Biblia Todo Logo
Bib sou entènèt

- Piblisite -




ଯିରିମୀୟ 36:27 - ପବିତ୍ର ବାଇବଲ

27 ଯିରିମିୟଙ୍କ ମୁଖନିଃସୃତ ବାକ୍ୟ ରୂପକ ଯେଉଁ ପୁସ୍ତକରେ ଲେଖିଥିଲେ, ରାଜା ତାକୁ ଦ‌ଗ୍‌ଧ କଲାପରେ ସଦାପ୍ରଭୁଙ୍କର ଏହି ବାକ୍ୟ ଯିରିମିୟଙ୍କ ନିକଟରେ ଉପସ୍ଥିତ ହେଲା। ଯଥା:

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

27 ଯିରିମୀୟଙ୍କ ମୁଖରୁ ଶୁଣି ବାରୂକ ଯେସକଳ ବାକ୍ୟ ଲେଖିଥିଲା, ସେହିସମସ୍ତ ପୁସ୍ତକ ରାଜା ଦଗ୍ଧ କଲା ଉତ୍ତାରେ ସଦାପ୍ରଭୁଙ୍କର ଏହି ବାକ୍ୟ ଯିରିମୀୟଙ୍କ ନିକଟରେ ଉପସ୍ଥିତ ହେଲା, ଯଥା,

Gade chapit la Kopi

ଓଡିଆ ବାଇବେଲ

27 ଯିରିମୀୟଙ୍କ ମୁଖରୁ ଶୁଣି ବାରୂକ ଯେସକଳ ବାକ୍ୟ ଲେଖିଥିଲା, ସେହି ସମସ୍ତ ନଳାକାର ପୁସ୍ତକ ରାଜା ଦଗ୍ଧ କଲା ଉତ୍ତାରେ ସଦାପ୍ରଭୁଙ୍କର ଏହି ବାକ୍ୟ ଯିରିମୀୟଙ୍କ ନିକଟରେ ଉପସ୍ଥିତ ହେଲା, ଯଥା,

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

27 ଯିରିମୀୟଙ୍କ ମୁଖରୁ ଶୁଣି ବାରୂକ ଯେସକଳ ବାକ୍ୟ ଲେଖିଥିଲା, ସେହି ସମସ୍ତ ନଳାକାର ପୁସ୍ତକ ରାଜା ଦଗ୍ଧ କଲା ଉତ୍ତାରେ ସଦାପ୍ରଭୁଙ୍କର ଏହି ବାକ୍ୟ ଯିରିମୀୟଙ୍କ ନିକଟରେ ଉପସ୍ଥିତ ହେଲା, ଯଥା,

Gade chapit la Kopi




ଯିରିମୀୟ 36:27
3 Referans Kwoze  

ତେଣୁ ଯିରିମିୟ ନେରିୟର ପୁତ୍ର ବାରୂକକୁ ଡାକିଲେ। ଆଉ ଯିରିମିୟ ବାରୂକକୁ ସଦାପ୍ରଭୁଙ୍କର ଯେଉଁସବୁ ବାକ୍ୟ କହିଲେ, ବାରୂକ ସେସବୁ ଏକ ନଳାକାର ପୁସ୍ତକରେ ଲେଖିଲେ।


ବାରୂକ ଉତ୍ତର କଲେ, “ହଁ,” “ଯିରିମିୟ ଯାହାସବୁ ମୋତେ କହିଲେ, ମୁଁ କାଳି ନେଇ ଏହି ପୁସ୍ତକରେ ସେସବୁ ଲେଖିଲି।”


ଅନନ୍ତର ଯିହୁଦୀ ପୁସ୍ତକରୁ ତିନିଗ୍ଭରି ପତ୍ର ପାଠ କଲାପରେ ରାଜା ଏକ କ୍ଷୁଦ୍ର ଛୁରୀରେ ତାହାକୁ କାଟି ଅଗ୍ନିପାତ୍ରରେ ଥିବା ଅଗ୍ନିରେ ତାହା ପକାଇ ଦେଲେ। ଶେଷରେ ସେହି ପାତ୍ର ଅଗ୍ନିରେ ସମସ୍ତ ପୁସ୍ତକ ଭସ୍ମସାତ୍ ହେଲା।


Swiv nou:

Piblisite


Piblisite