Biblia Todo Logo
Bib sou entènèt

- Piblisite -




ଯିରିମୀୟ 38:3 - ପବିତ୍ର ବାଇବଲ

3 ଆଉ ମଧ୍ୟ ସଦାପ୍ରଭୁ ଏହି କଥା କହନ୍ତି, ‘ଏହି ନଗର ନିଶ୍ଚୟ ବାବିଲ ରାଜାଙ୍କ ସୈନ୍ୟ ହସ୍ତରେ ସମର୍ପିତ ହେବ ଓ ସେମାନେ ତାହାକୁ ଅଧିକାର କରିବେ।”

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

3 ସଦାପ୍ରଭୁ ଏହି କଥା କହନ୍ତି,ଏହି ନଗର ବାବିଲ ରାଜାର ସୈନ୍ୟ ହସ୍ତରେ ନିଶ୍ଚୟ ସମର୍ପିତ ହେବ ଓ ସେ ତାହା ହସ୍ତଗତ କରିବ।

Gade chapit la Kopi

ଓଡିଆ ବାଇବେଲ

3 ସଦାପ୍ରଭୁ ଏହି କଥା କହନ୍ତି, “ଏହି ନଗର ବାବିଲ ରାଜାର ସୈନ୍ୟ ହସ୍ତରେ ନିଶ୍ଚୟ ସମର୍ପିତ ହେବ ଓ ସେ ତାହା ହସ୍ତଗତ କରିବ।”

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

3 ସଦାପ୍ରଭୁ ଏହି କଥା କହନ୍ତି, “ଏହି ନଗର ବାବିଲ ରାଜାର ସୈନ୍ୟ ହସ୍ତରେ ନିଶ୍ଚୟ ସମର୍ପିତ ହେବ ଓ ସେ ତାହା ହସ୍ତଗତ କରିବ।”

Gade chapit la Kopi




ଯିରିମୀୟ 38:3
7 Referans Kwoze  

ପୁଣି ସଦାପ୍ରଭୁ କହନ୍ତି “‘ମଙ୍ଗଳ ପାଇଁ ନୁହେଁ, ଅମଙ୍ଗଳ ଘଟାଇବା ପାଇଁ ଆମ୍ଭେ ସ୍ଥିର କରିଅଛୁ। ଏହି ନଗରକୁ ଆମ୍ଭେ ବାବିଲ ରାଜା ହସ୍ତରେ ଅର୍ପଣ କରିବା ଓ ସେ ଏହାକୁ ଅଗ୍ନିରେ ଦ‌ଗ୍‌ଧ କରିବ।’”


‘ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର ଏହି କଥା କହନ୍ତି, ‘ତୁମ୍ଭେମାନେ ଆପଣା ହସ୍ତସ୍ଥିତ ଯେଉଁସବୁ ଯୁଦ୍ଧାସ୍ତ୍ର ଦ୍ୱାରା ବାବିଲର ରାଜା ଓ ତୁମ୍ଭ ଅବରୋଧକାରୀ କ‌‌ଲ୍‌‌ଦୀୟମାନଙ୍କ ସହିତ ପ୍ରାଚୀର ବାହାରେ ଯୁଦ୍ଧ କରୁଅଛ, ସେ ସବୁ ଅସ୍ତ୍ରକୁ ଆମ୍ଭେ ନିଷ୍ଫଳ କରାଇବା। “‘ଖୁବ୍ ଶୀଘ୍ର ପ୍ରାଚୀର ବାହାରେ ଥିବା ଶତ୍ରୁଗଣଙ୍କୁ ଯିରୁଶାଲମ ମଧ୍ୟରେ ପ୍ରବେଶ କରାଇବା।


ତୁମ୍ଭ ସହିତ ବାବିଲକୁ ବନ୍ଦୀ ହୋଇ ଆସି ନ ଥିବା ତୁମ୍ଭମାନଙ୍କ ଭ୍ରାତୃଗଣ ବିଷୟରେ ଓ ଦାଉଦର ସିଂହାସନରେ ଉପବିଷ୍ଟ ରାଜା ବିଷୟରେ ସଦାପ୍ରଭୁ ଏହି କଥା କହନ୍ତି।


ଆଉ ଯଦି ତୁମ୍ଭେ ବାହାରି ବାବିଲ ରାଜାଙ୍କ ଅଧିପତିମାନଙ୍କ ଅଧୀନତା ସ୍ୱୀକାର ନ କରିବ, ତେବେ ଏହି ନଗର କ‌‌ଲ୍‌‌ଦୀୟମାନଙ୍କ ହସ୍ତରେ ସମର୍ପିତ ହେବ ଓ ସେମାନେ ଅଗ୍ନିରେ ଏହାକୁ ଦ‌ଗ୍‌ଧ କରିବେ। ଆଉ ତୁମ୍ଭେ ସେମାନଙ୍କ ହସ୍ତରୁ ରକ୍ଷା ପାଇବ ନାହିଁ।’”


ଏବଂ ସେହି ଲୋକମାନେ, ଯେଉଁମାନେ ଏହି ନଗର ମଧ୍ୟରେ ରହିବେ, ସେମାନେ ମରିବେ। ସେମାନେ ‌‌ଖ‌ଡ଼୍‌ଗ, ଦୁର୍ଭିକ୍ଷ ଓ ମହାମାରୀରେ ମରିବେ। ମାତ୍ର ସେହି ଲୋକମାନେ ଯେଉଁମାନେ ଆକ୍ରମଣ କରୁଥିବା କ‌‌ଲ୍‌‌ଦୀୟମାନଙ୍କର ପକ୍ଷ ନିଅନ୍ତି, ସେମାନେ ବଞ୍ଚିବେ ଓ ସେମାନେ ସେହିମାନଙ୍କର ଜୀବନକୁ ସତେ ଯେପରି ଖଣ୍ଡେ ଲୁଣ୍ଠିତ ବସ୍ତୁ ତୁଲ୍ୟ ରକ୍ଷା କରିବେ।


ପୁଣି କ‌‌ଲ୍‌‌ଦୀୟମାନେ ପୁନର୍ବାର ଆସି ଏହି ନଗର ବିରୁଦ୍ଧରେ ଯୁଦ୍ଧ କରିବେ ଓ ସେମାନେ ତାହାକୁ ଅଧିକାର କରି ଅଗ୍ନିରେ ଦ‌ଗ୍‌ଧ କରିବେ।’


Swiv nou:

Piblisite


Piblisite