ଯିରିମୀୟ 38:22 - ପବିତ୍ର ବାଇବଲ22 ଦେଖନ୍ତୁ, ଯିହୁଦାର ରାଜଗୃହରେ ଯେତେ ସ୍ତ୍ରୀଲୋକ ଅବଶିଷ୍ଟ ଅଛନ୍ତି, ସେ ସମସ୍ତେ ବାବିଲ ରାଜାର ଅଧିପତିମାନଙ୍କ ନିକଟକୁ ଅଣାଯିବେ, ଆଉ ଏହି ସ୍ତ୍ରୀମାନେ କହିବେ, ‘ତୁମ୍ଭର ବନ୍ଧୁମାନେ ତୁମ୍ଭକୁ ପ୍ରବର୍ତ୍ତାଇ ତୁମ୍ଭକୁ ପରାସ୍ତ କରିଅଛନ୍ତି, ଆଉ ଏବେ ତୁମ୍ଭର ପାଦ ପଙ୍କରେ ନିମଗ୍ନ ହେବାରୁ ସେମାନେ ତୁମ୍ଭଠାରୁ ବିମୁଖ ହୋଇଅଛନ୍ତି।’ Gade chapit laପବିତ୍ର ବାଇବଲ (Re-edited) - (BSI)22 ଦେଖନ୍ତୁ, ଯେତେ ସ୍ତ୍ରୀଲୋକ ଯିହୁଦାର ରାଜଗୃହରେ ଅବଶିଷ୍ଟ ଅଛନ୍ତି, ସେସମସ୍ତେ ବାବିଲ ରାଜାର ଅଧିପତିମାନଙ୍କ ନିକଟକୁ ଅଣାଯିବେ, ଆଉ ସେହି ସ୍ତ୍ରୀମାନେ କହିବେ, ତୁମ୍ଭର ସୁହୃଦ୍ମାନେ ତୁମ୍ଭକୁ ପ୍ରବର୍ତ୍ତାଇ ତୁମ୍ଭକୁ ପରାସ୍ତ କରିଅଛନ୍ତି; ଆଉ, ଏବେ ତୁମ୍ଭର ପାଦ ପଙ୍କରେ ମଗ୍ନ ହେବାରୁ ସେମାନେ ତୁମ୍ଭଠାରୁ ବିମୁଖ ହୋଇଅଛନ୍ତି। Gade chapit laଓଡିଆ ବାଇବେଲ22 ଦେଖନ୍ତୁ, ଯେତେ ସ୍ତ୍ରୀଲୋକ ଯିହୁଦାର ରାଜଗୃହରେ ଅବଶିଷ୍ଟ ଅଛନ୍ତି, ସେମାନେ ସମସ୍ତେ ବାବିଲ ରାଜାର ଅଧିପତିମାନଙ୍କ ନିକଟକୁ ଅଣାଯିବେ, ଆଉ ସେହି ସ୍ତ୍ରୀମାନେ କହିବେ, ‘ତୁମ୍ଭର ସୁହୃଦ୍ମାନେ ତୁମ୍ଭକୁ ପ୍ରବର୍ତ୍ତାଇ ତୁମ୍ଭକୁ ପରାସ୍ତ କରିଅଛନ୍ତି; ଆଉ, ଏବେ ତୁମ୍ଭର ପାଦ ପଙ୍କରେ ମଗ୍ନ ହେବାରୁ ସେମାନେ ତୁମ୍ଭଠାରୁ ବିମୁଖ ହୋଇଅଛନ୍ତି।’ Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT22 ଦେଖନ୍ତୁ, ଯେତେ ସ୍ତ୍ରୀଲୋକ ଯିହୁଦାର ରାଜଗୃହରେ ଅବଶିଷ୍ଟ ଅଛନ୍ତି, ସେମାନେ ସମସ୍ତେ ବାବିଲ ରାଜାର ଅଧିପତିମାନଙ୍କ ନିକଟକୁ ଅଣାଯିବେ, ଆଉ ସେହି ସ୍ତ୍ରୀମାନେ କହିବେ, ‘ତୁମ୍ଭର ସୁହୃଦମାନେ ତୁମ୍ଭକୁ ପ୍ରବର୍ତ୍ତାଇ ତୁମ୍ଭକୁ ପରାସ୍ତ କରିଅଛନ୍ତି; ଆଉ, ଏବେ ତୁମ୍ଭର ପାଦ ପଙ୍କରେ ମଗ୍ନ ହେବାରୁ ସେମାନେ ତୁମ୍ଭଠାରୁ ବିମୁଖ ହୋଇଅଛନ୍ତି।’ Gade chapit la |
ଏହା ପରେ ଇଶ୍ମାୟେଲ, ମିସ୍ପାରେ ଅବଶିଷ୍ଟ ଥିବା ସମସ୍ତ ଲୋକଙ୍କୁ ଅର୍ଥାତ୍ ସମସ୍ତ ରାଜକନ୍ୟାଗଣଙ୍କୁ ଓ ମିସ୍ପାରେ ଅବଶିଷ୍ଟ ଥିବା ଯେଉଁସବୁ ଲୋକଙ୍କୁ ପ୍ରହରୀବର୍ଗର ସେନାପତି ନବୂଷରଦନ୍ ଅହୀକାମର ପୁତ୍ର ଗଦଲିୟ ହସ୍ତରେ ସମର୍ପଣ କରିଥିଲା, ସେମାନଙ୍କୁ ବନ୍ଦୀକରି ନେଇଗଲା। ସେ ସେମାନଙ୍କୁ ବନ୍ଦୀକରି ଅମ୍ମୋନ ସନ୍ତାନଗଣର ନିକଟକୁ ଯିବା ପାଇଁ ପ୍ରସ୍ଥାନ କଲା।
ମୁଁ ବହୁବାର ଅପବାଦ ଶୁଣିଅଛି। ମୋର ଚତୁର୍ଦ୍ଦିଗରେ ଆଶଙ୍କା ଅଛି। ଏପରିକି ମୋର ମିତ୍ରମାନେ ମଧ୍ୟ ମୋର ଦୋଷ ଦେଖନ୍ତି ଓ ଲୋକମାନେ ମୋର ତ୍ରୁଟିକୁ ଅପେକ୍ଷା କରନ୍ତି। ସେମାନେ ଅଭିଯୋଗ କରି କହନ୍ତି, “ଆମ୍ଭେମାନେ ଯିରିମିୟଙ୍କ ବିରୁଦ୍ଧରେ ମିଥ୍ୟା ଓ ମନ୍ଦକଥା କହିବା, ତୁମ୍ଭେମାନେ ମଧ୍ୟ ତାହା କହିବ। ତାହାହେଲେ ଆମ୍ଭେମାନେ ତାକୁ ପରାସ୍ତ କରିବା ଓ ତା’ ଉପରେ ପ୍ରତିଶୋଧ ନେଇପାରିବା।”