Biblia Todo Logo
Bib sou entènèt

- Piblisite -




ଯିରିମୀୟ 37:8 - ପବିତ୍ର ବାଇବଲ

8 ପୁଣି କ‌‌ଲ୍‌‌ଦୀୟମାନେ ପୁନର୍ବାର ଆସି ଏହି ନଗର ବିରୁଦ୍ଧରେ ଯୁଦ୍ଧ କରିବେ ଓ ସେମାନେ ତାହାକୁ ଅଧିକାର କରି ଅଗ୍ନିରେ ଦ‌ଗ୍‌ଧ କରିବେ।’

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

8 ପୁଣି, କଲ୍ଦୀୟମାନେ ପୁନର୍ବାର ଆସି ଏହି ନଗର ବିରୁଦ୍ଧରେ ଯୁଦ୍ଧ କରିବେ ଓ ସେମାନେ ତାହା ହସ୍ତଗତ କରି ଅଗ୍ନିରେ ଦଗ୍ଧ କରିବେ।

Gade chapit la Kopi

ଓଡିଆ ବାଇବେଲ

8 ପୁଣି, କଲ୍‍ଦୀୟମାନେ ପୁନର୍ବାର ଆସି ଏହି ନଗର ବିରୁଦ୍ଧରେ ଯୁଦ୍ଧ କରିବେ ଓ ସେମାନେ ତାହା ହସ୍ତଗତ କରି ଅଗ୍ନିରେ ଦଗ୍ଧ କରିବେ।’”

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

8 ପୁଣି, କଲ୍‍ଦୀୟମାନେ ପୁନର୍ବାର ଆସି ଏହି ନଗର ବିରୁଦ୍ଧରେ ଯୁଦ୍ଧ କରିବେ ଓ ସେମାନେ ତାହା ହସ୍ତଗତ କରି ଅଗ୍ନିରେ ଦଗ୍ଧ କରିବେ।’

Gade chapit la Kopi




ଯିରିମୀୟ 37:8
9 Referans Kwoze  

“ପୁଣି ଲୋକମାନେ ତୁମ୍ଭ ସ୍ତ୍ରୀ ଓ ସନ୍ତାନମାନଙ୍କୁ ଆଣି କ‌‌ଲ୍‌‌ଦୀୟମାନଙ୍କୁ ଦେବେ। ଆଉ ତୁମ୍ଭେ ମଧ୍ୟ ସେମାନଙ୍କ ହସ୍ତରୁ ରକ୍ଷା ପାଇବ ନାହିଁ। ବାବିଲ ରାଜାର ହସ୍ତରେ ଧରାଯିବ। ଆଉ ସେମାନେ ଏହି ନଗରକୁ ଅଗ୍ନିରେ ଦ‌ଗ୍‌ଧ କରିବେ।”


ଆଉ କ‌‌ଲ୍‌‌ଦୀୟମାନେ ଏହି ନଗର ବିରୁଦ୍ଧରେ ସେମାନଙ୍କର ଆକ୍ରମଣ ଆରମ୍ଭ କରିଦେଇଛନ୍ତି, ସେମାନେ ଖୁବଶୀଘ୍ର ଏହି ନଗରରେ ପ୍ରବେଶ କରି ଅଗ୍ନି ଲଗାଇବେ। ଯେଉଁସବୁ ଗୃହଗୁଡ଼ିକରେ ‌ବା‌ଲ୍‌ଦେବ ପାଇଁ ନୈବେଦ୍ୟ ଉତ୍ସର୍ଗ କରିଥିଲେ ଓ ଆମ୍ଭଙ୍କୁ କ୍ରୋଧିତ କରିବା ପାଇଁ ଅନ୍ୟ ଦେବତାମାନଙ୍କୁ ପେୟନୈବେଦ୍ୟ ଉତ୍ସର୍ଗ କଲ, ସେମାନେ ସେହିସବୁ ଗୃହଗୁଡ଼ିକୁ ଦ‌ଗ୍‌ଧ କରିବେ।


‘ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର ଏହି କଥା କହନ୍ତି, ‘ତୁମ୍ଭେମାନେ ଆପଣା ହସ୍ତସ୍ଥିତ ଯେଉଁସବୁ ଯୁଦ୍ଧାସ୍ତ୍ର ଦ୍ୱାରା ବାବିଲର ରାଜା ଓ ତୁମ୍ଭ ଅବରୋଧକାରୀ କ‌‌ଲ୍‌‌ଦୀୟମାନଙ୍କ ସହିତ ପ୍ରାଚୀର ବାହାରେ ଯୁଦ୍ଧ କରୁଅଛ, ସେ ସବୁ ଅସ୍ତ୍ରକୁ ଆମ୍ଭେ ନିଷ୍ଫଳ କରାଇବା। “‘ଖୁବ୍ ଶୀଘ୍ର ପ୍ରାଚୀର ବାହାରେ ଥିବା ଶତ୍ରୁଗଣଙ୍କୁ ଯିରୁଶାଲମ ମଧ୍ୟରେ ପ୍ରବେଶ କରାଇବା।


ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର ଏହିକଥା କହନ୍ତି, “ହେ ଯିରିମିୟ, ତୁମ୍ଭେ ଯାଇ ଯିହୁଦାର ରାଜା ସିଦିକିୟଙ୍କୁ କୁହ, ‘ସଦାପ୍ରଭୁ ଏହି କଥା କହନ୍ତି, ଆମ୍ଭେ ବାବିଲର ରାଜା ହସ୍ତରେ ଯିରୁଶାଲମକୁ ସମର୍ପଣ କରିବା, ତାହାକୁ ସେ ଅଗ୍ନିରେ ଦ‌ଗ୍‌ଧ କରିବ।


ହେ ଯିରୁଶାଲମ ନିବାସୀ, ତୁମ୍ଭେମାନେ କ‌‌ଲ୍‌‌ଦୀୟର ସମୁଦାୟ ସୈନ୍ୟଙ୍କୁ ପରାସ୍ତ କଲେ ହେଁ, ଅବଶିଷ୍ଟ ଆହତ ସୈନ୍ୟମାନେ ନିଜ ନିଜ ତମ୍ବୁରୁ ବାହାରି ଏହି ନଗରକୁ ଅଗ୍ନିରେ ଦ‌ଗ୍‌ଧ କରିବେ।’”


ଆଉ ଯଦି ତୁମ୍ଭେ ବାହାରି ବାବିଲ ରାଜାଙ୍କ ଅଧିପତିମାନଙ୍କ ଅଧୀନତା ସ୍ୱୀକାର ନ କରିବ, ତେବେ ଏହି ନଗର କ‌‌ଲ୍‌‌ଦୀୟମାନଙ୍କ ହସ୍ତରେ ସମର୍ପିତ ହେବ ଓ ସେମାନେ ଅଗ୍ନିରେ ଏହାକୁ ଦ‌ଗ୍‌ଧ କରିବେ। ଆଉ ତୁମ୍ଭେ ସେମାନଙ୍କ ହସ୍ତରୁ ରକ୍ଷା ପାଇବ ନାହିଁ।’”


ଆଉ ମଧ୍ୟ ସଦାପ୍ରଭୁ ଏହି କଥା କହନ୍ତି, ‘ଏହି ନଗର ନିଶ୍ଚୟ ବାବିଲ ରାଜାଙ୍କ ସୈନ୍ୟ ହସ୍ତରେ ସମର୍ପିତ ହେବ ଓ ସେମାନେ ତାହାକୁ ଅଧିକାର କରିବେ।”


Swiv nou:

Piblisite


Piblisite