Biblia Todo Logo
Bib sou entènèt

- Piblisite -




ଯିରିମୀୟ 36:20 - ପବିତ୍ର ବାଇବଲ

20 ଅନନ୍ତର ଅଧିପତିମାନେ ପୁସ୍ତକଟିକୁ ଇଲୀଶାମା ଲେଖକର କୋଠରୀରେ ଛାଡ଼ିଗଲେ। ସେମାନେ ରାଜା ଯିହୋୟାକୀମ୍ ନିକଟକୁ ଗଲେ ଓ ପୁସ୍ତକ ଲିଖିତ ସମସ୍ତ ବାକ୍ୟ ତାଙ୍କୁ ଜଣାଇଲେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

20 ଏଉତ୍ତାରେ ସେମାନେ ପ୍ରାଙ୍ଗଣରେ ରାଜା ନିକଟକୁ ଗଲେ; ମାତ୍ର ପୁସ୍ତକଟି ଇଲୀଶାମା ଲେଖକର କୋଠରୀରେ ଛାଡ଼ି ଯାଇଥିଲେ; ଆଉ, ସେମାନେ ରାଜାର କର୍ଣ୍ଣଗୋଚରରେ ଏସବୁ କଥା ଜଣାଇଲେ।

Gade chapit la Kopi

ଓଡିଆ ବାଇବେଲ

20 ଏଥିଉତ୍ତାରେ ସେମାନେ ପ୍ରାଙ୍ଗଣରେ ରାଜା ନିକଟକୁ ଗଲେ; ମାତ୍ର ନଳାକାର ପୁସ୍ତକଟି ଇଲୀଶାମା ଲେଖକର କୋଠରିରେ ଛାଡ଼ି ଯାଇଥିଲେ; ଆଉ, ସେମାନେ ରାଜାର କର୍ଣ୍ଣଗୋଚରରେ ଏସବୁ କଥା ଜଣାଇଲେ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

20 ଏଥିଉତ୍ତାରେ ସେମାନେ ପ୍ରାଙ୍ଗଣରେ ରାଜା ନିକଟକୁ ଗଲେ; ମାତ୍ର ନଳାକାର ପୁସ୍ତକଟି ଇଲୀଶାମା ଲେଖକର କୋଠରିରେ ଛାଡ଼ି ଯାଇଥିଲେ; ଆଉ, ସେମାନେ ରାଜାର କର୍ଣ୍ଣଗୋଚରରେ ଏସବୁ କଥା ଜଣାଇଲେ।

Gade chapit la Kopi




ଯିରିମୀୟ 36:20
3 Referans Kwoze  

ସେତେବେଳେ ସେ ସଦାପ୍ରଭୁଙ୍କ ବାକ୍ୟ ଶୁଣି ରାଜଗୃହକୁ ଓହ୍ଲାଇ ଲେଖକର କୋଠରୀକୁ ଗଲା, ସେତେବେଳେ ସେ ସ୍ଥାନରେ ସମସ୍ତ ଅଧିପତି, ଯଥା: ଇଲୀଶାମା ଲେଖକ, ଶମୟିୟର ପୁତ୍ର ଦଲୟିୟ, ଅକବୋରର ପୁତ୍ର ଇ‌‌ଲ୍‌‌ନାଥନ୍, ଶାଫନର ପୁତ୍ର ଗମରିୟ ଓ ହନାନିୟର ପୁତ୍ର ସିଦିକିୟ ଉପବିଷ୍ଟ ଥିଲେ।


ଏଣୁ ରାଜା ଯିହୋୟାକୀମ୍ ପୁସ୍ତକ ଆଣିବା ପାଇଁ ଯିହୁଦୀକୁ ପଠାଇଲେ ଓ ସେ ଇଲୀଶାମା ଲେଖକର କୋଠରୀରୁ ତାହା ଆଣିଲେ। ତା'ପରେ ଯିହୁଦୀ ରାଜା ଓ ରାଜାଙ୍କ ଗ୍ଭରି ପାଖରେ ଛିଡ଼ା ହୋଇଥିବା ବ୍ୟକ୍ତି ସମସ୍ତ ଅଧିପତିମାନଙ୍କ କର୍ଣ୍ଣଗୋଚରରେ ତାହା ପାଠ କଲେ।


ଇଫ୍ରୟିମ ଗୋଷ୍ଠୀର, ଅମ୍ମୀହୂଦର ପୁତ୍ର ଇଲୀଶାମା। ମନଃଶି ବଂଶଧର, ପଦାହସୂରର ପୁତ୍ର ଗମଲିୟେଲ। (ଇଫ୍ରୟିମ ଏବଂ ମନଃଶି ଯୋଷେଫଙ୍କ ପୁତ୍ର ଅଟନ୍ତି)।


Swiv nou:

Piblisite


Piblisite