Biblia Todo Logo
Bib sou entènèt

- Piblisite -




ଯିରିମୀୟ 36:18 - ପବିତ୍ର ବାଇବଲ

18 ବାରୂକ ଉତ୍ତର କଲେ, “ହଁ,” “ଯିରିମିୟ ଯାହାସବୁ ମୋତେ କହିଲେ, ମୁଁ କାଳି ନେଇ ଏହି ପୁସ୍ତକରେ ସେସବୁ ଲେଖିଲି।”

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

18 ତହିଁରେ ବାରୂକ ସେମାନଙ୍କୁ ଉତ୍ତର କଲା, ସେ ଆପଣା ମୁଖରେ ଏହିସବୁ କଥା ମୋʼ ନିକଟରେ ଉଚ୍ଚାରଣ କଲେ, ଆଉ ମୁଁ କାଳୀ ନେଇ ପୁସ୍ତକରେ ଲେଖିଲି।

Gade chapit la Kopi

ଓଡିଆ ବାଇବେଲ

18 ତହିଁରେ ବାରୂକ ସେମାନଙ୍କୁ ଉତ୍ତର କଲା, “ସେ ଆପଣା ମୁଖରେ ଏହିସବୁ କଥା ମୋ’ ନିକଟରେ ଉଚ୍ଚାରଣ କଲେ, ଆଉ ମୁଁ କାଳୀ ନେଇ ନଳାକାର ପୁସ୍ତକରେ ଲେଖିଲି।”

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

18 ତହିଁରେ ବାରୂକ ସେମାନଙ୍କୁ ଉତ୍ତର କଲା, “ସେ ଆପଣା ମୁଖରେ ଏହିସବୁ କଥା ମୋʼ ନିକଟରେ ଉଚ୍ଚାରଣ କଲେ, ଆଉ ମୁଁ କାଳୀ ନେଇ ନଳାକାର ପୁସ୍ତକରେ ଲେଖିଲି।”

Gade chapit la Kopi




ଯିରିମୀୟ 36:18
7 Referans Kwoze  

ତେଣୁ ଯିରିମିୟ ନେରିୟର ପୁତ୍ର ବାରୂକକୁ ଡାକିଲେ। ଆଉ ଯିରିମିୟ ବାରୂକକୁ ସଦାପ୍ରଭୁଙ୍କର ଯେଉଁସବୁ ବାକ୍ୟ କହିଲେ, ବାରୂକ ସେସବୁ ଏକ ନଳାକାର ପୁସ୍ତକରେ ଲେଖିଲେ।


“ହେ ଯିରିମିୟ, ଗୋଟିଏ ନଳାକାର ପୁସ୍ତକ ନିଅ। ଆମ୍ଭେ ଯୋଶିୟ ରାଜାଙ୍କ ରାଜତ୍ୱ କାଳରୁ ଆଜି ପର୍ଯ୍ୟନ୍ତ ଇସ୍ରାଏଲ, ଯିହୁଦା ଓ ସମସ୍ତ ଗୋଷ୍ଠୀର ବିରୁଦ୍ଧରେ ଯାହା ଯାହା କରିଅଛୁ, ସେ ସମସ୍ତ ସେହି ପୁସ୍ତକରେ ଲେଖ।


ଯିରିମିୟଙ୍କ ମୁଖନିଃସୃତ ବାକ୍ୟ ରୂପକ ଯେଉଁ ପୁସ୍ତକରେ ଲେଖିଥିଲେ, ରାଜା ତାକୁ ଦ‌ଗ୍‌ଧ କଲାପରେ ସଦାପ୍ରଭୁଙ୍କର ଏହି ବାକ୍ୟ ଯିରିମିୟଙ୍କ ନିକଟରେ ଉପସ୍ଥିତ ହେଲା। ଯଥା:


ତା'ପରେ ଯିରିମିୟ ଆଉ ଖଣ୍ଡେ ନଳାକାର ପୁସ୍ତକ ନେଇ ନେରିୟର ପୁତ୍ର ବାରୂକକୁ ଦେଲେ। ଯିହୋୟାକୀମ୍ ଯେଉଁ ନଳାକାର ପୁସ୍ତକ ଅଗ୍ନିରେ ଦ‌ଗ୍‌ଧ କରିଥିଲେ, ସେହି ନଳାକାର ପୁସ୍ତକ ଲିଖିତ ସମସ୍ତ ବାକ୍ୟ ଯିରିମିୟଙ୍କ ମୁଖରୁ ଶୁଣି ପୁଣି ସେହି ନଳାକାର ପୁସ୍ତକରେ ଲେଖିଲା। ଆଉ ମଧ୍ୟ ଅନେକ ସେହି ପ୍ରକାର କଥା ଏହି ଦ୍ୱିତୀୟ ନଳାକାର ପୁସ୍ତକରେ ଯୋଗ କରାଇଲେ।


ଯୋଶିୟର ପୁତ୍ର ଯିହୁଦାର ରାଜା ଯିହୋୟାକୀ‌‌‌ମ୍‌‌‌ର ରାଜତ୍ୱର ଚତୁର୍ଥ ବର୍ଷରେ ନେରିୟର ପୁତ୍ର ବାରୂକ, ଯିରିମିୟଙ୍କ ମୁଖରୁ ଏହି ସମସ୍ତ କଥା ଶୁଣି ନଳାକାର ପୁସ୍ତକରେ ଲେଖିବା ବେଳେ ଯିରିମିୟ ଭବିଷ୍ୟ‌ଦ୍‌ବକ୍ତା ତାକୁ ଏହି କଥା କହିଲେ।


Swiv nou:

Piblisite


Piblisite