Biblia Todo Logo
Bib sou entènèt

- Piblisite -




ଯିରିମୀୟ 38:11 - ପବିତ୍ର ବାଇବଲ

11 ତହୁଁ ଏବଦ୍-ମେଲକ ଆପଣା ସଙ୍ଗେ ସେହି ଲୋକମାନଙ୍କୁ ନେଇ ରାଜଗୃହକୁ ଗଲା ଓ ସେଠାରେ ଭଣ୍ଡାର ଘରୁ କେତେଗୁଡ଼ିଏ ପୁରୁଣା ତ୍ୟକ୍ତ ବସ୍ତୁ ଓ ଚିରାକନା ନେଲା। ଆଉ ରଜ୍ଜୁ ଦ୍ୱାରା ସେସବୁ କୂପରେ ଯିରିମିୟଙ୍କୁ ଦେଲା।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

11 ତହିଁରେ ଏବଦ୍-ମେଲ୍‍କ ଆପଣା ସଙ୍ଗେ ସେହି ଲୋକମାନଙ୍କୁ ନେଇ ରାଜଗୃହକୁ ଯାଇ ଭଣ୍ତାରର ତଳରୁ କେତେଗୁଡ଼ିଏ ପୁରୁଣା ତ୍ୟକ୍ତ ବସ୍ତ୍ର ଓ ଚିରାକନା ନେଲା, ଆଉ ରଜ୍ଜୁ ଦ୍ଵାରା ସେସବୁ କୂପରେ ଯିରିମୀୟଙ୍କୁ ଦେଲା।

Gade chapit la Kopi

ଓଡିଆ ବାଇବେଲ

11 ତହିଁରେ ଏବଦ୍‍-ମେଲକ ଆପଣା ସଙ୍ଗେ ସେହି ଲୋକମାନଙ୍କୁ ନେଇ ରାଜଗୃହକୁ ଯାଇ ଭଣ୍ଡାରର ତଳରୁ କେତେଗୁଡ଼ିଏ ପୁରୁଣା ତ୍ୟକ୍ତ ବସ୍ତ୍ର ଓ ଚିରାକନା ନେଲା, ଆଉ ରଜ୍ଜୁ ଦ୍ୱାରା ସେସବୁ କୂପରେ ଯିରିମୀୟଙ୍କୁ ଦେଲା।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

11 ତହିଁରେ ଏବଦ୍‍-ମେଲକ ଆପଣା ସଙ୍ଗେ ସେହି ଲୋକମାନଙ୍କୁ ନେଇ ରାଜଗୃହକୁ ଯାଇ ଭଣ୍ଡାରର ତଳରୁ କେତେଗୁଡ଼ିଏ ପୁରୁଣା ତ୍ୟକ୍ତ ବସ୍ତ୍ର ଓ ଚିରାକନା ନେଲା, ଆଉ ରଜ୍ଜୁ ଦ୍ୱାରା ସେସବୁ କୂପରେ ଯିରିମୀୟଙ୍କୁ ଦେଲା।

Gade chapit la Kopi




ଯିରିମୀୟ 38:11
5 Referans Kwoze  

କିନ୍ତୁ ଯିରିମିୟ ଖଣାରେ ପତିତ ହୋଇଥିବା କଥା ରାଜଗୃହସ୍ଥିତ ‌ଏବ‌‌ଦ୍‌‌ମେଲକ ନାମକ ଜଣେ ନପୁଂସକ ଲୋକ ଶୁଣିଲା। ସେହି ସମୟରେ ରାଜା ସିଦିକିୟ ବିନ୍ୟାମୀନ ଫାଟକରେ ବସିଥିଲେ।


ତା'ପରେ ରାଜା ସିଦିକିୟ କୁଶୀୟ ଏବଦ୍-ମେଲକକୁ ଆଜ୍ଞା କଲା, “ତୁମ୍ଭେ ଏଠାରୁ ତିରିଶ୍ ଜଣ ଲୋକ ଆପଣା ସଙ୍ଗରେ ନେଇ ଯିରିମିୟ ଭବିଷ୍ୟ‌ଦ୍‌ବକ୍ତା ମରିବା ପୂର୍ବରୁ ତାହାଙ୍କୁ କୂପରୁ ବାହାର କରି ଆଣ।”


କୁଶୀୟ ଏବଦ୍-ମେଲକ ଯିରିମିୟଙ୍କୁ କହିଲା, “ତୁମ୍ଭେ ଏହି ଚିରାକନା ଓ ତ୍ୟକ୍ତ ବସ୍ତ୍ର ଆପଣା ବକ୍ଷ ମୂଳରେ ଦିଅ। ଆମ୍ଭେମାନେ ଯେତେବେଳେ ରଜ୍ଜୁରେ ତୁମ୍ଭକୁ ଉପରକୁ ଉଠାଇବୁ, ସେଥିରେ ତୁମ୍ଭକୁ କଷ୍ଟ ହେବ ନାହିଁ।” ତେଣୁ ଯିରିମିୟ ସେହିପରି କଲେ।


ସମସ୍ତ ରୂପା, ସୁନା, ସମସ୍ତ ପିତ୍ତଳ ଓ ଲୁହାର ପାତ୍ର ଓ କରେଇ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଉତ୍ସର୍ଗ କରାଯିବ ଓ ଏହା ସଦାପ୍ରଭୁଙ୍କ ଭଣ୍ଡାରକୁ ଗ୍ଭଲିଯିବ।”


ଏଣୁ ସେମାନେ ଯିରିମିୟଙ୍କୁ ନେଇ ପ୍ରହରୀ ପ୍ରାଙ୍ଗଣସ୍ଥିତ ମ‌‌ଲ୍‌‌କିୟ ରାଜପୁତ୍ରର କୂପରେ ପକାଇ ଦେଲେ। ସେମାନେ ରଜ୍ଜୁରେ ଯିରିମିୟଙ୍କୁ କୂପ ମଧ୍ୟକୁ ଓହ୍ଲାଇ ଦେଲେ। ପୁଣି ସେହି କୂପରେ ଜଳ ନ ଥିଲା, କେବଳ ପଙ୍କ ଥିଲା। ଯିରିମିୟ ସେହି ପଙ୍କରେ ନିମଗ୍ନ ହେଲେ।


Swiv nou:

Piblisite


Piblisite