ଯିରିମୀୟ 40:2 - ପବିତ୍ର ବାଇବଲ2 ସେତେବେଳେ ପ୍ରହରୀବର୍ଗର ସେନାପତି, “ଯିରିମିୟଙ୍କୁ କହିଲା, ସଦାପ୍ରଭୁ ତୁମ୍ଭ ପରମେଶ୍ୱର ଏହି ସ୍ଥାନ ବିଷୟରେ ଏହି ଅମଙ୍ଗଳକର କଥା କହିଥିଲେ। Gade chapit laପବିତ୍ର ବାଇବଲ (Re-edited) - (BSI)2 ପ୍ରହରୀବର୍ଗର ସେନାପତି ଯିରିମୀୟଙ୍କୁ ନେଇ କହିଲା, ସଦାପ୍ରଭୁ ତୁମ୍ଭ ପରମେଶ୍ଵର ଏହି ସ୍ଥାନ ବିଷୟରେ ଏହି ଅମଙ୍ଗଳର କଥା କହିଥିଲେ : Gade chapit laଓଡିଆ ବାଇବେଲ2 ପ୍ରହରୀବର୍ଗର ସେନାପତି ଯିରିମୀୟଙ୍କୁ ନେଇ କହିଲା, “ସଦାପ୍ରଭୁ ତୁମ୍ଭ ପରମେଶ୍ୱର ଏହି ସ୍ଥାନ ବିଷୟରେ ଏହି ଅମଙ୍ଗଳର କଥା କହିଥିଲେ : Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT2 ପ୍ରହରୀବର୍ଗର ସେନାପତି ଯିରିମୀୟଙ୍କୁ ନେଇ କହିଲା, “ସଦାପ୍ରଭୁ ତୁମ୍ଭ ପରମେଶ୍ୱର ଏହି ସ୍ଥାନ ବିଷୟରେ ଏହି ଅମଙ୍ଗଳର କଥା କହିଥିଲେ: Gade chapit la |
ସେହି ସମୟରେ, ସେମାନଙ୍କ ଉପରେ ଆମ୍ଭର କ୍ରୋଧ ହେବ। ତେଣୁ ଆମ୍ଭେ ସେମାନଙ୍କୁ ତ୍ୟାଗ କରିବା ଓ ଆମ୍ଭେ ସେମାନଙ୍କଠାରୁ ଆପଣା ମୁହଁ ବନ୍ଦ କରିବା। ତହିଁରେ ସେମାନଙ୍କ ପାଇଁ ଭୟଙ୍କର ଅବସ୍ଥାମାନ ହେବ, ଏବଂ ସେମାନେ ବହୁ ସମସ୍ୟାରେ ପଡ଼ିବେ। ତା'ପରେ ସେମାନେ କହିବେ, ‘ଏହିସବୁ ଅମଙ୍ଗଳ ଆମ୍ଭ ଉପରେ ଘଟିଛି କାରଣ ଆମ୍ଭମାନଙ୍କର ପରମେଶ୍ୱର ଆମ୍ଭମାନଙ୍କ ନିକଟରେ ନାହାନ୍ତି।’