ଯିରିମୀୟ 38:19 - ପବିତ୍ର ବାଇବଲ19 ମାତ୍ର ସିଦିକିୟ ରାଜା ଯିରିମିୟଙ୍କୁ କହିଲେ, “ଯେଉଁ ଯିହୁଦୀ ଲୋକମାନେ କଲ୍ଦୀୟମାନଙ୍କ ପକ୍ଷକୁ ଯାଇଅଛନ୍ତି, ସେମାନଙ୍କୁ ମୁଁ ଭୟ କରୁଛି। ସେମାନେ ହୁଏତ ମୋତେ ସେମାନଙ୍କ ହସ୍ତରେ ସମର୍ପଣ କରିବେ। ଆଉ ସେମାନେ ମୋତେ ଆଘାତ ଦେବେ।” Gade chapit laପବିତ୍ର ବାଇବଲ (Re-edited) - (BSI)19 ଏଥିରେ ସିଦିକୀୟ ରାଜା ଯିରିମୀୟଙ୍କୁ କହିଲା, ଯେଉଁ ଯିହୁଦୀ ଲୋକମାନେ କଲ୍ଦୀୟମାନଙ୍କ ପକ୍ଷକୁ ଯାଇଅଛନ୍ତି, ସେମାନଙ୍କୁ ମୁଁ ଭୟ କରୁଅଛି, କେଜାଣି ଲୋକେ ମୋତେ ସେମାନଙ୍କ ହସ୍ତରେ ସମର୍ପଣ କରିବେ, ଆଉ ସେମାନେ ମୋତେ ପରିହାସ କରିବେ। Gade chapit laଓଡିଆ ବାଇବେଲ19 ଏଥିରେ ସିଦିକୀୟ ରାଜା ଯିରିମୀୟଙ୍କୁ କହିଲା, “ଯେଉଁ ଯିହୁଦୀ ଲୋକମାନେ କଲ୍ଦୀୟମାନଙ୍କ ପକ୍ଷକୁ ଯାଇଅଛନ୍ତି, ସେମାନଙ୍କୁ ମୁଁ ଭୟ କରୁଅଛି, କେଜାଣି ଲୋକେ ମୋତେ ସେମାନଙ୍କ ହସ୍ତରେ ସମର୍ପଣ କରିବେ, ଆଉ ସେମାନେ ମୋତେ ପରିହାସ କରିବେ।” Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT19 ଏଥିରେ ସିଦିକୀୟ ରାଜା ଯିରିମୀୟଙ୍କୁ କହିଲା, “ଯେଉଁ ଯିହୁଦୀ ଲୋକମାନେ କଲ୍ଦୀୟମାନଙ୍କ ପକ୍ଷକୁ ଯାଇଅଛନ୍ତି, ସେମାନଙ୍କୁ ମୁଁ ଭୟ କରୁଅଛି, କେଜାଣି ଲୋକେ ମୋତେ ସେମାନଙ୍କ ହସ୍ତରେ ସମର୍ପଣ କରିବେ, ଆଉ ସେମାନେ ମୋତେ ପରିହାସ କରିବେ।” Gade chapit la |
ଶାଉଲ ତାଙ୍କର ଅସ୍ତ୍ରବାହକକୁ କହିଲେ, “ତୁମ୍ଭର ଖଣ୍ତା ବାହାର କରି ତୁମ୍ଭର ଖଣ୍ଡାରେ ମୋତେ ହତ୍ୟା କର। ତାହାହେଲେ ଅସୁନ୍ନତ ଲୋକମାନେ ଆସି ମୋତେ ଗାଳି ଦେବେ ନାହିଁ କିମ୍ବା ହତ୍ୟା କରି ପାରିବେ ନାହିଁ।” କିନ୍ତୁ ଶାଉଲଙ୍କର ଅସ୍ତ୍ରବାହକ ଦାସ ବହୁତ ଭୟଭୀତ ହୋଇଗଲା ଏବଂ ଶାଉଲଙ୍କୁ ହତ୍ୟା କରିବାକୁ ମନା କଲା। ତେଣୁ ଶାଉଲ ତାଙ୍କର ନିଜର ଖଣ୍ତା ବାହାର କଲେ ଓ ନିଜେ ନିଜକୁ ହତ୍ୟା କଲେ।