ଯିରିମୀୟ 41:17 - ପବିତ୍ର ବାଇବଲ17-18 ଯୋହାନନ୍ ଓ ଅନ୍ୟ ସେନାପତିଗଣ କଲ୍ଦୀୟମାନଙ୍କୁ ଭୟ କଲେ। କାରଣ ଇଶ୍ମାୟେଲ ବାବିଲ ରାଜାଙ୍କ ଦ୍ୱାରା ନିଯୁକ୍ତ ଶାସନକର୍ତ୍ତା ଗଦଲିୟକୁ ହତ୍ୟା କରିଥିଲେ। ତେଣୁ ଯୋହାନନ୍ କଲ୍ଦୀୟମାନେ ରାଗିଥିବେ ବୋଲି ଭୟ କଲେ। ତେଣୁ ସେ ମିଶରକୁ ପଳାଇ ଯିବା ପୂର୍ବରୁ ବୈଥ୍ଲେହମ୍ ସହର ନିକଟସ୍ଥ ଗେରୁତ୍ତ୍ୱକିମହମରେ କିଛି ସମୟ ଅଟକି ଥିଲେ। Gade chapit laପବିତ୍ର ବାଇବଲ (Re-edited) - (BSI)17 ଆଉ, ସେମାନେ କଲ୍ଦୀୟମାନଙ୍କ ସକାଶୁ ମିସରରେ ପ୍ରବେଶ କରିବା ନିମନ୍ତେ ପ୍ରସ୍ଥାନ କରି ବେଥଲିହିମ ନିକଟସ୍ଥ ଗେରୁତ୍ତ୍ଵକିମହମରେ ବାସ କଲେ; Gade chapit laଓଡିଆ ବାଇବେଲ17 ଆଉ, ସେମାନେ କଲ୍ଦୀୟମାନଙ୍କ ସକାଶୁ ମିସରରେ ପ୍ରବେଶ କରିବା ନିମନ୍ତେ ପ୍ରସ୍ଥାନ କରି ବେଥଲିହିମ ନିକଟସ୍ଥ ଗେରୁତ୍ତ୍ୱ କିମ୍ହମ୍ରେ ବାସ କଲେ; Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT17 ଆଉ, ସେମାନେ କଲ୍ଦୀୟମାନଙ୍କ ସକାଶୁ ମିସରରେ ପ୍ରବେଶ କରିବା ନିମନ୍ତେ ପ୍ରସ୍ଥାନ କରି ବେଥଲିହିମ ନିକଟସ୍ଥ ଗେରୁତ୍ତ୍ୱ କିମ୍ହମ୍ରେ ବାସ କଲେ; Gade chapit la |