Biblia Todo Logo
Bib sou entènèt

- Piblisite -




ଯିରିମୀୟ 37:16 - ପବିତ୍ର ବାଇବଲ

16 ସେହି ଲୋକମାନଙ୍କ ଦ୍ୱାରା ଯିରିମିୟ ଖଣାକାର କୋଠରୀରେ ବନ୍ଦୀ ହେଲେ ଓ କ୍ଷୁଦ୍ର କୋଠରୀରେ ଅନେକ ଦିନ ରହିଲେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

16 ଯିରିମୀୟ ସେହି କାରାକୂପ ଓ ତହିଁର କ୍ଷୁଦ୍ର କୋଠରୀରେ ପ୍ରବେଶ କରି ଅନେକ ଦିନ ସେଠାରେ ରହିଲେ।

Gade chapit la Kopi

ଓଡିଆ ବାଇବେଲ

16 ଯିରିମୀୟ ସେହି କାରାକୂପ ଓ ତହିଁର କ୍ଷୁଦ୍ର କୋଠରିରେ ପ୍ରବେଶ କରି ଅନେକ ଦିନ ସେଠାରେ ରହିଲେ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

16 ଯିରିମୀୟ ସେହି କାରାକୂପ ଓ ତହିଁର କ୍ଷୁଦ୍ର କୋଠରିରେ ପ୍ରବେଶ କରି ଅନେକ ଦିନ ସେଠାରେ ରହିଲେ।

Gade chapit la Kopi




ଯିରିମୀୟ 37:16
5 Referans Kwoze  

ଏଣୁ ସେମାନେ ଯିରିମିୟଙ୍କୁ ନେଇ ପ୍ରହରୀ ପ୍ରାଙ୍ଗଣସ୍ଥିତ ମ‌‌ଲ୍‌‌କିୟ ରାଜପୁତ୍ରର କୂପରେ ପକାଇ ଦେଲେ। ସେମାନେ ରଜ୍ଜୁରେ ଯିରିମିୟଙ୍କୁ କୂପ ମଧ୍ୟକୁ ଓହ୍ଲାଇ ଦେଲେ। ପୁଣି ସେହି କୂପରେ ଜଳ ନ ଥିଲା, କେବଳ ପଙ୍କ ଥିଲା। ଯିରିମିୟ ସେହି ପଙ୍କରେ ନିମଗ୍ନ ହେଲେ।


ହେ ସଦାପ୍ରଭୁ, ମୁଁ ଗଭୀରତମ କୂପ ମଧ୍ୟରୁ ତୁମ୍ଭ ନାମରେ ପ୍ରାର୍ଥନା କଲି।


ସେମାନେ ମୋତେ କୂପରେ ନିକ୍ଷେପ କରିଛନ୍ତି ଓ ମୋତେ ସଂହାର କରିବାକୁ ମୋ’ ଉପରେ ପ୍ରସ୍ତର ପକାଇ ଅଛନ୍ତି।


କାରଣ ଏବ୍ରୀୟମାନଙ୍କ ଦେଶରୁ ଲୋକମାନେ ମୋତେ ବଳପୂର୍ବକ ଅପହରଣ କରିଛନ୍ତି। ପୁଣି ଏ ସ୍ଥାନରେ ମଧ୍ୟ ମୁଁ କିଛି ଭୁଲ୍ କରି ନାହିଁ। ତଥାପି ସେମାନେ ମୋତେ ଏହି ଗହ୍ୱରରେ ପକାଇଲେ।”


Swiv nou:

Piblisite


Piblisite