ଯିରିମୀୟ 44:20 - ପବିତ୍ର ବାଇବଲ20 ତା'ପରେ ଯିରିମିୟ ସମସ୍ତ ପୁରୁଷ ଓ ସ୍ତ୍ରୀଙ୍କୁ କହିଲେ, ଯେଉଁମାନେ ତାଙ୍କୁ ପ୍ରତ୍ୟୁତ୍ତର କରିଥିଲେ। Gade chapit laପବିତ୍ର ବାଇବଲ (Re-edited) - (BSI)20 ତହିଁରେ ଯିରିମୀୟ ସମସ୍ତ ଲୋକଙ୍କୁ, ଅର୍ଥାତ୍, ସେହି ପ୍ରତ୍ୟୁତ୍ତରକାରୀ ପୁରୁଷ ଓ ସ୍ତ୍ରୀ ସମସ୍ତଙ୍କୁ କହିଲେ, Gade chapit laଓଡିଆ ବାଇବେଲ20 ତହିଁରେ ଯିରିମୀୟ ସମସ୍ତ ଲୋକଙ୍କୁ, ଅର୍ଥାତ୍, ସେହି ପ୍ରତ୍ୟୁତ୍ତରକାରୀ ପୁରୁଷ ଓ ସ୍ତ୍ରୀ ସମସ୍ତଙ୍କୁ କହିଲେ, Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT20 ତହିଁରେ ଯିରିମୀୟ ସମସ୍ତ ଲୋକଙ୍କୁ, ଅର୍ଥାତ୍, ସେହି ପ୍ରତ୍ୟୁତ୍ତରକାରୀ ପୁରୁଷ ଓ ସ୍ତ୍ରୀ ସମସ୍ତଙ୍କୁ କହିଲେ, Gade chapit la |
ଦମ୍ମେଶକ ଲୋକମାନେ ଯେଉଁ ଦେବତାର ପୂଜା କରୁଥିଲେ, ସେ ସେମାନଙ୍କ ନିକଟରେ ବଳିଦାନ ଉତ୍ସର୍ଗ କଲେ। ଦମ୍ମେଶକୀୟ ଲୋକମାନେ ଆହସଙ୍କୁ ପରାସ୍ତ କଲେ, ତେଣୁ ସେ ମନେ ମନେ ଭାବିଲେ, “ଅରାମର ଲୋକମାନେ ଯେଉଁ ଦେବତାର ପୂଜା କରନ୍ତି, ସେ ସେମାନଙ୍କୁ ସାହାଯ୍ୟ କଲେ। ତେଣୁ ଯଦି ମୁଁ ସେହି ଦେବତାମାନଙ୍କ ନିକଟରେ ବଳିଦାନ ଉତ୍ସର୍ଗ କରିବି, ତେବେ ହୁଏତ ସେମାନେ ମୋତେ ମଧ୍ୟ ସାହାଯ୍ୟ କରି ପାରିନ୍ତି।” ଆହସ୍ ସେହି ଦେବତାମାନଙ୍କୁ ପୂଜା କଲେ। ଏହି ପ୍ରକାରେ ସେ ନିଜେ ପାପ କଲେ ଓ ଇସ୍ରାଏଲର ଲୋକମାନଙ୍କୁ ପାପ କରାଇଲେ।