ଯିରିମୀୟ 42:19 - ପବିତ୍ର ବାଇବଲ19 “ହେ ଯିହୁଦାର ଅବଶିଷ୍ଟ ଲୋକେ, ସଦାପ୍ରଭୁ ତୁମ୍ଭମାନଙ୍କ ବିଷୟରେ ଏହିକଥା କହି ଅଛନ୍ତି, ‘ତୁମ୍ଭେମାନେ ମିଶରକୁ ଯାଅ ନାହିଁ।’ ମୁଁ ଆଜି ତୁମ୍ଭମାନଙ୍କୁ ଏହି ସାକ୍ଷ୍ୟ ଦେଲି, ଏହା ନିଶ୍ଚୟ ଜାଣ। Gade chapit laପବିତ୍ର ବାଇବଲ (Re-edited) - (BSI)19 ହେ ଯିହୁଦାର ଅବଶିଷ୍ଟ ଲୋକେ, ସଦାପ୍ରଭୁ ତୁମ୍ଭମାନଙ୍କ ବିଷୟରେ କହିଅଛନ୍ତି, ତୁମ୍ଭେମାନେ ମିସରକୁ ଯାଅ ନାହିଁ, ମୁଁ ଆଜି ତୁମ୍ଭମାନଙ୍କୁ ଏହି ସାକ୍ଷ୍ୟ ଦେଲି, ଏହା ନିଶ୍ଚୟ ଜାଣ। Gade chapit laଓଡିଆ ବାଇବେଲ19 ହେ ଯିହୁଦାର ଅବଶିଷ୍ଟ ଲୋକେ, ସଦାପ୍ରଭୁ ତୁମ୍ଭମାନଙ୍କ ବିଷୟରେ କହିଅଛନ୍ତି, ତୁମ୍ଭେମାନେ ମିସରକୁ ଯାଅ ନାହିଁ, ମୁଁ ଆଜି ତୁମ୍ଭମାନଙ୍କୁ ଏହି ସାକ୍ଷ୍ୟ ଦେଲି, ଏହା ନିଶ୍ଚୟ ଜାଣ। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT19 ହେ ଯିହୁଦାର ଅବଶିଷ୍ଟ ଲୋକେ, ସଦାପ୍ରଭୁ ତୁମ୍ଭମାନଙ୍କ ବିଷୟରେ କହିଅଛନ୍ତି, ‘ତୁମ୍ଭେମାନେ ମିସରକୁ ଯାଅ ନାହିଁ,’ ମୁଁ ଆଜି ତୁମ୍ଭମାନଙ୍କୁ ଏହି ସାକ୍ଷ୍ୟ ଦେଲି, ଏହା ନିଶ୍ଚୟ ଜାଣ। Gade chapit la |