ଯିରିମୀୟ 42:16 - ପବିତ୍ର ବାଇବଲ16 ତୁମ୍ଭେମାନେ ଯେଉଁ ଖଡ଼୍ଗକୁ ଭୟ କରୁଛ ତାହା ତୁମ୍ଭମାନଙ୍କ ପଛେ ପଛେ ଯାଇ ମିଶରରେ ତୁମ୍ଭମାନଙ୍କୁ ଧରିବ ଓ ଯେଉଁ ଦୁର୍ଭିକ୍ଷ ବିଷୟରେ ତୁମ୍ଭେମାନେ ଭୟଭୀତ, ତାହା ମିଶର ଦେଶରେ ତୁମ୍ଭମାନଙ୍କ ପଛେ ପଛେ ଲାଗି ରହିବ ଓ ସେହିଠାରେ ତୁମ୍ଭେମାନେ ମରିବ। Gade chapit laପବିତ୍ର ବାଇବଲ (Re-edited) - (BSI)16 ତେବେ ଏହା ଘଟିବ ଯେ, ଯେଉଁ ଖଡ଼୍ଗକୁ ତୁମ୍ଭେମାନେ ଭୟ କରୁଅଛ, ତାହା ତୁମ୍ଭମାନଙ୍କର ପଛେ ଗୋଡ଼ାଇ ମିସରରେ ତୁମ୍ଭମାନଙ୍କୁ ଧରିବ ଓ ଯେଉଁ ଦୁର୍ଭିକ୍ଷ ବିଷୟରେ ତୁମ୍ଭେମାନେ ଭୀତ ହେଉଅଛ, ତାହା ମିସର ଦେଶରେ ତୁମ୍ଭମାନଙ୍କର ପଛେ ପଛେ ଲାଗି ରହିବ ଓ ସେଠାରେ ତୁମ୍ଭେମାନେ ମରିବ। Gade chapit laଓଡିଆ ବାଇବେଲ16 ତେବେ ଏହା ଘଟିବ ଯେ, ଯେଉଁ ଖଡ୍ଗକୁ ତୁମ୍ଭେମାନେ ଭୟ କରୁଅଛ, ତାହା ତୁମ୍ଭମାନଙ୍କର ପଛେ ଗୋଡ଼ାଇ ମିସରରେ ତୁମ୍ଭମାନଙ୍କୁ ଧରିବ ଓ ଯେଉଁ ଦୁର୍ଭିକ୍ଷ ବିଷୟରେ ତୁମ୍ଭେମାନେ ଭୀତ ହେଉଅଛ, ତାହା ମିସର ଦେଶରେ ତୁମ୍ଭମାନଙ୍କର ପଛେ ପଛେ ଲାଗି ରହିବ ଓ ସେଠାରେ ତୁମ୍ଭେମାନେ ମରିବ।’ Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT16 ତେବେ ଏହା ଘଟିବ ଯେ, ଯେଉଁ ଖଡ୍ଗକୁ ତୁମ୍ଭେମାନେ ଭୟ କରୁଅଛ, ତାହା ତୁମ୍ଭମାନଙ୍କର ପଛେ ଗୋଡ଼ାଇ ମିସରରେ ତୁମ୍ଭମାନଙ୍କୁ ଧରିବ ଓ ଯେଉଁ ଦୁର୍ଭିକ୍ଷ ବିଷୟରେ ତୁମ୍ଭେମାନେ ଭୀତ ହେଉଅଛ, ତାହା ମିସର ଦେଶରେ ତୁମ୍ଭମାନଙ୍କର ପଛେ ପଛେ ଲାଗି ରହିବ ଓ ସେଠାରେ ତୁମ୍ଭେମାନେ ମରିବ। Gade chapit la |
ଆମ୍ଭେ ଆପଣା ଭବିଷ୍ୟଦ୍ବକ୍ତାଗଣଙ୍କୁ, ଆମ୍ଭର ଆଜ୍ଞା ଓ ଶିକ୍ଷା ସମୂହ ବିଷୟରେ ପ୍ରଗ୍ଭର କରିବାକୁ ଆଦେଶ ଦେଇଥିଲୁ। ଏବଂ ତୁମ୍ଭର ପୂର୍ବପୁରୁଷଗଣ ଏହି ଆଦେଶ ଭାଙ୍ଗିବାରୁ ଶେଷରେ ଦଣ୍ତ ଦିଆଯାଇଥିଲା, କ’ଣ ସେମାନଙ୍କୁ ଦିଆଯାଇ ନ ଥିଲା? ତେଣୁ ତୁମ୍ଭର ପୂର୍ବପୁରୁଷଗଣ କହିଲେ, ‘ସର୍ବଶକ୍ତିମାନ୍ ସଦାପ୍ରଭୁ ଆମ୍ଭଙ୍କୁ ଆମ୍ଭର କୁପଥ ଏବଂ କୁକର୍ମ ପାଇଁ ଦଣ୍ତ ଦେଇଥିଲେ।’ ତେଣୁ ସେମାନେ ପରମେଶ୍ୱରଙ୍କ ନିକଟକୁ ଫେରି ଆସିଲେ।”