ଯିରିମୀୟ 42:9 - ପବିତ୍ର ବାଇବଲ9 “ତୁମ୍ଭେମାନେ ମୋତେ ଯେଉଁ ସଦାପ୍ରଭୁଙ୍କ ନିକଟକୁ ନିବେଦନ କରିବାକୁ ପଠାଇଥିଲ, ସେହି ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର ଏହି କଥା କହନ୍ତି, Gade chapit laପବିତ୍ର ବାଇବଲ (Re-edited) - (BSI)9 ତୁମ୍ଭେମାନେ ଯାହାଙ୍କ ନିକଟରେ ଆପଣାମାନଙ୍କର ନିବେଦନ ଜଣାଇବାକୁ ମୋତେ ପଠାଇଥିଲ, ସେହି ସଦାପ୍ରଭୁ ଇସ୍ରାଏଲର ପରମେଶ୍ଵର ଏହି କଥା କହନ୍ତି; Gade chapit laଓଡିଆ ବାଇବେଲ9 “ତୁମ୍ଭେମାନେ ଯାହାଙ୍କ ନିକଟରେ ଆପଣାମାନଙ୍କର ନିବେଦନ ଜଣାଇବାକୁ ମୋତେ ପଠାଇଥିଲ, ସେହି ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର ଏହି କଥା କହନ୍ତି; Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT9 “ତୁମ୍ଭେମାନେ ଯାହାଙ୍କ ନିକଟରେ ଆପଣାମାନଙ୍କର ନିବେଦନ ଜଣାଇବାକୁ ମୋତେ ପଠାଇଥିଲ, ସେହି ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର ଏହି କଥା କହନ୍ତି; Gade chapit la |