ଯିରିମୀୟ 36:19 - ପବିତ୍ର ବାଇବଲ19 ତାହାପରେ ଅଧିପତିମାନେ ବାରୂକକୁ କହିଲେ, “ତୁମ୍ଭେ ଓ ଯିରିମିୟ ଯାଇ କୁହ। ଆଉ କେଉଁଠାରେ ଅଛ ତାହା ଅନ୍ୟକୁ ଜଣାଅ ନାହିଁ।” Gade chapit laପବିତ୍ର ବାଇବଲ (Re-edited) - (BSI)19 ସେତେବେଳେ ଅଧିପତିମାନେ ବାରୂକକୁ କହିଲେ, ତୁମ୍ଭେ ଓ ଯିରିମୀୟ ଯାଇ ଲୁଚ; ଆଉ, ତୁମ୍ଭେମାନେ କେଉଁଠାରେ ଅଛ, ଏହା କେହି ନ ଜାଣୁ। Gade chapit laଓଡିଆ ବାଇବେଲ19 ସେତେବେଳେ ଅଧିପତିମାନେ ବାରୂକକୁ କହିଲେ, “ତୁମ୍ଭେ ଓ ଯିରିମୀୟ ଯାଇ ଲୁଚ; ଆଉ, ତୁମ୍ଭେମାନେ କେଉଁଠାରେ ଅଛ, ଏହା କେହି ନ ଜାଣୁ।” Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT19 ସେତେବେଳେ ଅଧିପତିମାନେ ବାରୂକକୁ କହିଲେ, “ତୁମ୍ଭେ ଓ ଯିରିମୀୟ ଯାଇ ଲୁଚ; ଆଉ, ତୁମ୍ଭେମାନେ କେଉଁଠାରେ ଅଛ, ଏହା କେହି ନ ଜାଣୁ।” Gade chapit la |
ନିଶ୍ଚିତ ଭାବରେ ସଦାପ୍ରଭୁ ତୁମ୍ଭର ପରମେଶ୍ୱର ଅଛନ୍ତି। ମୁଁ ପରମେଶ୍ୱରଙ୍କ ନାମରେ ପ୍ରତିଜ୍ଞା କରି କହୁଛି, ଦେଶ ମଧ୍ୟରେ ଏପରି କୌଣସି ଗୋଷ୍ଠୀ ବା ରାଜ୍ୟ ନାହିଁ ଯେଉଁସ୍ଥାନକୁ ମୋର ପ୍ରଭୁ ତୁମ୍ଭକୁ ଅନ୍ୱେଷଣ କରିବାକୁ ପଠାଇ ନାହାନ୍ତି। ତୁମ୍ଭକୁ ଖୋଜିବାକୁ ରାଜା ପ୍ରତ୍ୟେକ ଦେଶକୁ ଲୋକ ପଠାଇ ଅଛନ୍ତି। ସେହି ଦେଶର ଶାସକମାନଙ୍କୁ ଶପଥ କରିବା ପାଇଁ ବାଧ୍ୟ କରିଛନ୍ତି ଯେ, ସେମାନେ ତୁମ୍ଭକୁ ସେମାନଙ୍କ ଦେଶରେ ପାଇ ନାହାନ୍ତି।