ଯିରିମୀୟ 36:23 - ପବିତ୍ର ବାଇବଲ23 ଅନନ୍ତର ଯିହୁଦୀ ପୁସ୍ତକରୁ ତିନିଗ୍ଭରି ପତ୍ର ପାଠ କଲାପରେ ରାଜା ଏକ କ୍ଷୁଦ୍ର ଛୁରୀରେ ତାହାକୁ କାଟି ଅଗ୍ନିପାତ୍ରରେ ଥିବା ଅଗ୍ନିରେ ତାହା ପକାଇ ଦେଲେ। ଶେଷରେ ସେହି ପାତ୍ର ଅଗ୍ନିରେ ସମସ୍ତ ପୁସ୍ତକ ଭସ୍ମସାତ୍ ହେଲା। Gade chapit laପବିତ୍ର ବାଇବଲ (Re-edited) - (BSI)23 ଅନନ୍ତର ଯିହୁଦି ପୁସ୍ତକରୁ ତିନି ଚାରି ପତ୍ର ପାଠ କଲା ଉତ୍ତାରେ ରାଜା କଲମତ୍ରାସରେ ତାହା କାଟି ଅଗ୍ନିପାତ୍ରରେ ଥିବା ଅଗ୍ନିରେ ତାହା ପକାଇ ଦେଲେ, ତହୁଁ ସେହି ପାତ୍ରରେ ଥିବା ଅଗ୍ନିରେ ସମୁଦାୟ ପୁସ୍ତକ ଭସ୍ମସାତ୍ ହେଲା। Gade chapit laଓଡିଆ ବାଇବେଲ23 ଏଥିଉତ୍ତାରେ ଯିହୁଦୀ ନଳାକାର ପୁସ୍ତକରୁ ତିନି ଚାରି ପତ୍ର ପାଠ କଲା ଉତ୍ତାରେ ରାଜା କଲମତ୍ରାସରେ ତାହା କାଟି ଅଗ୍ନିପାତ୍ରରେ ଥିବା ଅଗ୍ନିରେ ତାହା ପକାଇ ଦେଲେ, ତହୁଁ ସେହି ପାତ୍ରରେ ଥିବା ଅଗ୍ନିରେ ସମୁଦାୟ ନଳାକାର ପୁସ୍ତକ ଭସ୍ମସାତ୍ ହେଲା। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT23 ଏଥିଉତ୍ତାରେ ଯିହୁଦୀ ନଳାକାର ପୁସ୍ତକରୁ ତିନି ଚାରି ପତ୍ର ପାଠ କଲା ଉତ୍ତାରେ ରାଜା କଲମତ୍ରାସରେ ତାହା କାଟି ଅଗ୍ନିପାତ୍ରରେ ଥିବା ଅଗ୍ନିରେ ତାହା ପକାଇଦେଲେ, ତହୁଁ ସେହି ପାତ୍ରରେ ଥିବା ଅଗ୍ନିରେ ସମୁଦାୟ ନଳାକାର ପୁସ୍ତକ ଭସ୍ମସାତ୍ ହେଲା। Gade chapit la |