ଯିରିମୀୟ 42:4 - ପବିତ୍ର ବାଇବଲ4 ତା'ପରେ ଯିରିମିୟ ଭବିଷ୍ୟଦ୍ବକ୍ତା ସେମାନଙ୍କୁ କହିଲେ, “ମୁଁ ତୁମ୍ଭମାନଙ୍କର କଥା ଶୁଣିଲି। ଆଉ ଦେଖ, ମୁଁ ତୁମ୍ଭମାନଙ୍କର କଥାନୁସାରେ, ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ୱରଙ୍କ ନିକଟରେ ପ୍ରାର୍ଥନା କରିବି ଓ ସଦାପ୍ରଭୁ ତୁମ୍ଭମାନଙ୍କୁ ଯାହାବି ଉତ୍ତର ଦେବେ, ତାହା ମୁଁ ତୁମ୍ଭମାନଙ୍କୁ ଜଣାଇବି। ମୁଁ କୌଣସି କଥା ତୁମ୍ଭମାନଙ୍କଠାରୁ ଗୋପନ ରଖିବି ନାହିଁ।” Gade chapit laପବିତ୍ର ବାଇବଲ (Re-edited) - (BSI)4 ସେତେବେଳେ ଯିରିମୀୟ ଭବିଷ୍ୟଦ୍ବକ୍ତା ସେମାନଙ୍କୁ କହିଲେ, ମୁଁ ତୁମ୍ଭମାନଙ୍କର କଥା ଶୁଣିଲି; ଦେଖ, ମୁଁ ତୁମ୍ଭମାନଙ୍କର କଥାନୁସାରେ ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ଵରଙ୍କ ନିକଟରେ ପ୍ରାର୍ଥନା କରିବି ଓ ସଦାପ୍ରଭୁ ତୁମ୍ଭମାନଙ୍କୁ ଯେକୌଣସି ଉତ୍ତର ଦେବେ, ତାହା ମୁଁ ତୁମ୍ଭମାନଙ୍କୁ ଜଣାଇବି; ମୁଁ କୌଣସି କଥା ତୁମ୍ଭମାନଙ୍କଠାରୁ ଗୋପନ କରିବି ନାହିଁ। Gade chapit laଓଡିଆ ବାଇବେଲ4 ସେତେବେଳେ ଯିରିମୀୟ ଭବିଷ୍ୟଦ୍ବକ୍ତା ସେମାନଙ୍କୁ କହିଲେ, “ମୁଁ ତୁମ୍ଭମାନଙ୍କର କଥା ଶୁଣିଲି; ଦେଖ, ମୁଁ ତୁମ୍ଭମାନଙ୍କର କଥାନୁସାରେ ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ୱରଙ୍କ ନିକଟରେ ପ୍ରାର୍ଥନା କରିବି ଓ ସଦାପ୍ରଭୁ ତୁମ୍ଭମାନଙ୍କୁ ଯେକୌଣସି ଉତ୍ତର ଦେବେ, ତାହା ମୁଁ ତୁମ୍ଭମାନଙ୍କୁ ଜଣାଇବି; ମୁଁ କୌଣସି କଥା ତୁମ୍ଭମାନଙ୍କଠାରୁ ଗୋପନ କରିବି ନାହିଁ।” Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT4 ସେତେବେଳେ ଯିରିମୀୟ ଭବିଷ୍ୟଦ୍ବକ୍ତା ସେମାନଙ୍କୁ କହିଲେ, “ମୁଁ ତୁମ୍ଭମାନଙ୍କର କଥା ଶୁଣିଲି; ଦେଖ, ମୁଁ ତୁମ୍ଭମାନଙ୍କର କଥାନୁସାରେ ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ୱରଙ୍କ ନିକଟରେ ପ୍ରାର୍ଥନା କରିବି ଓ ସଦାପ୍ରଭୁ ତୁମ୍ଭମାନଙ୍କୁ ଯେକୌଣସି ଉତ୍ତର ଦେବେ, ତାହା ମୁଁ ତୁମ୍ଭମାନଙ୍କୁ ଜଣାଇବି; ମୁଁ କୌଣସି କଥା ତୁମ୍ଭମାନଙ୍କଠାରୁ ଗୋପନ କରିବି ନାହିଁ।” Gade chapit la |