ଯିରିମୀୟ 44:9 - ପବିତ୍ର ବାଇବଲ9 ଯିହୁଦା ନଗରର ଓ ଯିରୁଶାଲମର ରାଜପଥରେ ତୁମ୍ଭମାନଙ୍କର ପୂର୍ବପୁରୁଷମାନେ ଏବଂ ଯିହୁଦାର ରାଜାମାନେ ଓ ସେମାନଙ୍କର ସ୍ତ୍ରୀମାନେ କରିଥିବା ଅପରାଧ ଏବଂ ତୁମ୍ଭର ନିଜର କୁକର୍ମ ଓ ତୁମ୍ଭର ସ୍ତ୍ରୀମାନଙ୍କର କୁକର୍ମ, ତୁମ୍ଭେ ପାଶୋରି ଦେଇଛ କି? Gade chapit laପବିତ୍ର ବାଇବଲ (Re-edited) - (BSI)9 ଯିହୁଦା-ଦେଶରେ ଓ ଯିରୂଶାଲମର ସମସ୍ତ ପଥରେ କୃତ ତୁମ୍ଭମାନଙ୍କର ପିତୃପୁରୁଷମାନଙ୍କର ଦୁଷ୍କ୍ରିୟା ଓ ଯିହୁଦା ରାଜଗଣର ଦୁଷ୍କ୍ରିୟା ଓ ସେମାନଙ୍କ ଭାର୍ଯ୍ୟାଗଣର ଦୁଷ୍କ୍ରିୟା, ଆଉ ତୁମ୍ଭମାନଙ୍କର ନିଜର ଦୁଷ୍କ୍ରିୟା ଓ ତୁମ୍ଭମାନଙ୍କର ଭର୍ଯ୍ୟାଗଣର ଦୁଷ୍କ୍ରିୟା କି ତୁମ୍ଭେମାନେ ପାସୋରିଅଛ? Gade chapit laଓଡିଆ ବାଇବେଲ9 ଯିହୁଦା ଦେଶରେ ଓ ଯିରୂଶାଲମର ସମସ୍ତ ପଥରେ କୃତ ତୁମ୍ଭମାନଙ୍କର ପିତୃପୁରୁଷମାନଙ୍କର ଦୁଷ୍କ୍ରିୟା ଓ ଯିହୁଦା ରାଜାଗଣର ଦୁଷ୍କ୍ରିୟା ଓ ସେମାନଙ୍କ ଭାର୍ଯ୍ୟାଗଣର ଦୁଷ୍କ୍ରିୟା, ଆଉ ତୁମ୍ଭମାନଙ୍କର ନିଜର ଦୁଷ୍କ୍ରିୟା ଓ ତୁମ୍ଭମାନଙ୍କର ଭର୍ଯ୍ୟାଗଣର ଦୁଷ୍କ୍ରିୟା କି ତୁମ୍ଭେମାନେ ପାସୋରିଅଛ ? Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT9 ଯିହୁଦା ଦେଶରେ ଓ ଯିରୂଶାଲମର ସମସ୍ତ ପଥରେ କୃତ ତୁମ୍ଭମାନଙ୍କର ପିତୃପୁରୁଷମାନଙ୍କର ଦୁଷ୍କ୍ରିୟା ଓ ଯିହୁଦା-ରାଜାଗଣର ଦୁଷ୍କ୍ରିୟା ଓ ସେମାନଙ୍କ ଭାର୍ଯ୍ୟାଗଣର ଦୁଷ୍କ୍ରିୟା, ଆଉ ତୁମ୍ଭମାନଙ୍କର ନିଜର ଦୁଷ୍କ୍ରିୟା ଓ ତୁମ୍ଭମାନଙ୍କର ଭାର୍ଯ୍ୟାଗଣର ଦୁଷ୍କ୍ରିୟା କି ତୁମ୍ଭେମାନେ ପାସୋରିଅଛ? Gade chapit la |