ଯିରିମୀୟ 4:29 - ପବିତ୍ର ବାଇବଲ29 ଅଶ୍ୱାରୋହୀ ଓ ଧନୁର୍ଦ୍ଧାରୀଙ୍କ ଶବ୍ଦରେ ସମଗ୍ର ନଗରବାସୀ ଭୟରେ ପଳାୟନ କରିବେ। କେତେକ ଗୁମ୍ଫା ମଧ୍ୟରେ ଲୁଚିବେ, କେତେକ ନିବିଡ଼ ଅରଣ୍ୟର ବୁଦା ମଧ୍ୟରେ ଲୁଚିବେ ଓ ଅନ୍ୟ କେତେକ ଶୈଳ ଉପରେ ଚଢ଼ିବେ। ଯିହୁଦାର ସମସ୍ତ ନଗର ପରିତ୍ୟକ୍ତ ହୋଇ ଜନଶୂନ୍ୟ ହେବ। Gade chapit laପବିତ୍ର ବାଇବଲ (Re-edited) - (BSI)29 ଅଶ୍ଵାରୋହୀ ଓ ଧନୁର୍ଦ୍ଧାରୀମାନଙ୍କ ରବ ସକାଶୁ ସମୁଦାୟ ନଗର ପଳାୟନ କରେ; ସେମାନେ ନିବିଡ଼ ବନକୁ ଯାଆନ୍ତି ଓ ଶୈଳ ଉପରେ ଚଢ଼ନ୍ତି; ପ୍ରତ୍ୟେକ ନଗର ତ୍ୟକ୍ତ ହୋଇଅଛି ଓ ତହିଁ ମଧ୍ୟରେ ଜଣେ ମନୁଷ୍ୟ ସୁଦ୍ଧା ବାସ କରେ ନାହିଁ। Gade chapit laଓଡିଆ ବାଇବେଲ29 ଅଶ୍ୱାରୋହୀ ଓ ଧନୁର୍ଦ୍ଧାରୀମାନଙ୍କ ରବ ସକାଶୁ ସମୁଦାୟ ନଗର ପଳାୟନ କରେ; ସେମାନେ ନିବିଡ଼ ବନକୁ ଯାଆନ୍ତି ଓ ଶୈଳ ଉପରେ ଚଢ଼ନ୍ତି; ପ୍ରତ୍ୟେକ ନଗର ତ୍ୟକ୍ତ ହୋଇଅଛି ଓ ତହିଁ ମଧ୍ୟରେ ଜଣେ ମନୁଷ୍ୟ ସୁଦ୍ଧା ବାସ କରେ ନାହିଁ। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT29 ଅଶ୍ୱାରୋହୀ ଓ ଧନୁର୍ଦ୍ଧାରୀମାନଙ୍କ ରବ ସକାଶୁ ସମୁଦାୟ ନଗର ପଳାୟନ କରେ; ସେମାନେ ନିବିଡ଼ ବନକୁ ଯାଆନ୍ତି ଓ ଶୈଳ ଉପରେ ଚଢ଼ନ୍ତି; ପ୍ରତ୍ୟେକ ନଗର ତ୍ୟକ୍ତ ହୋଇଅଛି ଓ ତହିଁ ମଧ୍ୟରେ ଜଣେ ମନୁଷ୍ୟ ସୁଦ୍ଧା ବାସ କରେ ନାହିଁ। Gade chapit la |
ସେ କହିଲେ, ମୁଁ ମୋର ପ୍ରଭୁଙ୍କୁ ଯଜ୍ଞବେଦି ଉପରେ ଦଣ୍ଡାୟମାନ ହେବାର ଦେଖିଲି। ସେ କହିଲେ, “ସ୍ତମ୍ଭର ଅଗ୍ରଭାଗକୁ ଆଘାତ କର ଯେପରିକି ଅଟ୍ଟାଳିକାର ଦ୍ୱାର ଦେଶ ଥରି ଉଠିବ। ସ୍ତମ୍ଭଟିକୁ ଲୋକମାନଙ୍କ ମୁଣ୍ତ ଉପରେ ପକାଅ। ଯଦି ଏଥିରୁ କେହି ବଞ୍ଚିବ ଆମ୍ଭେ ତାକୁ ଖଡ଼୍ଗରେ ଚ୍ଛେଦନ କରିବା। ଦୌଡ଼ି ଯାଇଥିବା ଲୋକ ମଧ୍ୟ ରକ୍ଷା ପାଇବ ନାହିଁ। ଜଣେ ହେଲେ ବଞ୍ଚିବେ ନାହିଁ।