ଯିରିମୀୟ 39:18 - ପବିତ୍ର ବାଇବଲ18 ଆଉ ହେ ଏବଦ୍-ମେଲକ, ଆମ୍ଭେ ତୁମ୍ଭକୁ ନିଶ୍ଚୟ ରକ୍ଷା କରିବା। ତୁମ୍ଭେ ଖଡ଼୍ଗରେ ନିହତ ହେବ ନାହିଁ। ମାତ୍ର ତୁମ୍ଭେ ରକ୍ଷା ପାଇବ ଓ ବଞ୍ଚିବ। ଯେହେତୁ ତୁମ୍ଭେ ଆମ୍ଭଠାରେ ବିଶ୍ୱାସ ରଖିଛ।’” ଏହି ବାକ୍ୟ ସଦାପ୍ରଭୁଙ୍କଠାରୁ ଆସିଥିଲା। Gade chapit laପବିତ୍ର ବାଇବଲ (Re-edited) - (BSI)18 କାରଣ ଆମ୍ଭେ ନିଶ୍ଚୟ ତୁମ୍ଭକୁ ରକ୍ଷା କରିବା, ତୁମ୍ଭେ ଖଡ଼୍ଗରେ ପତିତ ହେବ ନାହିଁ, ମାତ୍ର ତୁମ୍ଭ ପ୍ରାଣ ତୁମ୍ଭ ପ୍ରତି ଲୁଟିତ ଦ୍ରବ୍ୟ ସ୍ଵରୂପ ହେବ: ଯେହେତୁ ତୁମ୍ଭେ ଆମ୍ଭଠାରେ ବିଶ୍ଵାସ କରିଅଛ, ଏହା ସଦାପ୍ରଭୁ କହନ୍ତି। Gade chapit laଓଡିଆ ବାଇବେଲ18 କାରଣ ଆମ୍ଭେ ନିଶ୍ଚୟ ତୁମ୍ଭକୁ ରକ୍ଷା କରିବା, ତୁମ୍ଭେ ଖଡ୍ଗରେ ପତିତ ହେବ ନାହିଁ, ମାତ୍ର ତୁମ୍ଭ ପ୍ରାଣ ତୁମ୍ଭ ପ୍ରତି ଲୁଟିତ ଦ୍ରବ୍ୟ ସ୍ୱରୂପ ହେବ: ଯେହେତୁ ତୁମ୍ଭେ ଆମ୍ଭଠାରେ ବିଶ୍ୱାସ କରିଅଛ,’ ଏହା ସଦାପ୍ରଭୁ କହନ୍ତି।” Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT18 କାରଣ ଆମ୍ଭେ ନିଶ୍ଚୟ ତୁମ୍ଭକୁ ରକ୍ଷା କରିବା, ତୁମ୍ଭେ ଖଡ୍ଗରେ ପତିତ ହେବ ନାହିଁ, ମାତ୍ର ତୁମ୍ଭ ପ୍ରାଣ ତୁମ୍ଭ ପ୍ରତି ଲୁଟିତ ଦ୍ରବ୍ୟ ସ୍ୱରୂପ ହେବ: ଯେହେତୁ ତୁମ୍ଭେ ଆମ୍ଭଠାରେ ବିଶ୍ୱାସ କରିଅଛ, ଏହା ସଦାପ୍ରଭୁ କହନ୍ତି।’” Gade chapit la |
ମନଃଶି, ରୁବେନ୍ ଓ ଗାଦ୍ ଗୋଷ୍ଠୀୟର ଏହି ଲୋକମାନେ ଯୁଦ୍ଧ କ୍ଷେତ୍ରରେ ପରମେଶ୍ୱରଙ୍କ ନିକଟରେ ପ୍ରାର୍ଥନା କଲେ। ପରମେଶ୍ୱର ସେମାନଙ୍କୁ ଯେପରି ସାହାଯ୍ୟ କରନ୍ତି, ଏଥିନିମନ୍ତେ ସେମାନେ ତାଙ୍କ ନିକଟରେ ବିନତି କଲେ। କାରଣ ସେମାନେ ତାଙ୍କଠାରେ ବିଶ୍ୱାସ କରୁଥିଲେ। ତେଣୁ ପରମେଶ୍ୱର ସେମାନଙ୍କୁ ସାହାଯ୍ୟ କଲେ। ହାଗରୀୟ ଲୋକମାନଙ୍କୁ ପରାସ୍ତ କରିବାକୁ ପରମେଶ୍ୱର ସେମାନଙ୍କୁ ଅନୁମତି ଦେଲେ। ଆହୁରି ମଧ୍ୟ ସେମାନେ ହାଗରୀୟ ଲୋକମାନଙ୍କ ସହିତରେ ଥିବା ଅନ୍ୟ ଲୋକମାନଙ୍କୁ ମଧ୍ୟ ପରାସ୍ତ କଲେ।