ଯିରିମୀୟ 38:26 - ପବିତ୍ର ବାଇବଲ26 ସେହି ସମୟରେ ତୁମ୍ଭେ ସେମାନଙ୍କୁ କହିବ, ‘ମୋତେ ଯୋନାଥନ ଗୃହକୁ ନ ପଠାଇବା ପାଇଁ ମୁଁ ରାଜାଙ୍କ ନିକଟରେ ଅନୁନୟ କଲି। ତା’ ନ ହେଲେ ମୁଁ ସେଠାରେ ମରିଯିବି।’” Gade chapit laପବିତ୍ର ବାଇବଲ (Re-edited) - (BSI)26 ସେତେବେଳେ ତୁମ୍ଭେ ସେମାନଙ୍କୁ କହିବ, ମୋତେ ଯୋନାଥନ ଗୃହରେ ମରିବା ପାଇଁ ରାଜା ଯେପରି ଫେରି ନ ପଠାନ୍ତି, ଏଥିପାଇଁ ମୁଁ ତାଙ୍କ ଛାମୁରେ ନିବେଦନ କଲି। Gade chapit laଓଡିଆ ବାଇବେଲ26 ସେତେବେଳେ ତୁମ୍ଭେ ସେମାନଙ୍କୁ କହିବ, ‘ମୋତେ ଯୋନାଥନ ଗୃହରେ ମରିବା ପାଇଁ ରାଜା ଯେପରି ଫେରି ନ ପଠାନ୍ତି,ଏଥିପାଇଁ ମୁଁ ତାଙ୍କ ଛାମୁରେ ନିବେଦନ କଲି।’” Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT26 ସେତେବେଳେ ତୁମ୍ଭେ ସେମାନଙ୍କୁ କହିବ, ‘ମୋତେ ଯୋନାଥନ ଗୃହରେ ମରିବା ପାଇଁ ରାଜା ଯେପରି ଫେରି ନ ପଠାନ୍ତି, ଏଥିପାଇଁ ମୁଁ ତାଙ୍କ ଛାମୁରେ ନିବେଦନ କଲି।’” Gade chapit la |