ଯିରିମୀୟ 44:11 - ପବିତ୍ର ବାଇବଲ11 “ଏଣୁ ସୈନ୍ୟାଧିପତି ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର ଏହି କଥା କହନ୍ତି, ‘ଦେଖ, ଆମ୍ଭେ ତୁମ୍ଭମାନଙ୍କ ବିପକ୍ଷରେ ଓ ସମଗ୍ର ଯିହୁଦା ବିପକ୍ଷରେ ଅମଙ୍ଗଳ ଓ ଧ୍ୱଂସ ଘଟାଇବା ପାଇଁ ମନସ୍ଥ କରିଅଛୁ। Gade chapit laପବିତ୍ର ବାଇବଲ (Re-edited) - (BSI)11 ଏହେତୁ ସୈନ୍ୟାଧିପତି ସଦାପ୍ରଭୁ ଇସ୍ର୍ରାଏଲର ପରମେଶ୍ଵର ଏହି କଥା କହନ୍ତି : ଦେଖ, ଆମ୍ଭେ ତୁମ୍ଭମାନଙ୍କର ଅମଙ୍ଗଳ କରିବା ପାଇଁ, ସମୁଦାୟ ଯିହୁଦାକୁ ହିଁ ଉଚ୍ଛିନ୍ନ କରିବା ପାଇଁ ତୁମ୍ଭମାନଙ୍କ ବିରୁଦ୍ଧରେ ଆପଣା ମୁଖ ରଖିବା। Gade chapit laଓଡିଆ ବାଇବେଲ11 ଏହେତୁ ସୈନ୍ୟାଧିପତି ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର ଏହି କଥା କହନ୍ତି : “ଦେଖ, ଆମ୍ଭେ ତୁମ୍ଭମାନଙ୍କର ଅମଙ୍ଗଳ କରିବା ପାଇଁ, ସମୁଦାୟ ଯିହୁଦାକୁ ହିଁ ଉଚ୍ଛିନ୍ନ କରିବା ପାଇଁ ତୁମ୍ଭମାନଙ୍କ ବିରୁଦ୍ଧରେ ଆପଣା ମୁଖ ରଖିବା। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT11 ଏହେତୁ ସୈନ୍ୟାଧିପତି ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର ଏହି କଥା କହନ୍ତି: ଦେଖ, ଆମ୍ଭେ ତୁମ୍ଭମାନଙ୍କର ଅମଙ୍ଗଳ କରିବା ପାଇଁ, ସମୁଦାୟ ଯିହୁଦାକୁ ହିଁ ଉଚ୍ଛିନ୍ନ କରିବା ପାଇଁ ତୁମ୍ଭମାନଙ୍କ ବିରୁଦ୍ଧରେ ଆପଣା ମୁଖ ରଖିବା। Gade chapit la |