ଯିରିମୀୟ 39:5 - ପବିତ୍ର ବାଇବଲ5 ମାତ୍ର କଲ୍ଦୀୟମାନଙ୍କର ସୈନ୍ୟ ସେମାନଙ୍କ ପଛେ ପଛେ ଗୋଡ଼ାଇ ଯିରୀହୋ ପଦାରେ ସିଦିକିୟ ନିକଟରେ ପହଞ୍ଚିଲେ। ସେମାନଙ୍କୁ ଧରି ହମାତ୍ ଦେଶସ୍ଥ ରିବ୍ଲାରେ ବାବିଲର ରାଜା ନବୂଖଦ୍ନିତ୍ସର ନିକଟକୁ ଆଣିଲେ, ତହୁଁ ସେ ତାହାର ଦଣ୍ଡ ବ୍ୟବସ୍ଥା କଲେ। Gade chapit laପବିତ୍ର ବାଇବଲ (Re-edited) - (BSI)5 ମାତ୍ର କଲ୍ଦୀୟମାନଙ୍କ ସୈନ୍ୟ ସେମାନଙ୍କ ପଛେ ଗୋଡ଼ାଇ ଯିରୀହୋ-ପଦାରେ ସିଦିକୀୟ ନିକଟରେ ପହଞ୍ଚିଲେ ଓ ତାହାକୁ ଧରି ହମାତ୍ ଦେଶସ୍ଥ ରିବ୍ଲାରେ ବାବିଲର ରାଜା ନବୂଖଦ୍ନିତ୍ସର ନିକଟକୁ ଆଣିଲେ, ତହିଁରେ ସେ ତାହାର ଦଣ୍ତାଜ୍ଞା ଦେଲା। Gade chapit laଓଡିଆ ବାଇବେଲ5 ମାତ୍ର କଲ୍ଦୀୟମାନଙ୍କ ସୈନ୍ୟ ସେମାନଙ୍କ ପଛେ ଗୋଡ଼ାଇ ଯିରୀହୋ ପଦାରେ ସିଦିକୀୟ ନିକଟରେ ପହଞ୍ଚିଲେ ଓ ତାହାକୁ ଧରି ହମାତ୍ ଦେଶସ୍ଥ ରିବ୍ଲାରେ ବାବିଲର ରାଜା ନବୂଖଦ୍ନିତ୍ସର ନିକଟକୁ ଆଣିଲେ, ତହିଁରେ ସେ ତାହାର ଦଣ୍ଡାଜ୍ଞା ଦେଲା। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT5 ମାତ୍ର କଲ୍ଦୀୟମାନଙ୍କ ସୈନ୍ୟ ସେମାନଙ୍କ ପଛେ ଗୋଡ଼ାଇ ଯିରୀହୋ ପଦାରେ ସିଦିକୀୟ ନିକଟରେ ପହଞ୍ଚିଲେ ଓ ତାହାକୁ ଧରି ହମାତ୍ ଦେଶସ୍ଥ ରିବ୍ଲାରେ ବାବିଲର ରାଜା ନବୂଖଦ୍ନିତ୍ସର ନିକଟକୁ ଆଣିଲେ, ତହିଁରେ ସେ ତାହାର ଦଣ୍ଡାଜ୍ଞା ଦେଲା। Gade chapit la |
ଏସବୁ ଘଟିଲା ପରେ’” ସଦାପ୍ରଭୁ କହନ୍ତି, “‘ଆମ୍ଭେ ଯିହୁଦା ରାଜା ସିଦିକିୟଙ୍କୁ, ତାହାର ଦାସଗଣଙ୍କୁ ଓ ତାହାର ଲୋକମାନଙ୍କୁ ଯେଉଁମାନେ ମହାମାରୀ, ଖଡ଼୍ଗ ଓ ଦୁର୍ଭିକ୍ଷରୁ ଅବଶିଷ୍ଟ ରହିବେ, ସେମାନଙ୍କୁ ବାବିଲର ରାଜା ନବୂଖଦ୍ନିତ୍ସରଙ୍କ ହସ୍ତରେ, ସେମାନଙ୍କ ଶତ୍ରୁଗଣ ହସ୍ତରେ ଓ ସେମାନଙ୍କ ପ୍ରାଣନାଶକାରୀଙ୍କ ହସ୍ତରେ ସମର୍ପଣ କରିବା। ଆଉ ସେମାନେ ସେମାନଙ୍କୁ ଦୟା, କରୁଣା ଓ କ୍ଷମା ନ କରି ଖଡ଼୍ଗରେ ବଧ କରିବେ।’