Biblia Todo Logo
Bib sou entènèt

- Piblisite -




ଯିରିମୀୟ 38:24 - ପବିତ୍ର ବାଇବଲ

24 ତା'ପରେ ସିଦିକିୟ ଯିରିମିୟଙ୍କୁ କହିଲେ, “ମୋର ତୁମ୍ଭ ସହିତ କଥା ହେବା କେହି ନ ଜାଣୁ। ତହିଁରେ ତୁମ୍ଭେ ମରିବ ନାହିଁ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

24 ଏଥିରେ ସିଦିକୀୟ ଯିରିମୀୟଙ୍କୁ କହିଲା, ଏସବୁ କଥା କେହି ନ ଜାଣୁ, ତହିଁରେ ତୁମ୍ଭେ ମରିବ ନାହିଁ।

Gade chapit la Kopi

ଓଡିଆ ବାଇବେଲ

24 ଏଥିରେ ସିଦିକୀୟ ଯିରିମୀୟଙ୍କୁ କହିଲା, “ଏସବୁ କଥା କେହି ନ ଜାଣୁ, ତହିଁରେ ତୁମ୍ଭେ ମରିବ ନାହିଁ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

24 ଏଥିରେ ସିଦିକୀୟ ଯିରିମୀୟଙ୍କୁ କହିଲା, “ଏସବୁ କଥା କେହି ନ ଜାଣୁ, ତହିଁରେ ତୁମ୍ଭେ ମରିବ ନାହିଁ।

Gade chapit la Kopi




ଯିରିମୀୟ 38:24
3 Referans Kwoze  

“ପୁଣି ଲୋକମାନେ ତୁମ୍ଭ ସ୍ତ୍ରୀ ଓ ସନ୍ତାନମାନଙ୍କୁ ଆଣି କ‌‌ଲ୍‌‌ଦୀୟମାନଙ୍କୁ ଦେବେ। ଆଉ ତୁମ୍ଭେ ମଧ୍ୟ ସେମାନଙ୍କ ହସ୍ତରୁ ରକ୍ଷା ପାଇବ ନାହିଁ। ବାବିଲ ରାଜାର ହସ୍ତରେ ଧରାଯିବ। ଆଉ ସେମାନେ ଏହି ନଗରକୁ ଅଗ୍ନିରେ ଦ‌ଗ୍‌ଧ କରିବେ।”


ଆଉ ମୁଁ ତୁମ୍ଭ ସହିତ କଥା ହୋଇଛି ବୋଲି ଯଦି ଅଧିପତିମାନେ ଜାଣନ୍ତି, ତେବେ ସେମାନେ ତୁମ୍ଭକୁ କହିବେ, ‘ତୁମ୍ଭେ ରାଜାଙ୍କ ସହିତ ଯାହା ଆଲୋଚନା କରିଛ କିଛି ନ ଲୁଗ୍ଭଇ ତାହା ଆମ୍ଭମାନଙ୍କୁ ଜଣାଅ, ଆଉ ରାଜା ତୁମ୍ଭକୁ କ’ଣ ସବୁ କହିଛନ୍ତି, ତାହା ଠିକ୍ ଭାବରେ ପ୍ରକାଶ କର। ତାହାହେଲେ ଆମ୍ଭେମାନେ ତୁମ୍ଭକୁ ବଧ କରିବୁ ନାହିଁ।’


ତାହାପରେ ସିଦିକିୟ ରାଜା ଲୋକ ପଠାଇ ତାହାକୁ ଅଣାଇଲା। ଆଉ ରାଜା ନିଜ ଗୃହରେ ଗୋପନରେ ତାଙ୍କୁ ପଗ୍ଭରିଲେ, “ସଦାପ୍ରଭୁଙ୍କ ନିକଟରୁ କୌଣସି ବାକ୍ୟ ଆସିଅଛି କି?” ଯିରିମିୟ ଉତ୍ତର କଲେ, “ହଁ, ସଦାପ୍ରଭୁଙ୍କଠାରୁ ବାର୍ତ୍ତା ଆସିଅଛି। ଆଉ ତୁମ୍ଭେ ବାବିଲ ରାଜା ହସ୍ତରେ ସମର୍ପିତ ହେବ।”


Swiv nou:

Piblisite


Piblisite