଟିଶକ୍ତି ପାଇଲ?” ସେ କହିଲା, “ସେ ମୋ’ ଆଖିରେ କାଦୁଅ ଲଗେଇ ଦେଲେ। ଧୋଇବା ପରେ ମୁଁ ଏବେ ଦେଖି ପାରୁଛି।”


Swiv nou:

Piblisite


Piblisite