Biblia Todo Logo
Bib sou entènèt

- Piblisite -




ଯିରିମୀୟ 46:3 - ପବିତ୍ର ବାଇବଲ

3 “ତୁମ୍ଭେମାନେ ଚର୍ମରେ ଢାଲ ଓ ଫଳକ ପ୍ରସ୍ତୁତ କର ଓ ଯୁଦ୍ଧ କରିବା ଲାଗି ଅଗ୍ରସର ହୁଅ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

3 ତୁମ୍ଭେମାନେ ଚର୍ମର ଢାଲ ଓ ଫଳକ ପ୍ରସ୍ତୁତ କର ଓ ଯୁଦ୍ଧ କରିବା ଲାଗି ନିକଟକୁ ଆସ।

Gade chapit la Kopi

ଓଡିଆ ବାଇବେଲ

3 ତୁମ୍ଭେମାନେ ଚର୍ମର ଢାଲ ଓ ଫଳକ ପ୍ରସ୍ତୁତ କର ଓ ଯୁଦ୍ଧ କରିବା ଲାଗି ନିକଟକୁ ଆସ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

3 “ତୁମ୍ଭେମାନେ ଚର୍ମର ଢାଲ ଓ ଫଳକ ପ୍ରସ୍ତୁତ କର ଓ ଯୁଦ୍ଧ କରିବା ଲାଗି ନିକଟକୁ ଆସ।

Gade chapit la Kopi




ଯିରିମୀୟ 46:3
7 Referans Kwoze  

ଲୋକମାନେ ଭାବନ୍ତି ସବୁ ସୁନ୍ଦର। ତେଣୁ ସେମାନେ, “ମେଜ ସଜାନ୍ତି, ଭୋଜନ ଓ ପାନ କରନ୍ତି। ସେହି ସମୟରେ ସୈନ୍ୟମାନେ କୁହନ୍ତି, ପ୍ରହରୀ ନିଯୁକ୍ତ କର, ହେ ଅଧିପତିଗଣ ଉଠ, ଢାଲ ତୈଳାନ୍ତ କର।”


ଅବରୋଧ ସମୟ ନିମନ୍ତେ ପାଣି କାଢ଼ି ଆଣ। ଇଟା ତିଆରି କରିବାକୁ ମାଟି ରଖ, ସେଥିରେ ଚୂନ ମିଶାଅ, ଇଟା ତିଆରି ପାଇଁ ସେହି କାଦୁଅକୁ ନିଅ। ତୁମ୍ଭମାନଙ୍କର ଦୁର୍ଗଗୁଡ଼ିକ ଶକ୍ତିଶାଳୀ କର।


କେହି ଜଣେ ତୁମ୍ଭମାନଙ୍କୁ ଛିନ୍ନଛତ୍ର କରିବାକୁ ଆସୁଛି। ତେଣୁ ତୁମ୍ଭ ସୁଦୃଢ଼ ସ୍ଥାନଗୁଡ଼ିକୁ ଜଗ। ରାସ୍ତାଗୁଡ଼ିକ ଉପରେ ଦୃଷ୍ଟି ରଖ। ଯୁଦ୍ଧ ପାଇଁ ସଜ ହୁଅ ଏବଂ ନିଜର ପାରୁ ପର୍ଯ୍ୟନ୍ତ ନିଜକୁ ସଜାଗ ରଖ।


ତୁମ୍ଭମାନଙ୍କ ରାଜ୍ୟ ମଧ୍ୟରେ ଏହା ଘୋଷଣା କର। ଯୁଦ୍ଧ ପାଇଁ ପ୍ରସ୍ତୁତ ହୁଅ। ସମସ୍ତ ଯୋଦ୍ଧାମାନେ ଜାଗ୍ରତ ହୁଅ। ଯୁଦ୍ଧର ସମସ୍ତ ଲୋକମାନଙ୍କୁ ଜାଗ୍ରତ ହେବାକୁ ଡାକ ଏବଂ ଯୁଦ୍ଧ ଭୂମିରେ ସମ୍ମୁଖୀନ ହୁଅ।


“ତୁମ୍ଭେମାନେ ମିଶରରେ ପ୍ରଗ୍ଭର କର, ମି‌ଗ୍‌ଦୋଲରେ ଘୋଷଣା କର, ଆଉ ନୋଫ ଓ ତଫ‌‌‌ନ୍‌‌‌ହେଷରେ କୁହ, ‘ତୁମ୍ଭେମାନେ ଯୁଦ୍ଧ ପାଇଁ ଠିଆ ହୁଅ ଓ ଆପଣାକୁ ପ୍ରସ୍ତୁତ କର। କାରଣ ‌‌ଖ‌ଡ଼୍‌ଗ ତୁମ୍ଭ ଗ୍ଭରିଆଡ଼େ ଲୋକମାନଙ୍କୁ ବିନାଶ କରିଗ୍ଭଲିଛି।’


Swiv nou:

Piblisite


Piblisite