ଯିରିମୀୟ 44:29 - ପବିତ୍ର ବାଇବଲ29 ପୁଣି ସଦାପ୍ରଭୁ କହନ୍ତି, ‘ଆମ୍ଭେ ଏହି ସ୍ଥାନରେ ତୁମ୍ଭମାନଙ୍କୁ ଦଣ୍ଡ ଦେବା ଓ ତାହା ତୁମ୍ଭମାନଙ୍କ ପାଇଁ ପ୍ରମାଣ ସ୍ୱରୂପ ହେବ। ତହିଁରେ ତୁମ୍ଭମାନଙ୍କର ଅମଙ୍ଗଳ ନିମନ୍ତେ ଆମ୍ଭମାନଙ୍କର ବାକ୍ୟ ଯେ ନିଶ୍ଚୟ ଅଟଳ ହେବ, ଏହା ତୁମ୍ଭେମାନେ ଜାଣିବ। Gade chapit laପବିତ୍ର ବାଇବଲ (Re-edited) - (BSI)29 ପୁଣି, ସଦାପ୍ରଭୁ କହନ୍ତି, ଆମ୍ଭେ ଏହି ସ୍ଥାନରେ ତୁମ୍ଭମାନଙ୍କୁ ଦଣ୍ତ ଦେବା ଓ ତାହା ତୁମ୍ଭମାନଙ୍କ ପ୍ରତି ଚିହ୍ନ ସ୍ଵରୂପ ହେବ, ତହିଁରେ ତୁମ୍ଭମାନଙ୍କର ଅମଙ୍ଗଳ ନିମନ୍ତେ ଆମ୍ଭର ବାକ୍ୟ ଯେ ନିଶ୍ଚୟ ଅଟଳ ହେବ, ଏହା ତୁମ୍ଭେମାନେ ଜାଣିବ। Gade chapit laଓଡିଆ ବାଇବେଲ29 ପୁଣି, ସଦାପ୍ରଭୁ କହନ୍ତି, “ଆମ୍ଭେ ଏହି ସ୍ଥାନରେ ତୁମ୍ଭମାନଙ୍କୁ ଦଣ୍ଡ ଦେବା ଓ ତାହା ତୁମ୍ଭମାନଙ୍କ ପ୍ରତି ଚିହ୍ନ ସ୍ୱରୂପ ହେବ, ତହିଁରେ ତୁମ୍ଭମାନଙ୍କର ଅମଙ୍ଗଳ ନିମନ୍ତେ ଆମ୍ଭର ବାକ୍ୟ ଯେ ନିଶ୍ଚୟ ଅଟଳ ହେବ, ଏହା ତୁମ୍ଭେମାନେ ଜାଣିବ।” Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT29 ପୁଣି, ସଦାପ୍ରଭୁ କହନ୍ତି, ଆମ୍ଭେ ଏହି ସ୍ଥାନରେ ତୁମ୍ଭମାନଙ୍କୁ ଦଣ୍ଡ ଦେବା ଓ ତାହା ତୁମ୍ଭମାନଙ୍କ ପ୍ରତି ଚିହ୍ନସ୍ୱରୂପ ହେବ, ତହିଁରେ ତୁମ୍ଭମାନଙ୍କର ଅମଙ୍ଗଳ ନିମନ୍ତେ ଆମ୍ଭର ବାକ୍ୟ ଯେ ନିଶ୍ଚୟ ଅଟଳ ହେବ, ଏହା ତୁମ୍ଭେମାନେ ଜାଣିବ। Gade chapit la |
ଆମ୍ଭେ ଆପଣା ଭବିଷ୍ୟଦ୍ବକ୍ତାଗଣଙ୍କୁ, ଆମ୍ଭର ଆଜ୍ଞା ଓ ଶିକ୍ଷା ସମୂହ ବିଷୟରେ ପ୍ରଗ୍ଭର କରିବାକୁ ଆଦେଶ ଦେଇଥିଲୁ। ଏବଂ ତୁମ୍ଭର ପୂର୍ବପୁରୁଷଗଣ ଏହି ଆଦେଶ ଭାଙ୍ଗିବାରୁ ଶେଷରେ ଦଣ୍ତ ଦିଆଯାଇଥିଲା, କ’ଣ ସେମାନଙ୍କୁ ଦିଆଯାଇ ନ ଥିଲା? ତେଣୁ ତୁମ୍ଭର ପୂର୍ବପୁରୁଷଗଣ କହିଲେ, ‘ସର୍ବଶକ୍ତିମାନ୍ ସଦାପ୍ରଭୁ ଆମ୍ଭଙ୍କୁ ଆମ୍ଭର କୁପଥ ଏବଂ କୁକର୍ମ ପାଇଁ ଦଣ୍ତ ଦେଇଥିଲେ।’ ତେଣୁ ସେମାନେ ପରମେଶ୍ୱରଙ୍କ ନିକଟକୁ ଫେରି ଆସିଲେ।”