ଯିରିମୀୟ 46:2 - ପବିତ୍ର ବାଇବଲ2 ମିଶର ଦେଶ ସମ୍ବନ୍ଧରେ ଏହି ବାର୍ତ୍ତା। ଯୋଶିୟର ପୁତ୍ର ଯିହୁଦାର ରାଜା ଯିହୋୟାକୀମ୍ର ଅଧିକାରର ଚତୁର୍ଥ ବର୍ଷରେ ବାବିଲର ରାଜା ନବୂଖଦ୍ନିତ୍ସର, ମିଶରର ରାଜା ଫାରୋ-ନଖୋର ଯେଉଁ ସୈନ୍ୟସାମନ୍ତକୁ ପରାଜୟ କଲା, ଫରାତ୍ ନଦୀ ନିକଟସ୍ଥ କର୍କମୀଶରେ ଉପସ୍ଥିତ ସେହି ସୈନ୍ୟ ସାମନ୍ତ ବିଷୟକ କଥା। Gade chapit laପବିତ୍ର ବାଇବଲ (Re-edited) - (BSI)2 ମିସର ବିଷୟ। ଯୋଶୀୟର ପୁତ୍ର ଯିହୁଦାର ରାଜା ଯିହୋୟାକୀମ୍ର ଅଧିକାରର ଚତୁର୍ଥ ବର୍ଷରେ ବାବିଲର ରାଜା ନବୂଖଦ୍ନିତ୍ସର, ମିସରର ରାଜା ଫାରୋ-ନଖୋର ଯେଉଁ ସୈନ୍ୟସାମନ୍ତକୁ ପରାଜୟ କଲା, ଫରାତ୍ ନଦୀ ନିକଟସ୍ଥ କର୍କମୀଶରେ ଉପସ୍ଥିତ ସେହି ସୈନ୍ୟସାମ; ବିଷୟକ କଥା। Gade chapit laଓଡିଆ ବାଇବେଲ2 ମିସର ବିଷୟ। “ଯୋଶୀୟର ପୁତ୍ର ଯିହୁଦାର ରାଜା ଯିହୋୟାକୀମ୍ଙ୍କ ରାଜତ୍ଵର ଚତୁର୍ଥ ବର୍ଷରେ ବାବିଲର ରାଜା ନବୂଖଦ୍ନିତ୍ସର, ମିସରର ରାଜା ଫାରୋ ନଖୋର ଯେଉଁ ସୈନ୍ୟସାମନ୍ତକୁ ପରାଜୟ କଲା, ଫରାତ୍ ନଦୀ ନିକଟସ୍ଥ କର୍କମୀଶରେ ଉପସ୍ଥିତ ସେହି ସୈନ୍ୟସାମନ୍ତ ବିଷୟକ କଥା। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT2 ମିସର ବିଷୟ। ଯୋଶୀୟର ପୁତ୍ର ଯିହୁଦାର ରାଜା ଯିହୋୟାକୀମ୍ଙ୍କ ରାଜତ୍ଵର ଚତୁର୍ଥ ବର୍ଷରେ ବାବିଲର ରାଜା ନବୂଖଦ୍ନିତ୍ସର, ମିସରର ରାଜା ଫାରୋ ନଖୋର ଯେଉଁ ସୈନ୍ୟସାମନ୍ତକୁ ପରାଜୟ କଲା, ଫରାତ୍ ନଦୀ ନିକଟସ୍ଥ କର୍କମୀଶରେ ଉପସ୍ଥିତ ସେହି ସୈନ୍ୟସାମନ୍ତ ବିଷୟକ କଥା। Gade chapit la |
ପୁଣି ସଦାପ୍ରଭୁ ଏହି କଥା କହନ୍ତି, “ଆମ୍ଭେ ଲୋକ ପଠାଇ ଉତ୍ତର ଦିଗସ୍ଥ ସମସ୍ତ ପରିବାରବର୍ଗକୁ ଆଣିବା। ପୁଣି ଆମ୍ଭର ଦାସ ବାବିଲର ରାଜା ନବୂଖଦ୍ନିତ୍ସରକୁ ଆଣିବା। ପୁଣି ସେମାନଙ୍କୁ ନେଇ ଯିହୁଦା ଓ ଯିହୁଦା ନିବାସୀଙ୍କ ବିରୁଦ୍ଧରେ ଓ ତାହାର ଚତୁର୍ଦ୍ଦିଗସ୍ଥ ସମସ୍ତ ଗୋଷ୍ଠୀ ବିରୁଦ୍ଧରେ ଛିଡ଼ା କରାଇବା। ଆଉ ସେମାନଙ୍କୁ ସମ୍ପୂର୍ଣ୍ଣ ଭାବରେ ବିନାଶ କରିବା। ସେହି ଦେଶକୁ ଚିରକାଳ ଏକ ଶୂନ୍ୟ ପ୍ରାନ୍ତରରେ ପରିଣତ କରିବା। ତାହାକୁ ଦେଖି ଲୋକମାନେ ବିସ୍ମୟରେ ଓ ଶୀସ୍ ଶବ୍ଦ କରିବେ।