ଯିରିମୀୟ 37:18 - ପବିତ୍ର ବାଇବଲ18 ଆଉ ଯିରିମିୟ ସିଦିକିୟ ରାଜାଙ୍କୁ କହିଲେ, “ଆପଣଙ୍କ ବିରୁଦ୍ଧରେ, ଆପଣଙ୍କ ଦାସଗଣ ବିରୁଦ୍ଧରେ ଅବା ଏହି ଲୋକମାନଙ୍କ ବିରୁଦ୍ଧରେ ମୁଁ କି ପାପ କରିଅଛି ଯେ ଆପଣମାନେ ମୋତେ କାରାଗାରରେ ରଖିଅଛନ୍ତି? Gade chapit laପବିତ୍ର ବାଇବଲ (Re-edited) - (BSI)18 ଆହୁରି, ଯିରିମୀୟ ସିଦିକୀୟ ରାଜାକୁ କହିଲେ, ଆପଣଙ୍କ ବିରୁଦ୍ଧରେ, ଆପଣଙ୍କ ଦାସଗଣ ବିରୁଦ୍ଧରେ, ଅବା ଏହି ଲୋକମାନଙ୍କ ବିରୁଦ୍ଧରେ ମୁଁ କି ପାପ କରିଅଛି ଯେ, ଆପଣମାନେ ମୋତେ କାରାଗାରରେ ରଖିଅଛନ୍ତି? Gade chapit laଓଡିଆ ବାଇବେଲ18 ଆହୁରି, ଯିରିମୀୟ ସିଦିକୀୟ ରାଜାକୁ କହିଲେ, “ଆପଣଙ୍କ ବିରୁଦ୍ଧରେ, ଆପଣଙ୍କ ଦାସଗଣ ବିରୁଦ୍ଧରେ, ଅବା ଏହି ଲୋକମାନଙ୍କ ବିରୁଦ୍ଧରେ ମୁଁ କି ପାପ କରିଅଛି ଯେ, ଆପଣମାନେ ମୋତେ କାରାଗାରରେ ରଖିଅଛନ୍ତି ? Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT18 ଆହୁରି, ଯିରିମୀୟ ସିଦିକୀୟ ରାଜାକୁ କହିଲେ, “ଆପଣଙ୍କ ବିରୁଦ୍ଧରେ, ଆପଣଙ୍କ ଦାସଗଣ ବିରୁଦ୍ଧରେ, ଅବା ଏହି ଲୋକମାନଙ୍କ ବିରୁଦ୍ଧରେ ମୁଁ କି ପାପ କରିଅଛି ଯେ, ଆପଣମାନେ ମୋତେ କାରାଗାରରେ ରଖିଅଛନ୍ତି? Gade chapit la |
“ଯିହୁଦାର ରାଜା ହିଜକିୟ ଓ ଯିହୁଦାର ସମସ୍ତ ଲୋକ ମୀଖାକୁ ବଧ କରି ନ ଥିଲେ। ହିଜକିୟ ସଦାପ୍ରଭୁଙ୍କୁ ଭୟ କରି ସଦାପ୍ରଭୁଙ୍କର ଅନୁଗ୍ରହ ପ୍ରାର୍ଥନା କଲେ। ତେଣୁ ସଦାପ୍ରଭୁ ସେମାନଙ୍କ ବିରୁଦ୍ଧରେ ଯେଉଁ ଅମଙ୍ଗଳର କଥା କହିଥିଲେ, ତାହା କରିବାରୁ ସେ ନିବୃତ୍ତ ହେଲେ। ଯଦି ଆମ୍ଭେମାନେ ଯିରିମିୟଙ୍କ ପ୍ରତି କିଛି କରୁ, ତେବେ ଆମ୍ଭମାନଙ୍କ ପ୍ରାଣର ପ୍ରତିକୂଳରେ ଅମଙ୍ଗଳ କରୁଅଛୁ।”