Biblia Todo Logo
Bib sou entènèt

- Piblisite -




ଯିରିମୀୟ 46:26 - ପବିତ୍ର ବାଇବଲ

26 ପୁଣି ସେମାନଙ୍କର ପ୍ରାଣନାଶକାରୀ ଲୋକମାନଙ୍କ ହସ୍ତରେ ଓ ବାବିଲର ରାଜା ନବୂଖ‌ଦ୍‌ନିତ୍ସର ଓ ତାହାର ଦାସମାନଙ୍କ ହସ୍ତରେ ଆମ୍ଭେ ସେମାନଙ୍କୁ ସମର୍ପଣ କରିବା।” ପୁଣି ସଦାପ୍ରଭୁ କହନ୍ତି, “ପୂର୍ବକାଳରେ ମିଶର ଯେଉଁପରି ଶାନ୍ତିରେ ବାସ କରୁଥିଲା, ଏହି ଦୁଃସମୟ ପରେ ସେ ପୁନର୍ବାର ଶାନ୍ତିରେ ରହିବ।”

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

26 ପୁଣି, ସେମାନଙ୍କର ପ୍ରାଣନାଶର ଚେଷ୍ଟାକାରୀ ଲୋକମାନଙ୍କ ହସ୍ତରେ ଓ ବାବିଲର ରାଜା ନବୂଖଦ୍ନିତ୍ସର ଓ ତାହାର ଦାସମାନଙ୍କ ହସ୍ତରେ ଆମ୍ଭେ ସେମାନଙ୍କୁ ସମର୍ପଣ କରିବା। ପୁଣି, ସଦାପ୍ରଭୁ କହନ୍ତି, ତହିଁ ଉତ୍ତାରେ ସେ ଦେଶ ପୂର୍ବ କାଳର ନ୍ୟାୟ ବସତିସ୍ଥାନ ହେବ।

Gade chapit la Kopi

ଓଡିଆ ବାଇବେଲ

26 ପୁଣି, ସେମାନଙ୍କର ପ୍ରାଣନାଶର ଚେଷ୍ଟାକାରୀ ଲୋକମାନଙ୍କ ହସ୍ତରେ ଓ ବାବିଲର ରାଜା ନବୂଖଦ୍‍ନିତ୍ସର ଓ ତାହାର ଦାସମାନଙ୍କ ହସ୍ତରେ ଆମ୍ଭେ ସେମାନଙ୍କୁ ସମର୍ପଣ କରିବା।” ପୁଣି, ସଦାପ୍ରଭୁ କହନ୍ତି, “ତହିଁ ଉତ୍ତାରେ ସେ ଦେଶ ପୂର୍ବ କାଳର ନ୍ୟାୟ ବସତି ସ୍ଥାନ ହେବ।”

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

26 ପୁଣି, ସେମାନଙ୍କର ପ୍ରାଣନାଶର ଚେଷ୍ଟାକାରୀ ଲୋକମାନଙ୍କ ହସ୍ତରେ ଓ ବାବିଲର ରାଜା ନବୂଖଦ୍‍ନିତ୍ସର ଓ ତାହାର ଦାସମାନଙ୍କ ହସ୍ତରେ ଆମ୍ଭେ ସେମାନଙ୍କୁ ସମର୍ପଣ କରିବା। ପୁଣି, ସଦାପ୍ରଭୁ କହନ୍ତି, ତହିଁ ଉତ୍ତାରେ ସେ ଦେଶ ପୂର୍ବକାଳର ନ୍ୟାୟ ବସତି ସ୍ଥାନ ହେବ।

Gade chapit la Kopi




ଯିରିମୀୟ 46:26
7 Referans Kwoze  

କାରଣ ସଦାପ୍ରଭୁ, ମୋର ପ୍ରଭୁ ଏହି କଥା କହନ୍ତି, “ବାବିଲ ରାଜାର ‌‌ଖ‌ଡ଼୍‌ଗ ତୁମ୍ଭକୁ ଆକ୍ରମଣ କରିବ।


ସଦାପ୍ରଭୁ ଏହିକଥା କହନ୍ତି, ‘ଦେଖ, ଆମ୍ଭେ ଯେପରି ଯିହୁଦାର ରାଜା ସିଦିକିୟକୁ ତାହାର ପ୍ରାଣ ନାଶକାରୀ ଶତ୍ରୁ ବାବିଲର ରାଜା ନବୂଖ‌ଦ୍‌ନିତ୍ସର ହସ୍ତରେ ସମର୍ପଣ କଲୁ,’ ସେହିପରି, ‘ଆମ୍ଭେ ମିଶରର ରାଜା ଫାରୋ-ହଫ୍ରାକୁ ତାହାର ପ୍ରାଣନାଶକାରୀ ଶତ୍ରୁମାନଙ୍କ ହସ୍ତରେ ସମର୍ପଣ କରିବା।’”


ମାତ୍ର ସଦାପ୍ରଭୁ କହନ୍ତି, “ଆମ୍ଭେ ଶେଷ କାଳରେ ଏଲମକୁ ବନ୍ଦୀତ୍ୱାବସ୍ଥାରୁ ଫେରାଇ ଆଣିବା।”


“ତଥାପି ସଦାପ୍ରଭୁ କହନ୍ତି, ଆମ୍ଭେ ଶେଷକାଳରେ ପୁନର୍ବାର ମୋୟାବକୁ ବନ୍ଦୀତ୍ୱ ସ୍ଥାନରୁ ଫେରାଇ ଆଣିବା।” ମୋୟାବ ବିଷୟରେ ଏହା ଶେଷ ବିଗ୍ଭର।


ମୋର ପ୍ରଭୁ ସର୍ବଶକ୍ତିମାନ ସଦାପ୍ରଭୁ କହନ୍ତି, “ମୁଁ ମିଶରୀୟମାନଙ୍କୁ ଏକ ନିର୍ଦ୍ଦୟ ପ୍ରଭୁ ହସ୍ତରେ ସମର୍ପଣ କରିବି ଓ ଏକ ଦୂରନ୍ତ ରାଜା ସେମାନଙ୍କୁ ଶାସନ କରିବେ।”


“ଦାଉଦଙ୍କର ପତିତ ତମ୍ବୁକୁ ଆମ୍ଭେ ପୁନର୍ବାର ଉଠାଇବା। ଆମ୍ଭେ କାନ୍ଥରେ ଥିବା କଣାସବୁ ବନ୍ଦ କରିବା। ଆମ୍ଭେ ବିଧ୍ୱସ୍ତ ହୋଇଥିବା ଅଟ୍ଟାଳିକାଗୁଡ଼ିକୁ ପୁନର୍ବାର ନିର୍ମାଣ କରିବା ଓ ସେ ଗୁଡ଼ିକ ପୂର୍ବପରି ତମ୍ବୁ ନିର୍ମିତ ହେବ।


Swiv nou:

Piblisite


Piblisite