ଯିରିମୀୟ 46:27 - ପବିତ୍ର ବାଇବଲ27 “ହେ ଆମ୍ଭର ଦାସ ଯାକୁବ, ତୁମ୍ଭେ ଭୟ କର ନାହିଁ କିଅବା ହେ ଇସ୍ରାଏଲ ତୁମ୍ଭେ ନିରାଶ ହୁଅ ନାହିଁ। ଆମ୍ଭେ ଦୂର ଦେଶରୁ ତୁମ୍ଭକୁ ଓ ବନ୍ଦୀ ଅବସ୍ଥାରୁ ତୁମ୍ଭ ବଂଶକୁ ଉଦ୍ଧାର କରିବା। ତହିଁରେ ଯାକୁବ ଫେରି ଆସି ନିର୍ଭୟ ଓ ନିଶ୍ଚିତରେ ରହିଲା। ଆଉ କେହି ତାହାକୁ ଭୟ ଦେଖାଇଲେ ନାହିଁ।” Gade chapit laପବିତ୍ର ବାଇବଲ (Re-edited) - (BSI)27 ମାତ୍ର ହେ ଆମ୍ଭର ଦାସ ଯାକୁବ, ତୁମ୍ଭେ ଭୟ କର ନାହିଁ, କିଅବା ହେ ଇସ୍ରାଏଲ, ତୁମ୍ଭେ ନିରାଶ ହୁଅ ନାହିଁ: କାରଣ ଦେଖ, ଆମ୍ଭେ ଦୂରରୁ ତୁମ୍ଭକୁ ଓ ବନ୍ଦୀତ୍ଵ ଦେଶରୁ ତୁମ୍ଭ ବଂଶକୁ ଉଦ୍ଧାର କରିବା; ତହିଁରେ ଯାକୁବ ଫେରି ଆସି ନିର୍ଭୟ ଓ ନିଶ୍ଚିନ୍ତରେ ରହିବ ଓ କେହି ତାହାକୁ ଭୟ ଦେଖାଇବ ନାହିଁ। Gade chapit laଓଡିଆ ବାଇବେଲ27 ମାତ୍ର ହେ ଆମ୍ଭର ଦାସ ଯାକୁବ, ତୁମ୍ଭେ ଭୟ କର ନାହିଁ, କିଅବା ହେ ଇସ୍ରାଏଲ, ତୁମ୍ଭେ ନିରାଶ ହୁଅ ନାହିଁ: କାରଣ ଦେଖ, ଆମ୍ଭେ ଦୂରରୁ ତୁମ୍ଭକୁ ଓ ବନ୍ଦୀତ୍ୱ ଦେଶରୁ ତୁମ୍ଭ ବଂଶକୁ ଉଦ୍ଧାର କରିବା; ତହିଁରେ ଯାକୁବ ଫେରି ଆସି ନିର୍ଭୟ ଓ ନିଶ୍ଚିନ୍ତରେ ରହିବ ଓ କେହି ତାହାକୁ ଭୟ ଦେଖାଇବ ନାହିଁ। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT27 ମାତ୍ର ହେ ଆମ୍ଭର ଦାସ ଯାକୁବ, ତୁମ୍ଭେ ଭୟ କର ନାହିଁ, କିଅବା ହେ ଇସ୍ରାଏଲ, ତୁମ୍ଭେ ନିରାଶ ହୁଅ ନାହିଁ: କାରଣ ଦେଖ, ଆମ୍ଭେ ଦୂରରୁ ତୁମ୍ଭକୁ ଓ ବନ୍ଦୀତ୍ୱ ଦେଶରୁ ତୁମ୍ଭ ବଂଶକୁ ଉଦ୍ଧାର କରିବା; ତହିଁରେ ଯାକୁବ ଫେରିଆସି ନିର୍ଭୟ ଓ ନିଶ୍ଚିନ୍ତରେ ରହିବ ଓ କେହି ତାହାକୁ ଭୟ ଦେଖାଇବ ନାହିଁ। Gade chapit la |
ଆମ୍ଭେ ଇସ୍ରାଏଲକୁ ବନ୍ଦୀରୁ ମୁକ୍ତ କରିବା ଏବଂ ସେମାନଙ୍କୁ ସେମାନଙ୍କର ଭୂମିକୁ ଫେରାଇ ଆଣିବା। ସେମାନେ ଧ୍ୱଂସ ବିଧ୍ୱଂସ ନଗରଗୁଡ଼ିକୁ ପୁନଃନିର୍ମାଣ କରିବେ ଏବଂ ସେହି ନଗରୀରେ ବାସ କରିବେ। ସେମାନେ ଦ୍ରାକ୍ଷାବୃକ୍ଷ କ୍ଷେତରେ ରୋପଣ କରିବେ ଏବଂ ଦ୍ରାକ୍ଷାରସ ପିଇବେ, ଯାହା ସେଠାକାର ଦ୍ରାକ୍ଷାଫଳରୁ ପ୍ରସ୍ତୁତ ହୁଏ। ସେମାନେ ମଧ୍ୟ ଗ୍ଭଷ କରିବେ ଓ ଉତ୍ପାଦିତ ଶସ୍ୟକୁ ଭକ୍ଷ୍ୟଣ କରିବେ।