Biblia Todo Logo
Bib sou entènèt

- Piblisite -




ଯିରିମୀୟ 36:28 - ପବିତ୍ର ବାଇବଲ

28 “ହେ ଯିରିମିୟ, ଯିହୁଦାର ରାଜା ଯିହୋୟାକୀମ୍ ଯେଉଁ ପୁସ୍ତକ ପୋଡ଼ି ପକାଇଅଛି, ସେହି ପୁସ୍ତକ ଲିଖିତ ସମସ୍ତ ବାକ୍ୟ ତୁମ୍ଭେ ଆଉ ଖଣ୍ଡେ ପୁସ୍ତକ ନେଇ ପୁନର୍ବାର ଲେଖ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

28 ଯିହୁଦାର ରାଜା ଯିହୋୟାକୀମ୍ ଯେଉଁ ପୁସ୍ତକ ପୋଡ଼ି ପକାଇଅଛି, ସେହି ପ୍ରଥମ ପୁସ୍ତକରେ ଲିଖିତ ଆଦ୍ୟ ସକଳ ବାକ୍ୟ, ତୁମ୍ଭେ ଆଉ ଖଣ୍ତେ ପୁସ୍ତକ ନେଇ ପୁନର୍ବାର ଲେଖ।

Gade chapit la Kopi

ଓଡିଆ ବାଇବେଲ

28 “ଯିହୁଦାର ରାଜା ଯିହୋୟାକୀମ୍‍ ଯେଉଁ ନଳାକାର ପୁସ୍ତକ ପୋଡ଼ି ପକାଇଅଛି, ସେହି ପ୍ରଥମ ନଳାକାର ପୁସ୍ତକରେ ଲିଖିତ ଆଦ୍ୟ ସକଳ ବାକ୍ୟ, ତୁମ୍ଭେ ଆଉ ଖଣ୍ଡେ ପୁସ୍ତକ ନେଇ ପୁନର୍ବାର ଲେଖ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

28 “ଯିହୁଦାର ରାଜା ଯିହୋୟାକୀମ୍‍ ଯେଉଁ ନଳାକାର ପୁସ୍ତକ ପୋଡ଼ି ପକାଇଅଛି, ସେହି ପ୍ରଥମ ନଳାକାର ପୁସ୍ତକରେ ଲିଖିତ ଆଦ୍ୟ ସକଳ ବାକ୍ୟ, ତୁମ୍ଭେ ଆଉ ଖଣ୍ଡେ ପୁସ୍ତକ ନେଇ ପୁନର୍ବାର ଲେଖ।

Gade chapit la Kopi




ଯିରିମୀୟ 36:28
9 Referans Kwoze  

ଯଦି ଆମ୍ଭେ ବିଶ୍ୱସ୍ତ ନ ହେଉ, ତଥାପି ସେ ବିଶ୍ୱସ୍ତ ହୋଇ ରହିବେ। କାରଣ ସେ ନିଜ ପାଇଁ ଅସତ୍ ହୋଇପାରିବେ ନାହିଁ।


ପୃଥିବୀ ଓ ଆକାଶ ନଷ୍ଟ ହୋଇଯିବ, କିନ୍ତୁ ମୋର ବାକ୍ୟ କେବେ ଅନ୍ୟଥା ହେବ ନାହିଁ।


‌‌ଖ‌ଡ଼୍‌ଗରୁ ରକ୍ଷା ପାଇ ଅଳ୍ପ କେତେକ ଲୋକ ମିଶରରୁ ଯିହୁଦାକୁ ଫେରିଯିବେ। ତହିଁରେ ଯେଉଁମାନେ ପ୍ରବାସ କରିବା ପାଇଁ ମିଶର ଦେଶକୁ ଯାଇଅଛନ୍ତି, ଯିହୁଦାର ସେହି ଅବଶିଷ୍ଟାଂଶ ଲୋକେ, ସେମାନେ ଜାଣିବେ କାହାର ବାକ୍ୟ ବିଶ୍ୱାସ ଯୋଗ୍ୟ, ମୋର ନା ସେମାନଙ୍କର।”


“କିନ୍ତୁ ପରମେଶ୍ୱର କେବେହେଲେ ବଦଳନ୍ତି ନାହିଁ। କେହି ପରମେଶ୍ୱରଙ୍କ ବିରୁଦ୍ଧରେ ଛିଡ଼ା ହୋଇ ପାରିବ ନାହିଁ। ପରମେଶ୍ୱର ଯାହା ଇଚ୍ଛା କରନ୍ତି ତାହା ସେ କରନ୍ତି।


ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର ଏହି କଥା କହନ୍ତି, “ହେ ଯିରିମିୟ, ଆମ୍ଭେ ତୁମ୍ଭକୁ ଯେଉଁସବୁ କଥା କହିଅଛୁ, ତାହା ତୁମ୍ଭେ ଗୋଟିଏ ପୁସ୍ତକରେ ଲେଖି ରଖ।”


ତେଣୁ ଯିରିମିୟ ନେରିୟର ପୁତ୍ର ବାରୂକକୁ ଡାକିଲେ। ଆଉ ଯିରିମିୟ ବାରୂକକୁ ସଦାପ୍ରଭୁଙ୍କର ଯେଉଁସବୁ ବାକ୍ୟ କହିଲେ, ବାରୂକ ସେସବୁ ଏକ ନଳାକାର ପୁସ୍ତକରେ ଲେଖିଲେ।


ଅନନ୍ତର ଯିହୁଦୀ ପୁସ୍ତକରୁ ତିନିଗ୍ଭରି ପତ୍ର ପାଠ କଲାପରେ ରାଜା ଏକ କ୍ଷୁଦ୍ର ଛୁରୀରେ ତାହାକୁ କାଟି ଅଗ୍ନିପାତ୍ରରେ ଥିବା ଅଗ୍ନିରେ ତାହା ପକାଇ ଦେଲେ। ଶେଷରେ ସେହି ପାତ୍ର ଅଗ୍ନିରେ ସମସ୍ତ ପୁସ୍ତକ ଭସ୍ମସାତ୍ ହେଲା।


Swiv nou:

Piblisite


Piblisite