ଯିରିମୀୟ 37:15 - ପବିତ୍ର ବାଇବଲ15 ଆଉ ସେହି ଅଧିପତିମାନେ ଯିରିମିୟଙ୍କ ଉପରେ ଅତ୍ୟନ୍ତ କ୍ରୋଧାନ୍ୱିତ ହୋଇ ତାଙ୍କୁ ପ୍ରହାର କଲେ ଓ ଯୋନାଥନ୍ ଲେଖକ ଗୃହସ୍ଥିତ କାରାଗାରରେ ରଖିଲେ। କାରଣ ସେମାନେ ଯୋନାଥନ୍ ଗୃହକୁ କାରାଗାରରେ ପରିଣତ କରିଥିଲେ। Gade chapit laପବିତ୍ର ବାଇବଲ (Re-edited) - (BSI)15 ପୁଣି, ଅଧିପତିମାନେ ଯିରିମୀୟଙ୍କ ପ୍ରତି କ୍ରୁଦ୍ଧ ହୋଇ ତାଙ୍କୁ ପ୍ରହାର କଲେ ଓ ଯୋନାଥନ୍ ଲେଖକର ଗୃହସ୍ଥିତ କାରାଗାରରେ ରଖିଲେ; କାରଣ ସେମାନେ ସେସ୍ଥାନକୁ କାରାଗାର କରିଥିଲେ। Gade chapit laଓଡିଆ ବାଇବେଲ15 ପୁଣି, ଅଧିପତିମାନେ ଯିରିମୀୟଙ୍କ ପ୍ରତି କ୍ରୁଦ୍ଧ ହୋଇ ତାଙ୍କୁ ପ୍ରହାର କଲେ ଓ ଯୋନାଥନ ଲେଖକର ଗୃହସ୍ଥିତ କାରାଗାରରେ ରଖିଲେ; କାରଣ ସେମାନେ ସେସ୍ଥାନକୁ କାରାଗାର କରିଥିଲେ। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT15 ପୁଣି, ଅଧିପତିମାନେ ଯିରିମୀୟଙ୍କ ପ୍ରତି କ୍ରୁଦ୍ଧ ହୋଇ ତାଙ୍କୁ ପ୍ରହାର କଲେ ଓ ଯୋନାଥନ ଲେଖକର ଗୃହସ୍ଥିତ କାରାଗାରରେ ରଖିଲେ; କାରଣ ସେମାନେ ସେସ୍ଥାନକୁ କାରାଗାର କରିଥିଲେ। Gade chapit la |
ତୁମ୍ଭ ପାଇଁ ଯେଉଁସବୁ ଦୁଃଖ ଆସୁଛି, ସେଥିପାଇଁ ଭୟ କର ନାହିଁ। ମୁଁ ଜାଣେ, ତୁମ୍ଭମାନଙ୍କ ଭିତରୁ କେତେ ଜଣଙ୍କୁ ଶୟତାନ କାରାଗାରରେ ରଖିବ। ସେ ତୁମ୍ଭମାନଙ୍କୁ ପରୀକ୍ଷା କରିବା ପାଇଁ ଏପରି କରିବ। ତୁମ୍ଭେମାନେ ଦଶ ଦିନ ପର୍ଯ୍ୟନ୍ତ ଦୁଃଖ କଷ୍ଟ ସହିବ। କିନ୍ତୁ ବିଶ୍ୱସ୍ତ ରୁହ, କାରଣ ତୁମ୍ଭକୁ ହୁଏତ ମୃତ୍ୟୁବରଣ କରିବାକୁ ପଡ଼ିପାରେ। ତୁମ୍ଭେ ଯଦି ବିଶ୍ୱସ୍ତ ରହିବ, ତେବେ ମୁଁ ତୁମ୍ଭକୁ ଜୀବନରୂପକ ମୁକୁଟ ଦେବି।
ତେଣୁ ମୁଁ ତୁମ୍ଭକୁ ଏହା କହୁଛି: ମୁଁ ତୁମ୍ଭକୁ ଭବିଷ୍ୟଦ୍ବକ୍ତାମାନଙ୍କ ଜ୍ଞାନୀଲୋକ ଓ ଗୁରୁମାନଙ୍କ ପାଖକୁ ପଠାଉଛି। ତୁମ୍ଭେ ସେମାନଙ୍କ ମଧ୍ୟରୁ କେତେକଙ୍କୁ ମାରିବ, କ୍ରୁଶରେ ଚଢ଼ାଇ ତୁମ୍ଭେ କେତେକଙ୍କୁ ହତ୍ୟା କରିବ। ତୁମ୍ଭର ସମାଜଗୃହରେ ତୁମ୍ଭେ କେତେକଙ୍କୁ ହତ୍ୟା କରିବ। ତୁମ୍ଭର ସମାଜଗୃହରେ ତୁମ୍ଭେ କେତେକଙ୍କୁ କୋରଡ଼ା ମାରିବ। ସହରରୁ ସହର ତୁମ୍ଭେମାନେ ସେମାନଙ୍କର ପଛେ ପଛେ ଯାଇ କେତେକଙ୍କୁ ତାଡ଼ନା କରିବ।