ଯିରିମୀୟ 41:7 - ପବିତ୍ର ବାଇବଲ7 ଯେତେବେଳେ ସେମାନେ ନଗରର ମଧ୍ୟସ୍ଥାନକୁ ଆସିଲେ, ଇଶ୍ମାୟେଲ ଓ ତା'ର ସଙ୍ଗୀମାନେ ସେମାନଙ୍କୁ ବଧ କଲେ ଏବଂ ସେମାନଙ୍କୁ ଏକ ଗାତ ମଧ୍ୟରେ ଫୋପାଡ଼ି ଦେଲେ। Gade chapit laପବିତ୍ର ବାଇବଲ (Re-edited) - (BSI)7 ଏଉତ୍ତାରେ ସେମାନେ ନଗରର ମଧ୍ୟସ୍ଥାନରେ ଉପସ୍ଥିତ ହୁଅନ୍ତେ, ନଥନୀୟର ପୁତ୍ର ଇଶ୍ମାୟେଲ ଓ ତାହାର ସଙ୍ଗୀ ପୁରୁଷମାନେ ସେମାନଙ୍କୁ ବଧ କରି କୂପରେ ପକାଇଦେଲେ। Gade chapit laଓଡିଆ ବାଇବେଲ7 ଏଉତ୍ତାରେ ସେମାନେ ନଗରର ମଧ୍ୟସ୍ଥାନରେ ଉପସ୍ଥିତ ହୁଅନ୍ତେ, ନଥନୀୟର ପୁତ୍ର ଇଶ୍ମାୟେଲ ଓ ତାହାର ସଙ୍ଗୀ ପୁରୁଷମାନେ ସେମାନଙ୍କୁ ବଧ କରି କୂପରେ ପକାଇଦେଲେ। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT7 ଏଉତ୍ତାରେ ସେମାନେ ନଗରର ମଧ୍ୟସ୍ଥାନରେ ଉପସ୍ଥିତ ହୁଅନ୍ତେ, ନଥନୀୟର ପୁତ୍ର ଇଶ୍ମାୟେଲ ଓ ତାହାର ସଙ୍ଗୀ ପୁରୁଷମାନେ ସେମାନଙ୍କୁ ବଧ କରି କୂପରେ ପକାଇଦେଲେ। Gade chapit la |